Home Bibles ☰ Books ଦିତୀୟ ବିବରଣ 18:5 · ଓଡ଼ିଆ ବାଇବେଲ
ଦିତୀୟ ବିବରଣ 18:5 · ଓଡ଼ିଆ ବାଇବେଲ

କାରଣ ସଦାପ୍ରଭୁଙ୍କ ନାମ ରେ ସବୋ କରିବାକୁ ନିତ୍ଯ ଠିଆ ହବୋ ନିମନ୍ତେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତୁମ୍ଭର ସମସ୍ତ ବଂଶଧର ମଧରକ୍ସ୍ଟ ତାହାକକ୍ସ୍ଟ ଓ ତାହାର ସନ୍ତାନଗଣକକ୍ସ୍ଟ ମନୋନୀତ କରିଅଛନ୍ତି।

Cross references

ଯାତ୍ରା ପୁସ୍ତକ 28:1

ତହିଁରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ତୁମ୍ଭର ଭାଇ ହାରୋଣ ଏବଂ ତାଙ୍କର ପୁତ୍ର ନାଦବ୍, ଅବୀଦ, ଇଲିଯାଜର ଓ ଇଥାମରକୁ ଇଶ୍ରାୟେଲର ଲୋକମାନଙ୍କ ମଧ୍ଯରୁ ଆଣ। ସମାନେେ ମାରେ ଯାଜକଗଣ ହବେେ।

ଗଣନା ପୁସ୍ତକ 3:10

ପୁଣି ତୁମ୍ଭେ ହାରୋଣ, ତା'ର ପୁତ୍ରଗଣଙ୍କୁ ଯାଜକରୂପେ ନିୟୁକ୍ତି କରିବ। ସମାନେେ ଯାଜକରୂପେ ସବୋ କାର୍ୟ୍ଯ କରିବେ। ଯଦି କୌଣସି ବିଦେଶୀ ପାଖକୁ ଆ ସେ, ତାକୁ ଆଇନ ସଙ୍ଗତ କାର୍ୟ୍ଯ କରିବ।

ଗଣନା ପୁସ୍ତକ 16:5

ତା'ପରେ ମାଶାେ କୋରହକୁ ଓ ତାଙ୍କର ସମସ୍ତ ଅନୁଗାମୀମାନଙ୍କୁ କହିଲେ, ସଦାପ୍ରଭୁ କାଲି ଦଖାଇବେେ, ୟିଏ ପ୍ରକୃତ ରେ ତାଙ୍କ ଲୋକ ଓ ୟିଏ ପ୍ରକୃତ ରେ ପବିତ୍ର। ଆଉ ସେ ତାକୁ ନିଜ ପାଖକୁ ଆଣିବେ, ଯାହାକୁ ସେ ପସନ୍ଦ କରନ୍ତି।

ଗଣନା ପୁସ୍ତକ 16:9

ଇଶ୍ରାୟେଲର ପରମେଶ୍ବର ତୁମ୍ଭମାନଙ୍କୁ ଇଶ୍ରାୟେଲ ମଣ୍ତଳୀରୁ ପୃଥକ କରି ସଦାପ୍ରଭୁଙ୍କ ପବିତ୍ର ତମ୍ବୁ ନିମନ୍ତେ ନିଯୋଜିତ କରିଛନ୍ତି ଓ ତୁମ୍ଭମାନଙ୍କ ମଣ୍ତଳୀ ସମ୍ମୁଖ ରେ ଠିଆ ହାଇେ ସବୋ କରିବାପାଇଁ ଆପଣା ନିକଟବର୍ତ୍ତୀ କରିଛନ୍ତି। ଏହା ତୁମ୍ଭମାନଙ୍କ ପାଇଁ ୟଥେଷ୍ଟ ନୁହଁ କି?

ଗଣନା ପୁସ୍ତକ 17:5

ଏହା କଲା ପରେ ଆମ୍ଭେ ଯେଉଁ ଲୋକଙ୍କୁ ଯାଜକରୂପେ ମନୋନୀତ କରିବା ତାହାର ଆଶାବାଡି ପଲ୍ଲବିତ ହବେ। ଆଉ ଇଶ୍ରାୟେଲ ଲୋକମାନେ ତୁମ୍ଭମାନଙ୍କ ବିରୁଦ୍ଧ ରେ ଯେଉଁ ଅଭିଯୋଗ କରୁଛନ୍ତି, ସେଥିରୁ ସମାନେେ ନିବୃତ୍ତ ରହିବେ।

ଗଣନା ପୁସ୍ତକ 25:13

ତହୁଁ ତାପ୍ରତି ଓ ତା ଅନ୍ତେ ତାହାର ସନ୍ତାନଗଣ ପ୍ରତି ଅନନ୍ତକାଳୀନ ଯାଜକତ୍ବର ନିଯମ ରହିବ। କାରଣ ସେ ଆପଣା ପରମେଶ୍ବରଙ୍କ ପକ୍ଷ ରେ କୋର୍ଧଭାବ ପ୍ରକାଶ କଲା ଓ ଇଶ୍ରାୟେଲ ସନ୍ତାନଗଣ ନିମନ୍ତେ ପ୍ରାଯଶ୍ଚିତ କଲା।

ଦିତୀୟ ବିବରଣ 10:8

ସେ ସମୟରେ ସଦାପ୍ରଭୁଙ୍କ ନିଯମ ସିନ୍ଦକ୍ସ୍ଟକ ବହିବା ପାଇଁ ଓ ସଦାପ୍ରଭୁଙ୍କ ସବୋକର୍ମ ପାଇଁ ତାହାଙ୍କ ଛାମକ୍ସ୍ଟ ରେ ଠିଆ ହବୋକକ୍ସ୍ଟ ଓ ତାହାଙ୍କ ନାମ ରେ ଆଶୀର୍ବାଦ କରିବାକୁ ସଦାପ୍ରଭୁ ଆଜି ପର୍ୟ୍ଯନ୍ତ ଲବେୀ ପରିବାରବର୍ଗଙ୍କକ୍ସ୍ଟ ପୃଥକ କରିଛନ୍ତି।

ଦିତୀୟ ବିବରଣ 17:12

ଯେଉଁ ବ୍ଯକ୍ତି ଯାଜକର ବିଗ୍ଭର ଅବମାନନା କରିବାକୁ ସାହସ କରେ ୟିଏ କି ଛିଡା ହକ୍ସ୍ଟଏ ଓ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କର ସବୋ କରେ, ତାକକ୍ସ୍ଟ ମୃତକ୍ସ୍ଟ୍ଯ ଦଣ୍ତ ଦିଆୟିବା ଉଚିତ୍ା ତେଣୁ ତୁମ୍ଭେ ଇଶ୍ରାୟେଲରକ୍ସ୍ଟ କକ୍ସ୍ଟକର୍ମ ବାହାର କରିଦବୋ ଉଚିତ୍।

Interlinear

Choose Theme