Home Bibles ☰ Books ଦିତୀୟ ବିବରଣ 19:3 · ଓଡ଼ିଆ ବାଇବେଲ
ଦିତୀୟ ବିବରଣ 19:3 · ଓଡ଼ିଆ ବାଇବେଲ

ଏହାପରେ ସଠାେରେ ଯେ କହେି ଦକ୍ସ୍ଟର୍ଘଟଣା ବଶତଃ ଅନ୍ୟକକ୍ସ୍ଟ ହତ୍ଯା କରେ, ସେ ସହେି ନିରାପଦ ନଗରକକ୍ସ୍ଟ ୟାଇ ନରାପଦ ରେ ରହିପା ରେ।

Cross references

ଦିତୀୟ ବିବରଣ 4:21

ଏବଂ ସଦାପ୍ରଭୁ ତୁମ୍ଭମାନଙ୍କ ପାଇଁ ମାେ ଉପରେ କୋରଧ ହେଲେ। ପକ୍ସ୍ଟଣି ମୁ ଯେପରି ୟର୍ଦ୍ଦନ ପାର ହାଇେ ନ ୟିବି ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବର ତୁମ୍ଭମାନଙ୍କୁ ଯେଉଁ ଦେଶ ଅଧିକାର କରିବାକୁ ଦବେେ, ସହେି ଉତ୍ତମ ଦେଶ ରେ ମୁ ଯେପରି ପ୍ରବେଶ ନ କରିବି, ଏଥିପାଇଁ ଶପଥ କଲେ।

ଦିତୀୟ ବିବରଣ 26:1

ତୁମ୍ଭମାନେେ ଖକ୍ସ୍ଟବ୍ଶିଘ୍ର ପ୍ରବେଶ କରିବ, ସହେି ଦେଶ ରେ ଯାହା ତୁମ୍ଭର ସଦାପ୍ରଭୁ ପରମେଶ୍ବର ତକ୍ସ୍ଟମ୍ଭଙ୍କକ୍ସ୍ଟ ଦବେେ। ତୁମ୍ଭମାନେେ ସଠାେରେ ବାସ କରିବ।

ଯିଶାଇୟ 35:8

ପୁଣି ସେତବେେଳେ ସଠାେ ରେ ରାଜଦଣ୍ଡ ଓ ପଥ ହବେ ଯାହାକି ପବିତ୍ରତାର ପଥ ବୋଲି ବିଖ୍ଯାତ ହବେ। ତାହା ଉପ ରେ କବଳେ ଧାର୍ମିକମାନେ ଗମନ କରିବେ। କୌଣସି ଅଶୁଚି, ମନ୍ଦାଚାରୀ ଓ ଅଜ୍ଞାନମାନେ ସେ ପଥରେ ଯିବେ ନାହିଁ।

ଯିଶାଇୟ 57:14

ପୁଣି ସେ କହିବେ, ଉଚ୍ଚତର, ଉଚ୍ଚତର, ପଥ ପ୍ରସ୍ତୁତ କର। ଆମ୍ଭ ଲୋକମାନଙ୍କ ପଥରୁ ବାଧାବିଘ୍ନ ଦୂର କର।

ଯିଶାଇୟ 62:10

ତୁମ୍ଭମାନେେ ଅଗ୍ରସର ହୁଅ, ନଗରଦ୍ବାର ମଧ୍ଯ ଦଇେ ଆଗଇେ ଆସ। ଲୋକମାନଙ୍କ ପାଇଁ ପଥ ପ୍ରସ୍ତୁତ କର। ରାଜପଥ ଉଚ୍ଚକର। ପଥରୁ ପଥରଗୁଡ଼ିକୁ ବାହାର କରିଦିଅ ଓ ଗୋଷ୍ଠୀ ସମୂହଙ୍କ ପାଇଁ ଏକ ଧ୍ବଜା ଉଡ଼ାଅ।

ଏବ୍ରୀ 12:13

ଧାର୍ମିକ ହାଇେ ଜୀବନଯାପନ କର, ଯେପରି ତୁମ୍ଭମାନଙ୍କର ଦୁର୍ବଳତା ଗୁଡ଼ିକ ନଷ୍ଟ ହବୋର କାରଣ ହବେ ନାହିଁ, ଓ ତୁମ୍ଭମାନେେ ରକ୍ଷା ପାଇପାରିବ।

Interlinear

Choose Theme