Home Bibles ଦିତୀୟ ବିବରଣ 16:13 · ଓଡ଼ିଆ ବାଇବେଲ
ଦିତୀୟ ବିବରଣ 16:13 · ଓଡ଼ିଆ ବାଇବେଲ

ତୁମ୍ଭମାନେେ ଯେତବେେଳେ ଖଳାରକ୍ସ୍ଟ ଶସ୍ଯ ସଂଗ୍ରହ କରି ସାରିଲା ପରେ ଓ ଯେତବେେଳେ ଆପଣା ଦ୍ରାକ୍ଷାକ୍ଷତରେକ୍ସ୍ଟ ସଂଗ୍ରହ କଲାପରେ ସାତଦିନ ପାଇଁ କକ୍ସ୍ଟଟୀରପର୍ବ ପାଳନ କରିବ।

Cross references

ଯାତ୍ରା ପୁସ୍ତକ 23:16

ପ୍ରଥମ ଫସଲର ଫଳ ସଂଗ୍ରହ ଉତ୍ସବ ହେଉଛି ଦ୍ବିତୀୟ ଉତ୍ସବ। ତୁମ୍ଭମାନେେ ଏହାକୁ ଗ୍ରୀଷ୍ମ ସମୟର ଆରମ୍ଭ ରେ ପାଳନ କରିବ।

ଯାତ୍ରା ପୁସ୍ତକ 34:22

ତୁମ୍ଭମାନେେ ସପ୍ତାହର ପର୍ବ ପ୍ରଥମ ଗହମ କଟା ପର୍ବ ଓ ବର୍ଷର ଶଷେ ଭାଗ ରେ ଶସ୍ଯ ଅମଳର ପର୍ବ ପାଳନ କରିବା ଉଚିତ୍।

ଲେବୀୟ ପୁସ୍ତକ 23:34

ତୁମ୍ଭେ ଇଶ୍ରାୟେଲର ସନ୍ତାନଗଣଙ୍କୁ କୁହ, ସପ୍ତମ ମାସର ପଞ୍ଚଦଶ ଦିନଠାରୁ ସାତଦିନ ୟାଏ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପତ୍ରକୁଟୀର ପର୍ବ ପାଳିତ ହବେ।

ଗଣନା ପୁସ୍ତକ 29:12

ଆଉ ସମସ୍ତ ମାସର ପଞ୍ଚଦଶ ଦିନ ରେ ତୁମ୍ଭମାନଙ୍କର ଗୋଟିଏ ପବିତ୍ର ସଭା ହବୋ ଉଚିତ୍। ସହେି ଦିନ ତୁମ୍ଭମାନେେ କୌଣସି ପ୍ରକାର କାର୍ୟ୍ଯ କରିବା ଉଚିତ୍ ନୁହଁ। ପୁଣି ସାତ ଦାନ ୟାଏ ଉତ୍ସବ ପାଳନ କରିବା ଉଚିତ୍।

ଦିତୀୟ ବିବରଣ 31:10

ଏହାପରେ ମାଶାେ ପ୍ରାଚୀନବର୍ଗମାନଙ୍କୁ କହିଲେ, ପ୍ରେତ୍ୟକକ ସାତବର୍ଷ ଶଷେ ରେ ଋଣ ଛାଡ ବର୍ଷର ନିରୂପିତ ସମୟରେ ପତ୍ରକକ୍ସ୍ଟଟୀର ପର୍ବ ରେ।

ଦିତୀୟ ବଂଶାବଳୀ 5:3

ସପ୍ତମ ମାସ ରେ ଭୋଜି ସମୟରେ ରାଜା ଶଲୋମନଙ୍କ ସମ୍ମୁଖ ରେ ଇଶ୍ରାୟେଲର ସମସ୍ତ ଲୋକ ଏକତ୍ରୀତ ହେଲେ।

ଦିତୀୟ ବଂଶାବଳୀ 7:8

ଶ ଲୋମନ ଓ ଇଶ୍ରାୟେଲର ସମସ୍ତ ଲୋକ ସାତଦିନ ପର୍ୟ୍ଯନ୍ତ ଭୋଜି ଉତ୍ସବ ପାଳନ କଲେ। ଶଲୋମନଙ୍କ ସହିତ ଲୋକମାନଙ୍କର ଏକ ବିରାଟ ସମାବେଶ ହେଲା। ସହେି ଲୋକମାନେ ଲିବୋ-ହମାତ୍ ଓ ମିଶରର ସୀମାରୁ ଆସିଥିଲେ।

ଦିତୀୟ ବଂଶାବଳୀ 8:13

ମାଶାେ ଯେଉଁ ପ୍ରକାର ଆଦେଶ ଦଇେଥିଲେ, ଶଲୋମନ ସହେି ପ୍ରକା ରେ ପ୍ରେତ୍ୟକକ ଦିନ ବଳି ଉତ୍ସର୍ଗ କଲେ। ବିଶ୍ରାମବାର, ଅମାବାସ୍ଯା ଉତ୍ସବ ଓ ତ୍ରଯବାର୍ଷିକ ଛୁଟିଦିବସ ଗୁଡ଼ିକରେ ବଳି ଉତ୍ସର୍ଗ କରାଯାଉ ଥିଲା। ଏହି ତ୍ରଯବାର୍ଷିକ ଛୁଟିଦିବସଗୁଡ଼ିକ ଥିଲା ବିନା ଖମୀରର ତାଡ଼ିଶୂନ୍ଯ ରୋଟୀର ପର୍ବ, ସପ୍ତାହବ୍ଯାପି ପର୍ବ ଓ ଆଶ୍ରଯଦାୟକ ପର୍ବ।

ଏଜ୍ରା 3:4

ଏହାପରେ ସମାନେେ ପତ୍ରକୁଟୀର ପର୍ବ ପାଳନ କଲେ। ସମାନେେ ପ୍ରତିଦିନର ବ୍ଯବସ୍ଥା ରେ ଲଖାୟୋଇଥିବା ପ୍ରେତ୍ୟକକ ଦିନର ଆବଶ୍ଯକ ସଂଖ୍ଯା ଅନୁସାରେ ସମାନେେ ହାମବେଳି ଉତ୍ସର୍ଗ କଲେ।

ନିହିମିୟା 8:14

ସମାନେେ ମାଶାଙ୍କେର ବ୍ଯବସ୍ଥା ପୁସ୍ତକ ପଢିଲେ ଏବଂ ତାଙ୍କର ନିର୍ଦ୍ଧେଶ ସବୁ ପାଇଲେ। ସଦାପ୍ରଭୁ ମାଶାଙ୍କେ ମାଧ୍ଯମ ରେ ତାଙ୍କର ନିର୍ଦ୍ଦେଶ ଜଣାଇଥିଲେ। ବର୍ଷର ସପ୍ତମ ମାସ ରେ ଇଶ୍ରାୟେଲୀୟ ବାସୀମାନେ କ୍ଷଣସ୍ଥାଯୀ କୁଟୀରପର୍ବ ପାଳନ କରିବା ଉଚିତ୍।

ଯିଖରିୟ 14:16

ପ୍ରେତ୍ୟକକ ବ୍ଯକ୍ତି ୟିଏ ଦେଶ ଛାଡି ୟିରୁଶାଲମ ବିରୁଦ୍ଧ ରେ ଆସିଛନ୍ତି, ପ୍ରେତ୍ୟକକ ବର୍ଷ ଉପାସନା କରିବା ପାଇଁ ଆସିବେ। ପ୍ରତିବର୍ଷ ସମାନଙ୍କେର ରାଜା ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କୁ ଉପାସନା କରିବାକୁ ଏବଂ ପତ୍ରକୁଟୀର ପର୍ବ ପାଳନ କରିବାକୁ ଆସିବେ।

ଯୋହନଲିଖିତ ସୁସମାଚାର 7:2

ଯିହୂଦୀମାନଙ୍କର ବାର୍ଷିକ କୁଟୀରବାସ ପର୍ବର ସମୟ ଆସିଲା।

Interlinear

Choose Theme