ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କର ତକ୍ସ୍ଟମ୍ଭ ପ୍ରତି ଦତ୍ତ ଆଶୀର୍ବାଦ ଅନକ୍ସ୍ଟସା ରେ ତୁମ୍ଭର ପ୍ରେତ୍ୟକକ ଜଣ ଆପଣା ସାଧ୍ଯ ପ୍ରମାଣେ ଦବେ।
Cross references
ଯଦି ଲୋକଟି ଅତି ଦରିଦ୍ର ଓ ନିରୂପିତ ମୂଲ୍ଯ ଦଇେ ପାରିବ ନାହିଁ, ତବେେ ତାକୁ ଯାଜକ ନିକଟକୁ ଅଣାୟିବ, ଯାଜକ ତାହାର ମୂଲ୍ଯ ନିରୂପିତ କରିବ। ମାନତକାରୀର ଶକ୍ତି ଅନୁସାରେ ଯାଜକ ତାହାର ମୂଲ୍ଯ ନିରୂପଣ କରିବ।
ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ଆଶୀର୍ବାଦ ଅନକ୍ସ୍ଟସା ରେ ତୁମ୍ଭେ ପ୍ରଚକ୍ସ୍ଟର ପରିମାଣ ରେ ଆପଣା ହସ୍ତର ସ୍ବେଛାଦତ ଉପହାର ଦଇେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ସଲ୍ଗାହ ସମକ୍ସ୍ଟହର ଉତ୍ସବ ପାଳନ କରିବ।
ଆମ୍ଭମାନେେ କିଏ ଯେ ଏପରି ସ୍ବେଚ୍ଛାପୂର୍ବକ ଦାନ କରିବାକୁ ସମର୍ଥ ହବେୁ ? ଏହି ସମସ୍ତ ବସ୍ତୁ ମାେ'ଠାରୁ କିଅବା ମାରେଲୋକମାନଙ୍କଠାରୁ ଆସି ନାହିଁ। ଏହି ସମସ୍ତ ବସ୍ତୁ ତୁମ୍ଭଠାରୁ ଆ ସେ, ତୁମ୍ଭଠାରୁ ଯାହା ଆସିଅଛି, ଆମ୍ଭେ କବଳେ ତାହା ତୁମ୍ଭକୁ ଦଇେଅଛୁ।
ଶାସନକର୍ତ୍ତା ସମାନଙ୍କେୁ କହିଲେ ଯେ, ସମାନେେ ସବୁଠୁ ପବିତ୍ର ଖାଦ୍ୟ ଖାଇ ପାରିବେ ନାହିଁ, ଯେପର୍ୟ୍ଯନ୍ତ ଜଣେ ଯାଜକ ଊରୀମ ଓ ତୁମ୍ମୀମ ସହିତ ପରାମର୍ଶ କରି ଉପସ୍ଥିତ ହାଇେ ନାହିଁ।
ଯୀଶୁ ମନ୍ଦିରର ଦାନ ବାକ୍ସ ପାଖ ରେ ବସିଥିଲେ। ଲୋକମାନେ କିଭଳି ଭାବରେ ଦାନ ବାକ୍ସ ରେ ଟଙ୍କା ଭର୍ତ୍ତି କରୁଛନ୍ତି, ତାହା ସେ ଲକ୍ଷ୍ଯ କରୁଥିଲେ। ବହୁତ ଧନୀ ଲୋକ ଦାନ ବାକ୍ସ ରେ ପ୍ରଚୁର ଟଙ୍କା ପକାଉଥିଲେ।
ଯଦି ତୁମ୍ଭମାନଙ୍କର ଦାନ ଦବୋର ଇଚ୍ଛା ଅଛି, ତା' ହେଲେ ତୁମ୍ଭମାନଙ୍କର ଦାନ ଗ୍ରହଣୀୟ ହବେ। ତୁମ୍ଭମାନଙ୍କ ପାଖ ରେ ଯାହା ଅଛି, ସହେି ଅନୁସାରେ ତୁମ୍ଭମାନଙ୍କ ଦାନ ଗ୍ରାହ୍ଯ କରାୟିବ ; ତୁମ୍ଭମାନଙ୍କ ପାଖ ରେ ଯାହା ନାହିଁ, ସେ ଅନୁସାରେ ନୁହେଁ।
ଏହି କଥାଟି ମନେ ରଖ ; ଯେଉଁ ଲୋକ ଅଳ୍ପ ବୁଣିବ, ସେ ଅଳ୍ପ କାଟିବ। ଯେଉଁ ଲୋକ ଅଧିକ ବୁଣିବ, ସେ ଅଧିକ କାଟିବ।