Home Bibles ଦିତୀୟ ବିବରଣ 2:24 · ଓଡ଼ିଆ ବାଇବେଲ
ଦିତୀୟ ବିବରଣ 2:24 · ଓଡ଼ିଆ ବାଇବେଲ

ସଦାପ୍ରଭୁ ମାେତେ କହିଲେ, 'ଅର୍ଣୋନ ଇପତ୍ଯାକା ପାର ହବୋପାଇଁ ପ୍ରସ୍ତକ୍ସ୍ଟତ ହକ୍ସ୍ଟଅ। ଆମ୍ଭେ ହିଷବୋନର ରାଜା ଇ ମାରେୀଯ ସୀହାନକେୁ ଓ ତାଙ୍କ ଦେଶକକ୍ସ୍ଟ ତକ୍ସ୍ଟମ୍ଭ ହସ୍ତ ରେ ସମର୍ପଣ କଲକ୍ସ୍ଟ। ତେଣୁ ତାଙ୍କ ସହିତ ୟକ୍ସ୍ଟଦ୍ଧ କର ଓ ତାଙ୍କର ଦେଶ ଅଧିକାର କର।

Cross references

ଗଣନା ପୁସ୍ତକ 21:12

ପୁଣି ସମାନେେ ସଠାରୁେ ୟାତ୍ରା କରି ସରେଦ୍ ଉପତ୍ୟକା ରେ ଛାଉଣୀ ସ୍ଥାପନ କଲେ।

ଗଣନା ପୁସ୍ତକ 21:13

ସଠାରୁେ ସମାନେେ ୟାତ୍ରକରି ଇମାରେୀୟମାନଙ୍କ ସୀମାରୁ ନିର୍ଗତ ଅର୍ଣୋନ ନଦୀର ଅନ୍ୟ ପାଶର୍‌ବ ମରୁଭୂମିରେ ଛାଉଣୀ ସ୍ଥାପନ କଲେ। କାରଣ ମାୟୋବର ଓ ଇ ମାରେୀଯମାନଙ୍କର ମଧ୍ଯବର୍ତ୍ତୀ ଅର୍ଣୋନ୍ ମାୟୋବର ସୀମା ଥିଲା।

ଦିତୀୟ ବିବରଣ 2:36

ଅର୍ନୋନ ଉପତ୍ୟକା ନିକଟସ୍ଥ ଆରୋଯରଠାେରକ୍ସ୍ଟ ଏବଂ ଉପତ୍ୟକାର ମଧ୍ଯବତ୍ତୀଠାରକ୍ସ୍ଟ ଗୀଲିଯଦ ପର୍ୟ୍ଯନ୍ତ, ଏହି ନଗର ହିଁ ଆମ୍ଭମାନଙ୍କର ଶକ୍ତିର ଅତିରିକ୍ତ ନଥିଲା। ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବର ଆମ୍ଭ ସମ୍ମକ୍ସ୍ଟଖ ରେ ସବୁ ସମର୍ପଣ କଲେ।

ଯିହୋଶୂୟ 6:16

ସଲ୍ଗମ ଥର ନଗର ପ୍ରଦକ୍ଷିଣ କରିବା ବେଳେ ଯାଜକମାନେ ଶିଙ୍ଗା ବଜାଇଲେ। ଏହି ସମୟରେ ଯିହାଶୂେୟ ନିର୍ଦ୍ଦେଶ ଦେଲେ, ବର୍ତ୍ତମାନ ଜଯଧ୍ବନି ଦିଅ। ଯେ ହତେକ୍ସ୍ଟ ସଦାପ୍ରଭୁ ତୁମ୍ଭକୁ ଏ ନଗର ଦାନ କଲେ।

ବିଚାରକର୍ତାମାନଙ୍କ ବିବରଣ 11:18

ଏହାପରେ ଇଶ୍ରାୟେଲ ଲୋକମାନେ ଇଦୋମ ଓ ମାୟୋବ ଦେଶ ମରକ୍ସ୍ଟଭୂମି ଦଇେ ଗଲେ। ସମାନେେ ମାୟୋବ ଦେଶର ପୂର୍ବକକ୍ସ୍ଟ ୟାତ୍ରା କଲେ। ସମାନେେ ଅର୍ନୋନର ସପୋରି ରେ ସମାନଙ୍କେର ଛାଉଣୀ ସ୍ଥାପନ କଲେ। ସମାନେେ ମାୟୋବ ସୀମା ଭିତ ରେ ପ୍ରବେଶ କଲେ ନାହିଁ କାରଣ ଅର୍ଣ୍ଣୋନ୍ ନଦୀ ମାୟୋବର ସୀମା ଥିଲା।

ଦିତୀୟ ବଂଶାବଳୀ 36:23

ପାରସ୍ଯର ରାଜା କୋରସ୍ କହନ୍ତି, ସଦାପ୍ରଭୁ, ସ୍ବର୍ଗର ପରମେଶ୍ବର, ମାେତେ ସାରା ପୃଥିବୀ ଉପରେ ରାଜା କରିଛନ୍ତି। ସେ ମାେତେ ଯିହୁଦାସ୍ଥିତ ୟିରୁଶାଲମ ନିମନ୍ତେ ଏକ ମନ୍ଦିର ନିର୍ମାଣ କରିବାର ଦାଯିତ୍ବ ଦଇେଅଛନ୍ତି। ବର୍ତ୍ତମାନ, ତୁମ୍ଭେ ଯେଉଁମାନେ ପରମେଶ୍ବରଙ୍କ ଲୋକ ଅଟ, ୟିରୁଶାଲମକୁ ଫରେି ୟିବା ନିମନ୍ତେ ସ୍ବାଧୀନ ଅଟ ଏବଂ ସଦାପ୍ରଭୁ ପରମେଶ୍ବର ତୁମ୍ଭ ପ୍ରେତ୍ୟକକଙ୍କ ସହିତ ରେ ରୁହନ୍ତୁ।

ଏଜ୍ରା 1:2

ପାରସ୍ଯର ରାଜା କୋରସ ଏହିପରି କହିଛନ୍ତି: ସଦାପ୍ରଭୁ, ସ୍ବର୍ଗର ପରମେଶ୍ବର, ପୃଥିବୀର ସମସ୍ତ ରାଜ୍ଯ ମାେତେ ପ୍ରଦାନ କରିଛନ୍ତି। ଏବଂ ସଦାପ୍ରଭୁ ମାେତେ ଯିହୁଦା ରାଜ୍ଯର ୟିରୁଶାଲମଠା ରେ ତାହାଙ୍କ ପାଇଁ ଏକ ମନ୍ଦିର ନିର୍ମାଣ କରିବା ପାଇଁ ନିରୂପଣ କରିଛନ୍ତି।

ଯିରିମିୟ 27:5

ଆମ୍ଭେ ଆମ୍ଭର ମହାପରାକ୍ରମ ଓ ବିଶାଳ ଶକ୍ତିଶାଳୀ ବାହୁ ଦ୍ବାରା ଏହି ପୃଥିବୀ ଓ ପୃଥିବୀ ନିବାସୀ ସକଳ ମନୁଷ୍ଯ ଓ ପଶୁ ସୃଷ୍ଟି କରିଅଛୁ। ଆଉ ଆମ୍ଭେ ଆପଣା ସ୍ବଇଚ୍ଛା ରେ ଯାହାକୁ ଉଚିତ ମନେ କରିବୁ, ଏହା ଦଇପୋରିବୁ।

ଯିହିଜିକଲ 29:20

ଆମ୍ଭେ ତାହାର ପରିଶ୍ରମ ସକାେଶ ପୁରସ୍କାର ସ୍ବରୂପ ତାକୁ ମିଶର ଦେଶ ଦଇେଅଛୁ। କାରଣ ସମାନେେ ଆମ୍ଭ ପାଇଁ କାମ କଲେ। ଏହା ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି।

ଦାନିଏଲ 2:38

ପୃଥିବୀସ୍ଥ ମନୁଷ୍ଯ, ତନ୍ମଧ୍ଯସ୍ଥ ଭୂଚର ପଶୁଗଣ ଓ ଆକାଶର ପକ୍ଷୀଗଣ ପରମେଶ୍ବରଙ୍କ ଶକ୍ତିଦ୍ବାରା ତୁମ୍ଭର ଶାସନାଧିନ ଅଟନ୍ତି। ଆଉ ସମାନଙ୍କେ ଉପ ରେ ଆପଣଙ୍କୁ କତ୍ତୁର୍ତ୍ବ ଦଇେଅଛନ୍ତି। ଆପଣ ହିଁ ସହେି ପ୍ରତିମାର ସୁବର୍ଣ୍ଣମଯ ମସ୍ତକ ଅଟନ୍ତି।

ଦାନିଏଲ 4:17

ଜଣେ ପବିତ୍ର ସ୍ବର୍ଗଦୂତ ଏହି ଦଣ୍ତ ଘାଷେଣା କଲେ। ସମସ୍ତ ଲୋକ ଏହା ଜାଣିବେ ଯେ, ମନୁଷ୍ଯମାନଙ୍କ ଉପ ରେ ସର୍ବୋପରିସ୍ଥ ପରମେଶ୍ବର ଶାସନ କରନ୍ତି, ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି। ପରମେଶ୍ବର ବିନଯୀ ଲୋକକୁ ରାଜ୍ଯ ଶାସନ ପାଇଁ ନିୟୁକ୍ତି କରନ୍ତି। ତେଣୁ ପୃଥିବୀର ଜୀବିତ ଲୋକମାନେ ତାଙ୍କର ଏ ମହିମା ଜାଣିବେ।

Interlinear

Choose Theme