ଏହି ଭବିଷ୍ଯଦ୍ ବକ୍ତାଗଣ ମାରେ ବାକ୍ଯମାନ ପ୍ରଗ୍ଭର କରିବେ। ଏବଂ ସେ ଯେତବେେଳେ କହିବେ, ଯଦି କୌଣସି ଲୋକ ଏହାକକ୍ସ୍ଟ ଅମାନ୍ଯ କରେ ତବେେ ଆମ୍ଭେ ସହେି ବ୍ଯକ୍ତିକକ୍ସ୍ଟ ଦଣ୍ତ ଦବୋ।'
Cross references
ଯଦି ଆମ୍ଭେ ସଦାପ୍ରଭୁଙ୍କର ନିଯମ ଭଙ୍ଗ କରିଥାଉ, ତବେେ ସଦାପ୍ରଭୁ ଆମ୍ଭକକ୍ସ୍ଟ ସ୍ବହସ୍ତ ରେ ଦଣ୍ତ ଦିଅନ୍ତକ୍ସ୍ଟ।
ଯେଉଁ ଲୋକ ବିଶ୍ବାସ କରିବ ଓ ବାପ୍ତିଜିତ ହବେ, ସେ ଉଦ୍ଧାର ପାଇବ। କିନ୍ତୁ ଯେଉଁ ଲୋକ ଅବିଶ୍ବାସ କରିବ, ସେ ଦୋଷୀ ସାବ୍ଯସ୍ତ ହବେ।
ମାଶାେ କହିଛନ୍ତି, 'ପରମେଶ୍ବର ତୁମ୍ଭମାନଙ୍କ ପାଇଁ ଜଣେ ଭାବବାଦୀ ଦବେେ। ସହେି ଭାବବାଦୀ ତୁମ୍ଭମାନଙ୍କ ମଧ୍ଯରୁ ଆସିବେ। ସେ ମାେ'ପରି ହବେେ। ସେ ଯାହା କହିବେ, ତାହା ତୁମ୍ଭମାନଙ୍କୁ ମାନିବାକୁ ପଡ଼ିବ।
ଆମ୍ଭକୁ ଦତ୍ତ ମହା ପରିତ୍ରାଣ ଅବ ହଳୋ କଲେ, ଆମ୍ଭେ ମଧ୍ଯ ନିଶ୍ଚିତ ଭାବରେ ଦଣ୍ଡ ପାଇବା। ପ୍ରଭୁ ଯୀଶୁଖ୍ରୀଷ୍ଟ ହେଉଛନ୍ତି ପ୍ରଥମ ବ୍ଯକ୍ତି, ୟିଏ ଲୋକମାନଙ୍କୁ ଏହି ପରିତ୍ରାଣ ବିଷୟ ରେ କହିଲେ। ଯେଉଁମାନେ ଶୁଣିଲେ, ସମାନେେ ଆମ୍ଭକୁ ଏହାର ସତ୍ଯତା ପ୍ରମାଣ କରି ଦଖାଇେ ଦେଲେ। ଆଶ୍ଚର୍ୟ୍ଯ କର୍ମ, ନାନାଦି ଚିହ୍ନ ଓ ଅନକେ ପ୍ରକାରର ଅଦ୍ଭୁତ
ଅତଏବ ପବିତ୍ର ଆତ୍ମା କୁହନ୍ତି :
ସତ୍ଯକୁ ଜାଣିଲା ପରେ ମଧ୍ଯ ଯଦି ଆମ୍ଭେ ପାପକାମ କରି ଚାଲିବା ପାଇଁ ଇଚ୍ଛା କରିବା, ତା' ହେଲେ ସିଦ୍ଧାନ୍ତ ନେଉ, ପାପ ହରଣ କରିବା ପାଇଁ ଆଉ କୌଣସି ବଳିଦାନ ନାହିଁ।
ସାବଧାନ ରୁହ, ଓ ପରମେଶ୍ବର କଥା କହିଲା ବେଳେ ଶୁଣିବାକୁ ମନା କର ନାହିଁ। ଯେତବେେଳେ ସେ ପୃଥିବୀର ସହେି ଲୋକମାନଙ୍କୁ ସତର୍କ କଲେ, ସେତବେେଳେ ସମାନେେ ତାହାଙ୍କ କଥା ଅଗ୍ରାହ୍ଯ କଲେ। କିନ୍ତୁ ସମାନେେ ରକ୍ଷା ପାଇଲେ ନାହିଁ। ଏବେ ପରମେଶ୍ବର ସ୍ବର୍ଗରୁ କହୁଛନ୍ତି। ଅତଏବ, ଏବେ ଯେଉଁମାନେ ତାହାଙ୍କ ବାକ୍ଯ ଶୁଣିବା ପାଇଁ ମନା କରୁଛନ୍ତି, ତାହା ସମାନଙ୍କେ ଲାଗି ଅତି ଖରାପ ହବେ।