Home Bibles ☰ Books ଦିତୀୟ ବିବରଣ 18:6 · ଓଡ଼ିଆ ବାଇବେଲ
ଦିତୀୟ ବିବରଣ 18:6 · ଓଡ଼ିଆ ବାଇବେଲ

ସମସ୍ତ ଇଶ୍ରାୟେଲ ମଧିଅରେ ତୁମ୍ଭର କୌଣସି ନଗରଦ୍ବାର ରେ ଯେଉଁ ଲବେୀୟ ଲୋକ ପ୍ରବାସ କରେ, ସେ ଯବେେ ଆପଣା ପ୍ରାଣର ସଐୂର୍ଣ୍ଣ ଇଛା ସହିତ ସଦାପ୍ରଭୁଙ୍କ ମନୋନୀତ ସ୍ଥାନକକ୍ସ୍ଟ ଆସିବ।

Cross references

ଗଣନା ପୁସ୍ତକ 35:2

ଇଶ୍ରାୟେଲର ଲୋକମାନଙ୍କୁ ଏହି ଆଜ୍ଞା ଦିଅ, ସମାନେେ ଆପଣା ଆପଣା ଅଧିକୃତ ଭାଗରୁ କେତକେ ବସତି ନଗର ଲୋବୀଯମାନଙ୍କୁ ଦିଅନ୍ତୁ। ଆଉ ତୁମ୍ଭମାନେେ ଲବେୀୟମାନଙ୍କୁ ସହେି ନଗର ମାନ ଓ ସେ ସବୁର ଚତୁର୍ଦ୍ଦିଗସ୍ଥ ଚାରଣଭୂମି ଦବେ।

ଗଣନା ପୁସ୍ତକ 35:5

ଚତୁପାଶର୍‌ବର ଖୋଲା ମାପ 3,000 ଫୁଟ୍ ହବେ। ନଗରଟି ସହେି ଭୂମିର ମଝି ରେ ରହିବ। ତାହା ନଗର ପାଇଁ ଚାରଣ ଭୂମି ହବେ।

ଦିତୀୟ ବିବରଣ 12:5

ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବର ସମସ୍ତ ଗୋଷ୍ଠୀ ମଧ୍ଯରକ୍ସ୍ଟ ଏକ ସ୍ଥାନ ମନୋନୀତ କରିବେ, ଯେଉଁଠା ରେ ତାଙ୍କର ନାମ ଉପାସନା ହବୋ ଉଚିତ୍। ତୁମ୍ଭର ସଠାେକକ୍ସ୍ଟ ୟିବା ଉଚିତ୍ ଏବଂ ତାଙ୍କୁ ଖାଜେିବା ଉଚିତ୍।

ଦିତୀୟ ବିବରଣ 12:11

ସେତବେେଳେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବର ଆପଣା ନାମ ବାସ କରିବା ପାଇଁ ଯେଉଁ ସ୍ଥାନ ନିରୂପିତ କରିବେ ସହେ ସ୍ଥାନକକ୍ସ୍ଟ ତୁମ୍ଭମାନେେ ମାରେ ଆଜ୍ଞା ଅନକ୍ସ୍ଟସା ରେ ନିଜ ନିଜ ହୋମ ନବୈେଦ୍ଯ ଓ ନିଜ ନିଜ ବଳିଦାନ, ନିଜ ଆଯର ଦଶମାଂଶ ଓ ନିଜ ନିଜ ହସ୍ତର ଉତ୍ତଳନୀଯ ଉପହାର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ମନାସିଲାର ତୁମ୍ଭମାନଙ୍କର ସକଳ ମନୋନୀତ ମାନତ ଆଣିବ।

ଦିତୀୟ ବିବରଣ 12:14

ତୁମ୍ଭମାନଙ୍କର ଗୋଟିଏ ପରିବାର ପରମେଶ୍ବର ତୁମ୍ଭମାନଙ୍କ ପାଇଁ ଯେଉଁସ୍ଥାନ ମନୋନୀତ କରିଛନ୍ତି, କବଳେ ସହେି ସ୍ଥାନ ରେ ତୁମ୍ଭମାନେେ ତୁମ୍ଭମାନଙ୍କର ହାମବେଳି ଓ ସେ ତୁମ୍ଭକୁ ଯେଉଁସବୁ ଆଜ୍ଞା ଦଇେଛନ୍ତି, ତାହାସବୁ ସହେିଠା ରେ ଉତ୍ସର୍ଗ କରିବା ଉଚିତ୍।

ଦିତୀୟ ବିବରଣ 16:2

ତୁମ୍ଭେ ନିସ୍ତାର ପର୍ବୀଯ ନବୈେଦ୍ଯ ପାଇଁ ଗୋମଷୋଦି ପଲରକ୍ସ୍ଟ ସଦାପ୍ରଭୁ ତୁମ୍ଭର ପରମେଶଓରଙ୍କୁ ଦବେ, ଯେଉଁଠା ରେ ସେ ତାଙ୍କର ନାମ ସ୍ଥାପନ ପାଇଁ ପସନ୍ଦ କରିଛନ୍ତି।

ଗୀତସଂହିତା 26:8

ହେ ସଦାପ୍ରଭୁ, ମୁଁ ତୁମ୍ଭର ଉପାସନା ମନ୍ଦିରକୁ ଭଲପାଏ ଓ ତୁମ୍ଭର ଗୌରବର ତମ୍ବୁକୁ ଭଲପାଏ।

ଗୀତସଂହିତା 27:4

ମୁଁ ସଦାପ୍ରଭୁଙ୍କଠାରେ ଗୋଟିଏ ମାତ୍ର ବିଷଯ ପ୍ରାର୍ଥନା କରେ, ୟପରେି ମାରେ ଜୀବନସାରା ସଦାପ୍ରଭୁଙ୍କ ଉପାସନା ମନ୍ଦିରରେ ବସିବାକୁ ସୁଯୋଗ ପାଏ, ୟାହା ଫଳରେ କି ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ୟ୍ଯକୁ ଦେଖିପାରିବି ଓ ତାଙ୍କ ପ୍ରାସାଦକୁ ଦର୍ଶନ କରିପାରିବି।

ଗୀତସଂହିତା 63:1

ହେ ପରମେଶ୍ବର, ତୁମ୍ଭେ ମାରେ ପରମେଶ୍ବର। ମୁଁ ତୁମ୍ଭକୁ ବହୁତ ଚାହୁଁଛି। ମାରେ ସମସ୍ତ ପ୍ରାଣ ତୁମ୍ଭ ପାଇଁ ଶୁଷ୍କ ଭୂମି ତୁଲ୍ଯ ତୃଷାର୍ତ୍ତ।

ଗୀତସଂହିତା 84:5

ସହେି ଲୋକମାନେ କେତେ ଭାଗ୍ଯବାନ୍ ଯେଉଁମାନଙ୍କର ଶକ୍ତି ତୁମ୍ଭଠାରୁ ଆସେ। ଏବଂ ଯେଉଁମାନେ ତୁମ୍ଭ ମନ୍ଦିରରେ ଭ୍ରମଣ ଚିନ୍ତା କରନ୍ତି।

ଗୀତସଂହିତା 84:10

ଅନ୍ୟସ୍ଥାନରେ ଏକ ହଜାର ଦିନଠାରୁ ତୁମ୍ଭ ମନ୍ଦିରରେ ଏକଦିନ ବହୁତ ଭଲ। ଦୁଷ୍ଟ ଲୋକମାନଙ୍କ ଗୃହରେ ବାସ କରିବା ଅପେକ୍ଷା ପରମେଶ୍ବରଙ୍କ ମନ୍ଦିର ସମ୍ମୁଖରେ ଛିଡ଼ା ହବୋ ଭଲ।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 3:1

ମୁଁ ଯାହା କହୁଛି ତାହା ସତ୍ଯ : ଯଦି କହେି ଅଧ୍ଯକ୍ଷ293 ହବୋ ପାଇଁ ଚେଷ୍ଟା କରେ, ତବେେ ସେ ଭଲ କାର୍ୟ୍ଯ ଚାହୁଁଛନ୍ତି।

ପିତରଙ୍କ ପ୍ରଥମ ପତ୍ 5:2

ମୁଁ ତୁମ୍ଭକୁ ଅନୁ ରୋଧ କରେ ଯେ, ପରମେଶ୍ବରଙ୍କ ଯେଉଁ ମଷଗେଣର ଦାଯିତ୍ବ ରେ ତୁମ୍ଭେ ରହିଛ, ସହେି ମଷେ ସମୂହର ତୁମ୍ଭେ ଯତ୍ନ ନବୋ ଉଚିତ। ସମାନେେ ପରମେଶ୍ବରଙ୍କ ମଷେପଲ। ତୁମ୍ଭେ ବାଧ୍ଯବାଧକତା ରେ ନୁହେଁ, ମାତ୍ର ସ୍ବଇଚ୍ଛା ରେ ପ୍ରତିପାଳନ କର। ପରମେଶ୍ବର ତାହାହିଁ ଚାହାଁନ୍ତି। ତୁମ୍ଭେ ସବୋ କରିବା ରେ ଆନନ୍ଦ ପାଉଛ ବୋଲି ସପରେି କର, ଧନ ଲୋଭ ରେ ତାହା କର ନାହିଁ।

Interlinear

Choose Theme