Home Bibles ☰ Books ଦିତୀୟ ବିବରଣ 16:14 · ଓଡ଼ିଆ ବାଇବେଲ
ଦିତୀୟ ବିବରଣ 16:14 · ଓଡ଼ିଆ ବାଇବେଲ

ଉତ୍ସବ ସମୟରେ ତୁମ୍ଭେ ଓ ତକ୍ସ୍ଟମ୍ଭ ପକ୍ସ୍ଟତ୍ର, କନ୍ଯା, ଦାସ, ଦାସୀ ନଗରଦ୍ବାରବର୍ତ୍ତୀ ଲବେୀୟ ଲୋକ ଓ ବିଦେଶୀ ପିତୃହୀନ ଓ ବିଧବା ତୁମ୍ଭେ ସମସ୍ତେ ଆନନ୍ଦ କରିବ।

Cross references

ଦିତୀୟ ବିବରଣ 12:12

ତୁମ୍ଭମାନେେ ଓ ତୁମ୍ଭମାନଙ୍କର ସନ୍ତାନ ସନ୍ତତିଗଣ ତୁମ୍ଭମାନଙ୍କର ଦାସଗଣ, ତୁମ୍ଭମାନଙ୍କର ଦାସୀଗଣ ତୁମ୍ଭମାନଙ୍କର ନଗରଦ୍ବାରବର୍ତ୍ତୀ ଲବେୀୟ ଲୋକର କୌଣସି ଅଂଶ କି ଅଧିକାର ତୁମ୍ଭମାନଙ୍କ ମଧିଅରେ ନ ଥିବା ହତେକ୍ସ୍ଟ ସେ ଏପରି ତୁମ୍ଭେ ସମସ୍ତେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବରଙ୍କ ସମ୍ମକ୍ସ୍ଟଖ ରେ ଆନନ୍ଦ କରିବ।

ଦିତୀୟ ବିବରଣ 14:29

ଏହି ଖାଦ୍ୟ ସକଳ ସହେି ଲବେୀୟ ଲୋକମାନଙ୍କର, କାରଣ ସମାନଙ୍କେର କୌଣସି ନିଜସ୍ବ ସଐତ୍ତି ନାହିଁ। ଏହି ଖାଦ୍ୟ ମଧ୍ଯ ଅନ୍ୟ ଲୋକମାନଙ୍କ ପାଇଁ ବିଦେଶୀମାନଙ୍କ ପାଇଁ ପିତୃହୀନ ଓ ବିଧବାମାନେ ଆସି ଭୋଜନ କରି ତୃଲ୍ଗ ହବେେ। ତହିଁରେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତକ୍ସ୍ଟମ୍ଭ ହସ୍ତକୃତ ସମସ୍ତ କର୍ମ ରେ ତୁମ୍ଭକୁ ଆଶୀର୍ବାଦ କରିବେ।

ଦିତୀୟ ବିବରଣ 16:11

ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ଆପଣା ନାମ ପାଇଁ ଯେଉଁ ସ୍ଥାନ ନିର୍ଣଯ କରିବେ, ସହେି ସ୍ଥାନ ରେ ତାଙ୍କ ସମ୍ମକ୍ସ୍ଟଖ ରେ ତୁମ୍ଭେ ଓ ତକ୍ସ୍ଟମ୍ଭ ପକ୍ସ୍ଟତ୍ର ତୁମ୍ଭର କନ୍ଯା ଓ ତୁମ୍ଭର ଦାସ ଦାସୀ, ତକ୍ସ୍ଟମ୍ଭ ନଗର ଦ୍ବାରର ଲବେୀୟ ଲୋକ ଓ ତକ୍ସ୍ଟମ୍ଭ ମଧିଅରେ ଥିବା ବିଦେଶୀଯ ଲୋକ, ପିତୃହୀନ, ବିଧବା ସମସ୍ତେ ଆନନ୍ଦ କରିବ।

ଦିତୀୟ ବିବରଣ 26:11

ଏହାପରେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତକ୍ସ୍ଟମ୍ଭ ପ୍ରତି ଓ ତକ୍ସ୍ଟମ୍ଭ ପରିବାର ପ୍ରତି ଯେଉଁ ସବୁ ମଙ୍ଗଳ କରିଛନ୍ତି, ସେ ସବୁ ରେ ତୁମ୍ଭେ ଓ ଲବେୀୟ ଓ ତକ୍ସ୍ଟମ୍ଭ ମଧ୍ଯବର୍ତ୍ତୀ ବିଦେଶୀଯ ଲୋକ ତୁମ୍ଭମାନେେ ସମସ୍ତେ ଆନନ୍ଦ କରିବ।

ନିହିମିୟା 8:9

ଦଶାେଧ୍ଯକ୍ଷ ନିହିମିଯା, ଲିପିକାର ଓ ଯାଜକ ଏଜ୍ରା ଓ ଲବେୀୟମାନେ, ଯେଉଁମାନେ ବୁଝିବା ରେ ଲୋକମାନଙ୍କୁ ସାହାୟ୍ଯ କଲେ, ଆଜି ଦିନ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ପବିତ୍ର ଅଟେ। ଶୋକ କରନାହିଁ କି ରୋଦନ କରନାହିଁ। ସମାନେେ ଏହା କହିଲେ, କାରଣ ବ୍ଯବସ୍ଥା ବାକ୍ଯ ଶ୍ରବଣ କରନ୍ତେ ସମସ୍ତ ଲୋକ ରୋଦନ କଲେ।

ଏଷ୍ଟର ବିବରଣ 9:22

ସେ ଆଦେଶ ଦେଲେ ଯେ, ସମାନେେ ସହେି ଦିନଗୁଡିକ ପାଳନ କରିବେ, ଯେତବେେଳେ ସମାନେେ ଶତୃମାନଙ୍କଠାରୁ ଆଶ୍ବସ୍ତ ପାଇଲେ ଏବଂ ସମାନଙ୍କେର ଦୁଃଖ ଏବଂ ଶୋକ, ଆନନ୍ଦ ଓ ଉତ୍ସବ ରେ ବଦଳି ଗଲା, ଯେ ହତେୁ ଭୋଜିର ଦିନ, ଆନନ୍ଦର ଦିନ ରେ ଜଣେ ଅନ୍ୟ ଜଣ ପାଖକୁ ଉପହାର ପଠାଇବେ ଏବଂ ପ୍ରେତ୍ୟକକ ବର୍ଷ ଗରିବ ଲୋକମାନଙ୍କ ପାଖକୁ ଉପହାର ପଠାଇବେ।

ଉପଦେଶକ 9:7

ତୁମ୍ଭେ ଆପଣା ମାର୍ଗ ରେ ୟାଅ। ଆନନ୍ଦ ରେ ଆପଣା ଆହାର ଭୋଜନ କର ଓ ହୃଷ୍ଟ ଚିତ୍ତ ରେ ଆପଣା ଦ୍ରାକ୍ଷାରସ ପାନ କର। କାରଣ ପରମେଶ୍ବର ତୁମ୍ଭର କାର୍ୟ୍ଯ ଗ୍ରହଣ କରି ସାରିଲଣେି।

ଯିଶାଇୟ 12:1

ସହେି ସମୟରେ ତୁମ୍ଭେ କହିବ, ହେ ସଦାପ୍ରଭୋ, ମୁଁ ତୁମ୍ଭର ପ୍ରଶଂସା କରୁଛି। ତୁମ୍ଭେ ଆମ୍ଭ ଉପ ରେ କ୍ରୋଧାନ୍ବିତ ଥିଲ, ମାତ୍ର ବର୍ତ୍ତମାନ ତୁମ୍ଭର କୋରଧ ନିବୃତ୍ତ ହାଇେଅଛି, ତୁମ୍ଭେ ତୁମ୍ଭର ପ୍ ରମେ ଆମ୍ଭକୁ ଦଖାଇେଅଛ।'

ଯିଶାଇୟ 25:6

ସେତବେେଳେ ସର୍ବଶକ୍ତିମାନ ସଦାପ୍ରଭୁ ପର୍ବତ ଉପ ରେ ତାଙ୍କ ଲୋକମାନଙ୍କ ପାଇଁ ଉତ୍ତମ ଖାଦ୍ୟର ଏକ ଭୋଜି ଦବେେ। ସହେି ଭୋଜି ରେ ଉତ୍ତମ ଖାଦ୍ୟର ବିଭିନ୍ନ ପ୍ରକାର, ପାନୀଯ ଦ୍ରାକ୍ଷାରସ କୋମଳ ସ୍ବାଦୟୁକ୍ତ ମାସଂ ଏବଂ ଅନ୍ଯାନ୍ଯ ସ୍ବତନ୍ତ୍ର ଦ୍ରବ୍ଯ।

ଯିଶାଇୟ 30:29

ସହେି ସମୟରେ ପବିତ୍ର ଉତ୍ସବ ପାଳନ ରାତ୍ରିପରି ତୁମ୍ଭମାନେେ ଆନନ୍ଦ ରେ ଗାନ କରିବ। ପୁଣି ସଦାପ୍ରଭୁଙ୍କ ପର୍ବତକୁ ଇଶ୍ରାୟେଲର ଶୈଳ ନିକଟକୁ ୟିବା ପାଇଁ ବଂଶୀ ବଜାଇ ଗମନ କରନ୍ତି, ସହେିପରି ତୁମ୍ଭମାନଙ୍କର ଚିତ୍ତ ଆନନ୍ଦିତ ହବେ।

ଯିଶାଇୟ 35:10

ପୁଣି ପରମେଶ୍ବରଙ୍କ ନିସ୍ତାରିତ ଲୋକମାନେ ଫରେି ଆସିବେ। ସମାନେେ ଆନନ୍ଦ ରେ ଗାନ କରି କରି ସିୟୋନ ରେ ଉପସ୍ଥିତ ହବେେ। ଚିରନ୍ତନ ଆନନ୍ଦ ସମାନଙ୍କେର ମସ୍ତକର ଭୂଷଣ ହବେ। ସମାନେେ ସମ୍ପୂର୍ଣ୍ଣ ଆନନ୍ଦ ଓ ଆହ୍ଲାଦ ଲାଭ କରିବେ। ପୁଣି ଶୋକ ଓ ଆର୍ତ୍ତସ୍ବର ଦୂରକୁ ପଳାଇୟିବ।

ଯୋୟେଲ 1:16

ଆମ୍ଭମାନଙ୍କର ଖାଦ୍ୟ ଓ ଆନନ୍ଦ ଉଲ୍ଲାସ ପରମେଶ୍ବରଙ୍କ ମନ୍ଦିରରୁ ଗ୍ଭଲି ୟାଇଛି।

Interlinear

Choose Theme