Home Bibles ☰ Books ଦିତୀୟ ବିବରଣ 2:33 · ଓଡ଼ିଆ ବାଇବେଲ
ଦିତୀୟ ବିବରଣ 2:33 · ଓଡ଼ିଆ ବାଇବେଲ

କିନ୍ତୁ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବର ଆମ୍ଭମାନଙ୍କ ହସ୍ତ ରେ ସମାନଙ୍କେୁ ସମର୍ପଣ କଲେ, ଆମ୍ଭମାନେେ ରାଜା ସିୟୋନକକ୍ସ୍ଟ, ତାଙ୍କର ପକ୍ସ୍ଟତ୍ରମାନଙ୍କୁ ଏବଂ ତାଙ୍କର ସମସ୍ତ ଲୋକମାନଙ୍କୁ ପରାସ୍ତ କଲକ୍ସ୍ଟ।

Cross references

ଆଦି ପୁସ୍ତକ 14:20

ସର୍ବୋପରିସ୍ଥ ପରମେଶ୍ବର ଧନ୍ଯ ହୁଅନ୍ତୁ ୟିଏ ତୁମ୍ଭର ଶତୃଗଣଙ୍କୁ ତୁମ୍ଭ ହସ୍ତ ରେ ଦେଲେ।

ଗଣନା ପୁସ୍ତକ 21:24

ମାତ୍ର ଇଶ୍ରାୟେଲର ଲୋକମାନେ ରାଜାଙ୍କୁ ହତ୍ଯା କଲେ। ତା'ପରେ ସମାନେେ ଅର୍ଣୋନଠାରୁ ୟଦ୍ଦୋକ ପର୍ୟ୍ଯନ୍ତ ଅର୍ଥାତ୍ ଅେମ୍ମାନୀୟମାନଙ୍କର ସୀମା ପର୍ୟ୍ଯନ୍ତ ଅଗ୍ରସର ହେଲେ। ସମାନେେ ସମାନଙ୍କେର ଦେଶ ଅଧିକାର କଲେ କିନ୍ତୁ ଆଗକୁ ୟାଇ ପାରିଲେ ନାହିଁ। କାରଣ ଅେମ୍ମାନୀୟମାନେ ଶକ୍ତିଶାଳି ଥିଲେ।

ଦିତୀୟ ବିବରଣ 3:2

ସଦାପ୍ରଭୁ ମାେତେ କହିଲେ, 'ଓଗ୍କକ୍ସ୍ଟ ଭୟ କର ନାହିଁ, ମୁ ନିଷ୍ପତ୍ତି ନଇେଛି ଯେ ତାକକ୍ସ୍ଟ ତୁମ୍ଭମାନଙ୍କ ଆଗ ରେ ସମର୍ପଣ କରିବି। ମୁ ମଧ୍ଯ ତାଙ୍କର ସମସ୍ତ ଲୋକମାନଙ୍କୁ ଓ ଦେଶସବୁ ତୁମ୍ଭକୁ ଦବେି। ଅମ୍ ମାରେୀଯ ରାଜା ସିୟୋନ ୟିଏକି ସଷବୋ ରେ ରାଜତ୍ବ କରୁଥିଲେ, ସହେିପରି ତାହା ପ୍ରତି ମଧ୍ଯ କରିବ।'

ଦିତୀୟ ବିବରଣ 7:2

ୟ ତବେଳେେ ସଦାପ୍ରଭୁ ତୁମ୍ଭର ପରମେଶ୍ବର ସମାନଙ୍କେୁ ତକ୍ସ୍ଟମ୍ଭ ସଦାପ୍ରଭୁ ସମର୍ପଣ କରିବେ ଏବଂ ତୁମ୍ଭେ ସମାନଙ୍କେୁ ପରାସ୍ତ କରିବ। ତୁମ୍ଭେ ସମାନଙ୍କେ ସହିତ କୌଣସି ସନ୍ଧି କରିବ ନାହିଁଅଥବା ଦୟା ଦଖାଇବେ ନାହିଁ। ତୁମ୍ଭେ ସମାନଙ୍କେୁ ସଂପୂର୍ଣରୂପେ ଧ୍ବଂସ କରିବ।

ଦିତୀୟ ବିବରଣ 20:16

ମାତ୍ର ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ଏହି ଲୋକମାନଙ୍କର ଯେଉଁ ଯେଉଁ ନଗର ତୁମ୍ଭର ଅଧିକାର ପାଇଁ ଦିଅନ୍ତି, ତୁମ୍ଭେ ତହିଁ ମଧିଅରେ ନିଶ୍ବାସଧାରୀ କାହାରିକି ସଜୀବ ରଖିବ ନାହଁ।

ଦିତୀୟ ବିବରଣ 29:6

ତୁମ୍ଭେ ଆସିବା ସମୟରେ ସାଥି ରେ ଖାଦ୍ୟ ଆଣି ନଥିଲ, ତୁମ୍ଭେ ତୁମ୍ଭମାନଙ୍କ ସହିତ ପିଇବା ପାଇଁ କୌଣସି ମଦ ଆଣି ନଥିଲ। କିନ୍ତୁ ସଦାପ୍ରଭୁ ତୁମ୍ଭମାନଙ୍କର ଯତ୍ନ ନଇେଥିଲେ। ସେ ଏପରି କରିଥିଲେ, କାରଣ ତୁମ୍ଭମାନେେ ବକ୍ସ୍ଟଝିପାରିବ ସେ ହେଉଛନ୍ତି ସଦାପ୍ରଭୁ ତୁମ୍ଭର ପରମେଶ୍ବର।

ଦିତୀୟ ବିବରଣ 29:7

ତୁମ୍ଭମାନେେ ଏହି ସ୍ଥାନକକ୍ସ୍ଟ ଆସିଲାପରେ ହିଷ୍ବୋନର ରାଜା ସୀହାନ୍େ ଓ ବାଶନର ରାଜା ଓଗ୍ ଆମ୍ଭ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରିବା ପାଇଁ ଆସିଥିଲେ, କିନ୍ତୁ ଆମ୍ଭମାନେେ ସମାନଙ୍କେୁ ପରାସ୍ତ କଲକ୍ସ୍ଟ।

ଯିହୋଶୂୟ 10:30

ସଦାପ୍ରଭୁ ସହେି ନଗରକକ୍ସ୍ଟ ତା'ର ରାଜା ସହିତ ଇଶ୍ରାୟେଲ ହସ୍ତ ରେ ସମର୍ପଣ କଲେ। ତେଣୁ ସମାନେେ ସହରର ସମସ୍ତ ସଜୀବ ପ୍ରାଣୀଙ୍କକ୍ସ୍ଟ ଖଣ୍ତା ରେ ହତ୍ଯା କଲେ, କାହାରିକକ୍ସ୍ଟ ଛାଡିଲେ ନାହିଁ, ସେ ଯେପରି ଯିରୀହାେ ରାଜାଙ୍କ ପ୍ରତି କରିଥିଲେ, ଏହି ରାଜାଙ୍କକ୍ସ୍ଟ ମଧ୍ଯ ୟିହୋଶୂଯ ସହେିପରି କଲେ।

ଯିହୋଶୂୟ 21:44

ସଦାପ୍ରଭୁ ସମାନଙ୍କେ ପୂର୍ବପୁରୁଷଗଣଙ୍କ ନକଟ ରେ କରିଥିବା ତାଙ୍କର ସମସ୍ତ ଶପଥ ଅନକ୍ସ୍ଟସା ରେ ଗ୍ଭରିଆଡେ ସମାନଙ୍କେୁ ବିଶ୍ରାମ ଦେଲେ। ପକ୍ସ୍ଟଣି ସମାନଙ୍କେ ଶତୃମାନଙ୍କ ମଧ୍ଯରକ୍ସ୍ଟ କହେି ସମାନଙ୍କେର ଆଗ ରେ ଠିଆ ହାଇେ ପାରିଲେ ନାହିଁ। ସଦାପ୍ରଭୁ ସମାନଙ୍କେର ସମସ୍ତ ଶତୃଙ୍କକ୍ସ୍ଟ ସମାନଙ୍କେ ହସ୍ତ ରେ ସମର୍ପଣ କଲେ।

ବିଚାରକର୍ତାମାନଙ୍କ ବିବରଣ 1:4

ତା'ପରେ ୟିହକ୍ସ୍ଟଦାର ଲୋକ ଆକ୍ରମଣ କରିବାକୁ ଗଲେ। କିଣାନୀଯ ଓ ପରିଷୀଯମାନଙ୍କୁ ସଦାପ୍ରଭୁ ୟିହକ୍ସ୍ଟଦାର ଲୋକମାନଙ୍କୁ ସମର୍ପଣ କଲେ। ଏବଂ ୟିହକ୍ସ୍ଟଦାର ଲୋକମାନେ 10,000 ଲୋକଙ୍କକ୍ସ୍ଟ ବଷେକରେ ହତ୍ଯା କଲେ।

ବିଚାରକର୍ତାମାନଙ୍କ ବିବରଣ 7:2

ଏହାପରେ ସଦାପ୍ରଭୁ ଗିଦ୍ଦିୟୋନକକ୍ସ୍ଟ କହିଲେ, ମିଦିଯନମାନଙ୍କୁ ପରାସ୍ତ କରିବା ପାଇଁ ମୁ ତୁମ୍ଭର ଲୋକମାନଙ୍କୁ ସହାୟ ହବେି। କିନ୍ତୁ ତୁମ୍ଭର ଏତେ ସୈନ୍ଯ ଅଛନ୍ତି ଯେ ମୁ ସମାନଙ୍କେୁ ପରାସ୍ତ କରାଇଲେ ତୁମ୍ଭର ସୈନ୍ଯମାନେ ଭାବିବେ ଯେ, ସମାନେେ ନିଜ ଶକ୍ତି ବଳ ରେ ଶତୃମାନଙ୍କୁ ପରାସ୍ତ କରିଛନ୍ତି। ଇଶ୍ରାୟେଲର ଲୋକମାନେ ମାେତେ ଭୂଲିୟାଆନ୍ତକ୍ସ୍ଟ ବୋଲି ଓ ସମାନେେ ନିଜକକ୍ସ୍ଟ ନିଜେ ରକ୍ଷା କରିଛନ୍ତି ବୋଲି ଆତ୍ମାଶ୍ଲାଘା କରନ୍ତକ୍ସ୍ଟ ବୋଲି ମୁ ଗ୍ଭ ହେଁ ନାହିଁ।

ଗୀତସଂହିତା 136:19

ପରମେଶ୍ବର ଇ ମାରେୀଯମାନଙ୍କର ରାଜା ସୀହାନକେୁ ପରାସ୍ତ କଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।

Interlinear

Choose Theme