Home Bibles ଦିତୀୟ ବିବରଣ 2:15 · ଓଡ଼ିଆ ବାଇବେଲ
ଦିତୀୟ ବିବରଣ 2:15 · ଓଡ଼ିଆ ବାଇବେଲ

ସଦାପ୍ରଭୁଙ୍କର ହସ୍ତ ସମାନଙ୍କେ ବିପକ୍ଷ ରେ ସମସ୍ତ ଲୋକମାନଙ୍କୁ ଧ୍ବଂଶ କରିବା ପର୍ୟ୍ଯନ୍ତ ଥିଲା।

Cross references

ବିଚାରକର୍ତାମାନଙ୍କ ବିବରଣ 2:15

ଯେତବେେଳେ ଇଶ୍ରାୟେଲବାସୀମାନେ ୟକ୍ସ୍ଟଦ୍ଧକକ୍ସ୍ଟ ବାହାରିଲେ, ସେତବେେଳେ ସମାନେେ ପରାସ୍ତ ହେଲେ। ଯେପରି ସଦାପ୍ରଭୁ ସମାନଙ୍କେ ପାଶର୍‌ବ ରେ ନ ଥିଲେ। ସମାନଙ୍କେୁ ସଦାପ୍ରଭୁ ସତର୍କ କରାଇ ଦେଲେ ଯଦି ସମାନେେ ତାଙ୍କ ଚତକ୍ସ୍ଟଃପାଶର୍‌ବ ରେ ଥିବା ଦବେତାମାନଙ୍କୁ ପୂଜା କରନ୍ତି, ତବେେ ସମାନେେ ୟକ୍ସ୍ଟଦ୍ଧ ରେ ହାରିବେ। ଅତଯବ, ଲୋକମାନେ ଅତିଶଯ ଅସକ୍ସ୍ଟବିଧା ଭୋଗ କଲେ।

ପ୍ରଥମ ଶାମୁୟେଲ 5:6

ଅସ୍ଦୋଦୀଯ ଲୋକମାନଙ୍କର ଓ ସମାନଙ୍କେର ପଡ଼ୋଶୀମାନଙ୍କର ଜୀବନକକ୍ସ୍ଟ ସଦାପ୍ରଭୁ କଠିନ କରି ସମାନଙ୍କେୁ ନାନା କଷ୍ଟ ଦେଲେ। ସେ ସମାନଙ୍କେୁ ଅର୍ଶ ରୋଗ ରେ ଆଘାତ କଲେ। ସେ ମଧ୍ଯ ସମାନଙ୍କେ ପାଇଁ ମୂଷାଗକ୍ସ୍ଟଡିକ ପଠଇେଲେ, ଯାହାକି ସମାନଙ୍କେର ଜାହାଜଗକ୍ସ୍ଟଡିକରେ ଓ ଦେଶ ରେ ଭର୍ତ୍ତୀ ହାଇଗେଲେ। ଫଳ ରେ ଲୋକମାନେ ଡରିଗଲେ।

ପ୍ରଥମ ଶାମୁୟେଲ 5:9

ପକ୍ସ୍ଟଣି ସମାନେେ ତାହା ନଇଗେଲା ପରେ ଏହା ଏପରି ହେଲା, ଯେ ସଦାପ୍ରଭୁଙ୍କ ହସ୍ତ ଗାଥ ନଗରକକ୍ସ୍ଟ ଭୟ ଓ ୟନ୍ତ୍ରଣା ରେ ଆଘାତ କଲା; ପକ୍ସ୍ଟଣି ସେ ନଗରସ୍ଥ ସାନ ଓ ବଡ ଉଭୟଙ୍କକ୍ସ୍ଟ ସେ କ୍ଲେଶ ଦେଲେ ଓ ସମାନଙ୍କେଠା ରେ ଅର୍ଶ ରୋଗ ବାହାରିଲା।

ପ୍ରଥମ ଶାମୁୟେଲ 5:11

ଏ ହତେକ୍ସ୍ଟ ସମାନେେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କକ୍ସ୍ଟ ଏକତ୍ରୀତ କରି କହିଲେ, ଇଶ୍ରାୟେଲର ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ପଠାଇ ଦିଅ, ତାହା ସ୍ବସ୍ଥାନକକ୍ସ୍ଟ ଫରେିଯାଉ। ତାହା ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ଲୋକକୁ ହତ୍ଯା ନ କରୁ, କାରଣ ନଗରର ସବୁଆଡେ ମୃତକ୍ସ୍ଟ୍ଯଜନିତ ବ୍ଯାକକ୍ସ୍ଟଳତା ଜନ୍ମି ଥିଲା। ପରମେଶ୍ବରଙ୍କ ହସ୍ତ ସଠାେରେ ଅତି ଭାରି ଥିଲା।

ପ୍ରଥମ ଶାମୁୟେଲ 7:13

ପଲେଷ୍ଟୀୟମାନେ ପରାସ୍ତ ହେଲେ। ସମାନେେ ପକ୍ସ୍ଟଣି ଇଶ୍ରାୟେଲ ରେ ପ୍ରବେଶ କଲେ ନାହିଁ। ସଦାପ୍ରଭୁ ଶାମୁୟେଲଙ୍କ ଅବଶିଷ୍ଟ ଜୀବନ କାଳ ରେ ପଲେଷ୍ଟୀୟଙ୍କ ବିରକ୍ସ୍ଟଦ୍ଧ ରେ ଗଲେ।

ଗୀତସଂହିତା 32:4

ପ୍ରଭୁ ତୁମ୍ଭେ ମାରେ ଜୀବନକୁ ରାତିଦିନ ଅଧିକରୁ ଅଧିକ ଦୁର୍ବିସହ କରିଦଲେ। ମୁଁ କ୍ରମେ ଶୁଖି ଗଲି, ଗ୍ରୀଷ୍ମ ଋତୁରେ ୟମେିତି ଭୂମି ଶୁଖି ୟାଏ।

ଗୀତସଂହିତା 78:33

ପରମେଶ୍ବର ସମାନଙ୍କେର ଦିନଗୁଡ଼ିକୁ ନିଶ୍ବାସ ପରି ଶୀଘ୍ର ସମାପ୍ତ କଲେ। ସେ ସମାନଙ୍କେର ବର୍ଷଗୁଡ଼ିକୁ ହଠାତ୍ ଦୁର୍ବିପାକରେ ସମାପ୍ତି କଲେ।

ଗୀତସଂହିତା 90:7

ହେ ପରମେଶ୍ବର, ତୁମ୍ଭ କୋର୍ଧରେ ଆମ୍ଭମାନେେ କ୍ଷଯ ହେଉ। ପୁଣି ତୁମ୍ଭ କୋର୍ଧ ଆମ୍ଭଙ୍କୁ ଭୟଭୀତ କରେ।

ଗୀତସଂହିତା 106:26

ତଣେୁ ପରମେଶ୍ବର ସମାନଙ୍କେୁ ମରୁଭୂମିରେ ବିନାଶ କରିବା ପାଇଁ ଶପଥ କଲେ।

ଯିଶାଇୟ 66:14

ପୁଣି ତୁମ୍ଭମାନେେ ଏହା ଦେଖିବ ଓ ତୁମ୍ଭମାନଙ୍କର ହୃଦଯ ଆନନ୍ଦିତ ହବେ। ଆଉ ତୁମ୍ଭମାନଙ୍କ ଅସ୍ଥି ନୂତନ ତୃଣ ସଦୃଶ ସତଜେ ହବେ। ସଦାପ୍ରଭୁଙ୍କର ହସ୍ତ ତାହାଙ୍କ ଦାସମାନଙ୍କ ଉପ ରେ ପ୍ରକାଶିତ ହବେ। ଆଉ ମଧ୍ଯ ସେ ନିଜ ଶତ୍ରୁମାନଙ୍କ ଉପ ରେ କୁପିତ ହବେେ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 10:5

କିନ୍ତୁ ସମାଙ୍କେ ଭିତରୁ ଅଧିକଙ୍କ ଉପରେ ପରମେଶ୍ବର ପ୍ରସନ୍ନ ନ ଥିଲେ। ସେଥିପାଇଁ ସମାନେେ ମରୁ ପ୍ରାନ୍ତର ରେ ମରିଗଲେ।

Interlinear

Choose Theme