Home Bibles ☰ Books ଦିତୀୟ ବିବରଣ 18:7 · ଓଡ଼ିଆ ବାଇବେଲ
ଦିତୀୟ ବିବରଣ 18:7 · ଓଡ଼ିଆ ବାଇବେଲ

ସହେି ସ୍ଥାନ ରେ ସେ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ଠିଆ ହବୋର ଆପଣା ସମସ୍ତ ଲବେୀୟ ଭାଇମାନଙ୍କ ପରି ସଦାପ୍ରଭୁ ଆପଣା ପରମେଶ୍ବରଙ୍କ ନାମ ରେ ସବୋ କରିବ।

Cross references

ପ୍ରଥମ ବଂଶାବଳୀ 23:32

ତେଣୁ ଲବେୀୟମାନେ ଯେଉଁ କାର୍ୟ୍ଯ କରିବା ଉଚିତ୍, ସମାନେେ ସହେିସବୁ କାର୍ୟ୍ଯ କରୁଥିଲେ। ସମାନେେ ପବିତ୍ର ତମ୍ବୁର ଯତ୍ନ ନେଉଥିଲେ। ସମାନେେ ପବିତ୍ର ସ୍ଥାନର ଯତ୍ନ ନେଉଥିଲେ। ଆଉ, ସମାନେେ ସମାନଙ୍କେର ଆତ୍ମୀଯ (ଯାଜକମାନେ) ହାରୋଣଙ୍କ ବଂଶଧରମାନଙ୍କୁ ସାହାୟ୍ଯ କରୁଥିଲେ। ସଦାପ୍ରଭୁଙ୍କ ମନ୍ଦିରର ସବୋକାର୍ୟ୍ଯ କରିବା ସହିତ ଲବେୀୟମାନେ ଯାଜକମାନଙ୍କୁ ସାହାୟ୍ଯ କରୁଥିଲେ।

ଦିତୀୟ ବଂଶାବଳୀ 31:2

ରାଜା ହିଜକିଯ ଯାଜକ ଓ ଲବେୀୟମାନଙ୍କୁ ସମାନଙ୍କେର ଭିନ୍ନ ଭିନ୍ନ ଦଳ ଅନୁସାରେ ସଂଗଠିତ କଲେ। ପ୍ରେତ୍ୟକକ ଦଳର ନିଜସ୍ବ ବିଶଷେ କାର୍ୟ୍ଯ ରହିଥିଲା। ତେଣୁ ଯାଜକମାନେ ଓ ଲବେୀୟମାନେ ପୁନର୍ବାର ହାମବେଳି ଉପହାର ଓ ମଙ୍ଗଳାର୍ଥକ ନବୈେଦ୍ଯ ଉତ୍ସର୍ଗ କରିବାର କାର୍ୟ୍ଯ କଲେ। ଆଉ ମଧ୍ଯ ପରମେଶ୍ବର ମନ୍ଦିର ରେ ସବୋକାର୍ୟ୍ଯ ଏବଂ ସଦାପ୍ରଭୁଙ୍କ ମନ୍ଦିର ଦ୍ବାରଗୁଡ଼ିକ ନିକଟରେ ପ୍ରଶଂସାଗାନ କରିବା କାର୍ୟ୍ଯ ସମାନଙ୍କେର ଥିଲା।

Interlinear

Choose Theme