Home Bibles ଦିତୀୟ ବିବରଣ 19:8 · ଓଡ଼ିଆ ବାଇବେଲ
ଦିତୀୟ ବିବରଣ 19:8 · ଓଡ଼ିଆ ବାଇବେଲ

ସଦାପ୍ରଭୁ ତୁମ୍ଭର ପରମେଶ୍ବର ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କ ସହିତ ପ୍ରତିଜ୍ଞା କରିଛନ୍ତି ଯେ ତୁମ୍ଭର ସୀମା ବୃଦ୍ଧି କରିବେ। ଯେଉଁ ଦେଶ ସମାନଙ୍କେୁ ଦବୋକକ୍ସ୍ଟ କହିଛନ୍ତି ତାହା ସବୁ ତୁମ୍ଭମାନଙ୍କୁ ଦବେେ।

Cross references

ଆଦି ପୁସ୍ତକ 15:18

ସହେିଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ଏକ ଚୁକ୍ତି କଲେ। ସେ କହିଲେ, ମୁଁ ଏହି ଦେଶ ତୁମ୍ଭର ବଂଶଧରଙ୍କୁ ଦଲେି। ମିଶରୀଯ ନଦୀଠାରୁ ମହାନ ନଦୀ ଫରାତ୍ ପର୍ୟ୍ଯନ୍ତ ଏହି ଦେଶ ତୁମ୍ଭର ପରିବାରକୁ ମୁଁ ଦଲେି।

ଆଦି ପୁସ୍ତକ 28:14

ତୁମ୍ଭର ବହୁତ ବଂଶ ହବେେ। ତାହା ପୃଥିବୀର ଧୂଳୀପରି ଅସଂଖ୍ଯ ହବେେ। ସମାନେେ ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣକୁ ବ୍ଯାପିବେ। ପୃଥିବୀର ସମସ୍ତ ପରିବାର ତୁମ୍ଭ ବଂଶଧରମାନଙ୍କ ଦ୍ବାରା ଆଶୀର୍ବାଦ ପ୍ରପ୍ତ ହବେେ।

ଯାତ୍ରା ପୁସ୍ତକ 23:31

ମୁଁ ସୂଫ ସମୁଦ୍ରଠାରୁ ଫରାତ୍ ନଦୀ ପର୍ୟ୍ଯନ୍ତ ତୁମ୍ଭର ସୀମା ନିର୍ଦ୍ଧାରଣ କରିବି। ପଲେଷ୍ଟୀୟମାନଙ୍କର ସମୁଦ୍ର ତୁମ୍ଭର ପଶ୍ଚିମ ସୀମା ରେ ଏବଂ ଆରବ ମରୁଭୂମି ପୂର୍ବ ସୀମା ରେ ରହିବ। କାରଣ ମୁଁ ସହେି ଲୋକମାନଙ୍କୁ ତୁମ୍ଭ ହସ୍ତ ରେ ସମର୍ପଣ କରିବି। ଏବଂ ତୁମ୍ଭେ ଆପଣା ସମ୍ମୁଖରୁ ସମାନଙ୍କେୁ ଘଉଡାଇ ଦବେ।

ଯାତ୍ରା ପୁସ୍ତକ 34:24

ଯେତବେେଳେ ତୁମ୍ଭେ ତୁମ୍ଭର ଦେଶକୁ ୟାଅ ମୁଁ ତୁମ୍ଭର ଶତୃମାନଙ୍କୁ ସଠାରୁେ ତଡି ଦବେି। ମୁଁ ତୁମ୍ଭମାନଙ୍କର ସୀମା ବୃଦ୍ଧି କରିବି। ତୁମ୍ଭମାନେେ ଅଧିକରୁ ଅଧିକ ଭୂମି ପାଇବ। କୌଣସି ଲୋକ ତୁମ୍ଭମାନଙ୍କଠାରୁ ଏହି ଭୂମି ନଇେ ପାରିବି ନାହିଁ। ଯେତବେେଳେ ତୁମ୍ଭେ ବର୍ଷ ରେ ତିନିଥର ତୁମ୍ଭର ସଦାପ୍ରଭୁ ପରମେଶ୍ବରଙ୍କୁ ଦର୍ଶନ କରିବା ପାଇଁ ୟିବ।

ଦିତୀୟ ବିବରଣ 11:24

ଯେଉଁଠା ରେ ତୁମ୍ଭର ପାଦ ପଡିବ, ସେ ସ୍ଥାନ ତୁମ୍ଭମାନଙ୍କର ହବେ। ପ୍ରାନ୍ତରରକ୍ସ୍ଟ ଲିବାନୋନ ପର୍ୟ୍ଯନ୍ତ ଏବଂ ଫରାତ ନଦୀଠାରକ୍ସ୍ଟ ପଶ୍ଚିମ ସମକ୍ସ୍ଟଦ୍ର ପର୍ୟ୍ଯନ୍ତ ତୁମ୍ଭମାନଙ୍କର ସୀମା ହବେ।

ଦିତୀୟ ବିବରଣ 12:20

ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ପ୍ରତିଜ୍ଞା କରିଛନ୍ତି ଯେ, ସେ ତୁମ୍ଭମାନଙ୍କର ଦେଶକକ୍ସ୍ଟ ବଢାଇବେ। ଯେତବେେଳେ ସଦାପ୍ରଭୁ ଏପରି କରିବେ, ତୁମ୍ଭମାନେେ ହକ୍ସ୍ଟଏତ ତାଙ୍କର ମନୋନୀତ ସ୍ଥାନର ବହକ୍ସ୍ଟ ଦୂର ରେ ବାସ କରୁଥିବ।

ପ୍ରଥମ ରାଜାବଳୀ 4:21

ଶଲୋମନ ଇଉଫ୍ ରଟେିଶ ଫରାତ୍ ନଦୀଠାରୁ ପଲେଷ୍ଟୀୟମାନଙ୍କ ଦେଶ ଓ ମିଶର ସୀମା ପର୍ୟ୍ଯନ୍ତ ସମସ୍ତ ରାଜ୍ଯ ଉପରେ ଶାସନ କଲେ। ଏହି ଦେଶଗୁଡିକ ଶ ଲୋମନଙ୍କୁ ଉପହାର ଓ ସମ୍ମାନ ପଠାଇଲେ ଏବଂ ଜୀବନସାରା ତାଙ୍କର ପ୍ରଜା ହାଇେ ରହିଲେ।

ଏଜ୍ରା 4:20

ମଧ୍ଯ ୟିରୁଶାଲମ ରେ ପରାକ୍ରାନ୍ତ ରାଜଗଣ ଥିଲେ। ସମାନେେ ନଦୀ ସପୋରିସ୍ଥ ତାବତ୍ ଦେଶ ରେ ରାଜତ୍ବ କଲେ। ଆଉ ସମାନଙ୍କେୁ କର, ରାଜସ୍ବ ଓ ମାଶୁଲ ଦିଆଗଲା।

Interlinear

Choose Theme