Home Bibles ଦିତୀୟ ବିବରଣ 17:1 · ଓଡ଼ିଆ ବାଇବେଲ
ଦିତୀୟ ବିବରଣ 17:1 · ଓଡ଼ିଆ ବାଇବେଲ

ତୁମ୍ଭମାନେେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ଯେଉଁ ବଳି ଉତ୍ସର୍ଗ କରିବ ବାଛକ୍ସ୍ଟରୀ ହେଉ କିଅବା ମଷେ ହେଉ, ସମାନଙ୍କେର କୌଣସି ଖକ୍ସ୍ଟଣ ନ ଥିବ। କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତାହାକକ୍ସ୍ଟ ଘୃଣା କରନ୍ତି।

Cross references

ଆଦି ପୁସ୍ତକ 41:3

ପୁଣି ସାତଟି ଦୁର୍ବଳ, ରୁଗ୍ଣ ଦଖାଯାେଉଥିବା ଗାଈ ନଦୀ ମଧ୍ଯରୁ ବାହରିଲେ। ଏବଂ ନଦୀ କୂଳ ରେ ସହେି ସ୍ବାସ୍ଥ୍ଯବାନ ଗାଈମାନଙ୍କ ପାଖ ରେ ଛିଡ଼ା ହେଲେ। କିନ୍ତୁ ସହେି ଗାଈଗୁଡ଼ିକ ଦୁର୍ବଳ ଓ ରୋଗୀଣା ଥିଲେ।

ଆଦି ପୁସ୍ତକ 41:19

ଏହାପରେ ମୁଁ ଦେଖିଲି ଆଉ ସାତଟି ଦୁର୍ବଳ, ରୁଗ୍ଣ ଓ କୁତ୍ସିତ ଦଖାଯାେଉଥିବା ଗାଈଗୁଡ଼ିକ ନଦୀ ମଧ୍ଯରୁ ଉଠିଲେ, ଯେଉଁମାନେ କି ଦୁର୍ବଳ ଓ ରୁଗ୍ଣ ଦଖାଯାେଉଥିଲେ। ସମାନଙ୍କେ ପରି କୁତ୍ସିତ ଗାଈ ମୁଁ ସମୁଦାଯ ମିଶର ରେ ଆଦୌ ଦେଖି ନଥିଲି!

ଯାତ୍ରା ପୁସ୍ତକ 12:5

ଯେଉଁ ମଷେ ଶାବକଟିକୁ ନବେ ତାହା ସଂପୂର୍ଣ୍ଣ ସ୍ବାସ୍ଥ୍ଯବାନ ଓ ଏହା ଏକ ବର୍ଷର ପୁରୁଷ ମଷେ ହବୋ ଆବଶ୍ଯକ। ଏହି ପଶୁଟି ଏକ ୟିବା ମଷେ କିମ୍ବା ଏକ ଛଳେି ଶାବକ ହବୋ ଦରକାର।

ଲେବୀୟ ପୁସ୍ତକ 22:20

ମାତ୍ର ଖୁଣଥିବା ପ୍ରଣୀକୁ ତୁମ୍ଭମାନେେ ଉତ୍ସର୍ଗ କରିବା ଉଚିତ୍ ନୁହଁ। କାରଣ ତାହା ନବୈେଦ୍ଯ ରୂପେ ଗ୍ରହଣୀଯ ନୁହେଁ।

ଲେବୀୟ ପୁସ୍ତକ 22:23

ତୁମ୍ଭେ ଗୋଟିଏ ପଶୁର, ଯାହାର ଗୋଟିଏ ଗୋଡ ଅତି ଲମ୍ବା କିମ୍ବା ଗୋଟିଏ ଅସମାନ ପାଦ ଉତ୍ସର୍ଗ କରିପାର, ମାତ୍ର ମାନସିକ ଶାନ୍ତି ନିମନ୍ତେ ସପରେି ଗାଈ କିମ୍ବା ମେଣ୍ଢା ଗ୍ରାହ୍ଯ ହବେନାହିଁ।

ଦିତୀୟ ବିବରଣ 15:21

ଯଦି ସହେି ପଶକ୍ସ୍ଟଠା ରେ କୌଣସି ଖକ୍ସ୍ଟଣ ଥାଏ, ଯଥା ସେ ଯଦି େଛାଟା, କଣା କିମ୍ବା ସେ କୌଣସି ମନ୍ଦ ଖକ୍ସ୍ଟଣ ୟକ୍ସ୍ଟକ୍ତ ଥାଏ ତବେେ ତୁମ୍ଭେ ତାକକ୍ସ୍ଟ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ବଳିଦାନ କରିପାରିବ ନାହିଁ।

ଦିତୀୟ ବିବରଣ 23:18

ତୁମ୍ଭେ କୌଣସି ମାନତ ନିମନ୍ତେ କୌଣସି ବେଶ୍ଯାର ବତନେ କିଅବା କକ୍ସ୍ଟକକ୍ସ୍ଟରର ମୂଲ୍ଯ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ଗୃହକକ୍ସ୍ଟ ଆଣିବ ନାହିଁ। କାରଣ ସେ ଉଭୟ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ଘୃଣ୍ଯ ଅଟନ୍ତି।

ଦିତୀୟ ବିବରଣ 24:4

ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଯେଉଁ ଦେଶ ତକ୍ସ୍ଟମ୍ଭମାନକକ୍ସ୍ଟ ଅଧିକାର କରିବା ପାଇଁ ଦେଉଛନ୍ତି ତାକକ୍ସ୍ଟ ପାପରେ ଦୋଷୀ କରାଅ ନାହିଁ।

ଦିତୀୟ ବିବରଣ 25:16

ସଦାପ୍ରଭୁ ତୁମ୍ଭର ପରମେଶ୍ବର ସମାନଙ୍କେୁ ଘୃଣା କରନ୍ତି। ଯେଉଁମାନେ ଠକନ୍ତି, ଓଜନ ରେ କମ୍ ଦିଅନ୍ତି। ହଁ ସେ ଏହିପରି ଲୋକମାନଙ୍କୁ ଅତି ଘୃଣା କରନ୍ତି।

ହିତୋପଦେଶ 6:16

ସଦାପ୍ରଭୁ ଏହି ଛଅ ଗୋଟି ବିଷଯକୁ ଘୃଣା କରନ୍ତି। ସପ୍ତବସ୍ତୁ ମଧ୍ଯ ତାଙ୍କର ଘୃଣା ଯୋଗ୍ଯ।

ହିତୋପଦେଶ 11:1

ସଦାପ୍ରଭୁ ମିଥ୍ଯାର ନିକିତିକୁ ଘୃଣା କରନ୍ତି। କିନ୍ତୁ ସେ ସଠିକ ଓଜନକୁ ଭଲ ପାଆନ୍ତି।

ହିତୋପଦେଶ 15:8

ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠା ରେ ଘୃଣାର ବିଷଯ ଅଟେ। ମାତ୍ର ସରଳ ଲୋକଙ୍କର ପ୍ରାର୍ଥନାକୁ ସେ ଗ୍ରହଣ କରନ୍ତି।

ହିତୋପଦେଶ 20:10

ନାନା ପ୍ରକାର ମାପ ଓଜନ ରେ ଯେଉଁମାନେ ଠକନ୍ତି, ସମାନେେ ସଦାପ୍ରଭୁଙ୍କଠା ରେ ଘୃଣିତ।

ମଲାଖୀ 1:8

ତୁମ୍ଭମାନେେ ୟଜ୍ଞବଦେୀ ନିମନ୍ତେ ଅନ୍ଧ ପଶୁ ବଳିଦାନ କରୁଛ, ଏହା କ'ଣ ଭୂଲ୍ ନୁହେଁ? ତୁମ୍ଭମାନେେ ଯେଉଁ େଛାଟ ଓ ରୋଗୀ ପଶୁଗୁଡିକୁ ଉତ୍ସର୍ଗ କରୁଛ ତାହା ମଧ୍ଯ ଭୁଲ୍ ନୁହେଁ କି? ତୁମ୍ଭମାନେେ ଯଦି ସହେି ଭଟେି ତୁମ୍ଭମାନଙ୍କର ଶାସକକୁ ଦିଅ, ସେ କ'ଣ ସନ୍ତୁଷ୍ଟ ହବେେ? ନା, ସେ କବେେ ହେଲେ ସେ ଭଟେି ଗ୍ରହଣ କରିବେ ନାହିଁ। ସର୍ବଶକ୍ତିମାନ ସଦାପ୍ରଭୁ ଏହି ସବୁ କହିଥିଲେ।

ମଲାଖୀ 1:13

ତୁମ୍ଭେ କହିଛ ଯେ, ତୁମ୍ଭେ ବିବ୍ରତ ହବେ ନାହିଁ ଏବଂ ତୁମ୍ଭେ ୟଜ୍ଞବଦେୀ ରେ ଥିବା ଖାଦ୍ୟ ପ୍ରତି ତାଚ୍ଛଲ୍ଯ ପ୍ରକାଶ କରିଛ ଏବଂ ତୁମ୍ଭେ ନ ଖାଇ ପରିତ୍ଯାଗ କରୁଛ, ଆଉ ମଧ୍ଯ ମନ୍ଦ ବୋଲି କହୁଛ। ମାତ୍ର ଏହା ସତ୍ଯ ନୁହେଁ। ତା'ପ ରେ ତୁମ୍ଭମାନେେ ଆହତ, େଛାଟା ଓ ରୁଗ୍ଣ ପଶୁମାନଙ୍କୁ ଆମ୍ଭ ନିକଟରେ ବଳିଦାନ ପାଇଁ ଆଣୁଛ। ମାତ୍ର ସହେି ରୁଗ୍ଣ ପଶୁଗୁଡିକୁ ଆମ୍ଭେ ଗ୍ରହଣ କରିବା ନାହିଁ। ସର୍ବଶକ୍ତିମାନ ସଦାପ୍ରଭୁ ଏହା କହିଲେ।

ଏବ୍ରୀ 9:14

ନିଶ୍ଚିତ ରୂପେ ଖ୍ରୀଷ୍ଟଙ୍କର ରକ୍ତ ବହୁତ କିଛି ଅଧିକ କରିପା ରେ। ଖ୍ରୀଷ୍ଟ ଅନନ୍ତ ଆତ୍ମାଙ୍କ ଦ୍ବାରା ଆପଣାକୁ ନିଖୁଣ ବଳିସ୍ବରୂପେ ପରମେଶ୍ବରଙ୍କୁ ଉତ୍ସର୍ଗ କଲେ। ତାହାଙ୍କର ରକ୍ତ, ଆମ୍ଭର ମନ୍ଦକାର୍ୟ୍ଯରୁ ଆମ୍ଭକୁ ଧୋଇ ପୂର୍ଣ୍ଣ ଭାବରେ ଶୁଚି କରିଦବେ। ତାହାଙ୍କର ରକ୍ତ ଆମ୍ଭ ହୃଦୟକୁ ମଧ୍ଯ ପବିତ୍ର କରିବ। ଆମ୍ଭେ ପବିତ୍ର ହାଇେ ଜୀବନ୍ତ ପରମେଶ୍ବରଙ୍କର ସବୋ କରିପାରିବା।

ପିତରଙ୍କ ପ୍ରଥମ ପତ୍ 1:19

ବରଂ ନିର୍ଦ୍ ଦୋଷ ପବିତ୍ର ମଷେଶାବକ ଖ୍ରୀଷ୍ଟଙ୍କର ବହୁମୂଲ୍ଯ ରକ୍ତ ଦ୍ବାରା ତୁମ୍ଭେ କିଣା ହାଇେଅଛ।

Interlinear

Choose Theme