ଅର୍ନୋନ ଉପତ୍ୟକା ନିକଟସ୍ଥ ଆରୋଯରଠାେରକ୍ସ୍ଟ ଏବଂ ଉପତ୍ୟକାର ମଧ୍ଯବତ୍ତୀଠାରକ୍ସ୍ଟ ଗୀଲିଯଦ ପର୍ୟ୍ଯନ୍ତ, ଏହି ନଗର ହିଁ ଆମ୍ଭମାନଙ୍କର ଶକ୍ତିର ଅତିରିକ୍ତ ନଥିଲା। ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବର ଆମ୍ଭ ସମ୍ମକ୍ସ୍ଟଖ ରେ ସବୁ ସମର୍ପଣ କଲେ।
Cross references
ତେଣୁ ଆମ୍ଭମାନେେ ଅର୍ନୋନ ଉପତ୍ୟକା ନିକଟସ୍ଥ ଆରୋଯରଠାରକ୍ସ୍ଟ ସହେି ସମସ୍ତ ଦେଶ ନିଜର କରଗତ କଲକ୍ସ୍ଟ, ସେଥିରକ୍ସ୍ଟ ମୁ ଗିଲିଯଦର ପର୍ବତମଯ ଦେଶର ଅର୍ଦ୍ଧକେ ଓ ତାହାର ନଗରଗୁଡିକୁ ରକ୍ସ୍ଟବନେ ବଂଶକକ୍ସ୍ଟ ଓ ଗାଦ୍ ବଂଶକକ୍ସ୍ଟ ଦଲେି।
ଏହିଦେଶ ଅରୋଯରଠାେରକ୍ସ୍ଟ ଅର୍ନୋନ ଉପତ୍ୟକା ଧା ରେ ଧା ରେ ସିୟୋନ ପର୍ୟ୍ଯନ୍ତ ଅର୍ଥାତ ହର୍ମୋଣ ନାମକ ପର୍ବତ ପର୍ୟ୍ଯନ୍ତ ବିସ୍ତୃତ ଥିଲା।
ମୁ ତୁମ୍ଭମାନଙ୍କ ସହିତ ରହିବି ଯେପରି ମାଶାେ ସହିତ ଥିଲି। ତୁମ୍ଭେ ବଞ୍ଚିଥିବା ପର୍ୟ୍ଯନ୍ତ ତୁମ୍ଭକୁ ପ୍ରତିବାଦ କରିବାକୁ କହେି ସମର୍ଥ ହାଇେ ପାରିବେ ନାହିଁ। ମୁ ତୁମ୍ଭକୁ ଛାଡିବି ନାହିଁ। ମୁ ତୁମ୍ଭକୁ ପରିତ୍ଯାଗ କରିବି ନାହିଁ।
ହିଷ୍ବୋନ ନିବାସୀ ଇ ମାରେୀଯଲମାନଙ୍କର ସହରର ସୀହାନେ ରାଜାଙ୍କକ୍ସ୍ଟ ପରାସ୍ତ କଲେ ଓ ଅର୍ନୋନ ଗିରି ସଂକଟ ନିକଟସ୍ଥ ଆ ରଯରେଠାେରକ୍ସ୍ଟ ଓ ଉପତ୍ୟକାର ମଧ୍ଯବର୍ତ୍ତୀ ନଗର ଓ ଗିଲିଯଦର ଅର୍ଦ୍ଧ ଦେଶଠାରକ୍ସ୍ଟ ଅମ୍ମାନେ ସନ୍ତାନଗଣର ସୀମାସ୍ଥିତ ୟବୋକ୍ ନଦୀ ପ୍ରର୍ୟ୍ଯନ୍ତ ଶାସନ କଲେ।
ଅର୍ଣ୍ଣୋନ୍ ଉପତ୍ୟକା ନିକଟସ୍ଥ ଅରୋଯରଠାରକ୍ସ୍ଟ ଓ ଉପତ୍ୟକାର ମଧ୍ଯବର୍ତ୍ତୀ ନଗର ଓ ଦୀବୋନ୍ ପର୍ୟ୍ଯନ୍ତ ମଦବୋର ସମସ୍ତ ସମଭୂମି।
ଅର୍ନୋନ ଉପତ୍ୟକା ନିକଟସ୍ଥ ଅରୋଯରଠାେରକ୍ସ୍ଟ ଉପତ୍ୟକା ମଧ୍ଯବର୍ତ୍ତୀ ନଗର ଓ ମଦବୋ ନିକଟସ୍ଥ ସମସ୍ତ ସମତଳ ଭୂମି ସମାନଙ୍କେର ସୀମା ଥିଲା।
ସଦାପ୍ରଭୁ ସମାନଙ୍କେ ପୂର୍ବପୁରୁଷଗଣଙ୍କ ନକଟ ରେ କରିଥିବା ତାଙ୍କର ସମସ୍ତ ଶପଥ ଅନକ୍ସ୍ଟସା ରେ ଗ୍ଭରିଆଡେ ସମାନଙ୍କେୁ ବିଶ୍ରାମ ଦେଲେ। ପକ୍ସ୍ଟଣି ସମାନଙ୍କେ ଶତୃମାନଙ୍କ ମଧ୍ଯରକ୍ସ୍ଟ କହେି ସମାନଙ୍କେର ଆଗ ରେ ଠିଆ ହାଇେ ପାରିଲେ ନାହିଁ। ସଦାପ୍ରଭୁ ସମାନଙ୍କେର ସମସ୍ତ ଶତୃଙ୍କକ୍ସ୍ଟ ସମାନଙ୍କେ ହସ୍ତ ରେ ସମର୍ପଣ କଲେ।
ଇଶ୍ରାୟେଲ 300 ବର୍ଷ ହେଲା ହିଷ୍ବୋନ୍ ତା'ର ଉପନଗର ରେ, ପକ୍ସ୍ଟଣି ଆରୋଯର ଓ ତହିଁର ଉପନଗର ରେ, ଆଉ ଅର୍ନୋନ ତୀରସ୍ଥିତ ସମସ୍ତ ନଗର ରେ ବାସ କରୁ ଅଛନ୍ତି। ଏଥି ମଧିଅରେ ତୁମ୍ଭମାନେେ କାହିଁକି ସେସବୁ ଫରୋଇ ନ ଦଲେ?
ଆମ୍ଭର ପିତୃପୁରୁଷଙ୍କ ଖଡ୍ଗ ଦ୍ବାରା ଏ ରାଜ୍ଯ ମିଳି ନାହିଁ। ସମାନଙ୍କେର ବଳିଷ୍ଠ ବାହୁ ୟୁଗଳ ସମାନଙ୍କେୁ ବିଜଯୀ କରି ନାହିଁ। ଏହା କବଳେ ସମ୍ଭବ ହାଇେଛି, ତୁମ୍ଭେ ସମାନଙ୍କେ ସାଙ୍ଗରେ ଥିଲ। ହେ ପରମେଶ୍ବର, ତୁମ୍ଭର ଅସୀମ ଶକ୍ତି ଆମ୍ଭର ପିତୃପୁରୁଷଙ୍କୁ ରକ୍ଷା କରିଥିଲା। କାରଣ ତୁମ୍ଭେ ସମାନଙ୍କେୁ ଭଲ ପାଉଥିଲ।
ଅରୋଯର ନଗରକୁ ଲୋକମାନେ ପରିତ୍ଯାଗ କରିବେ। ସହେି ଶୂନ୍ଯ ସହରର ମଷେବଲ ସ୍ବାଧୀନ ଭାବରେ ବିଚରଣ କରିବେ। ଭୟ ଦଖାଇବୋକୁ ସଠାେ ରେ କହେି ନ ଥିବେ।
ଦେଖ, ମୁଁ ତୁମ୍ଭକୁ ତୀକ୍ଷ୍ମ ଛୁରିକା ବିଶିଷ୍ଟ ଏକ ନୂଆ ଶସ୍ଯ-ମର୍ଦ୍ଦନ ୟନ୍ତ୍ର ସ୍ବରୂପ କରିବି, ତୁମ୍ଭେ କୃଷକ ଶସ୍ଯକୁ ମର୍ଦ୍ଦନ କଲାପରି ପର୍ବତଗୁଡ଼ିକୁ ମର୍ଦ୍ଦନ କରି ଚୂର୍ଣ୍ଣ କରିବ ଓ ଉପପର୍ବତଗୁଡ଼ିକୁ ଭୂଷି ତୁଲ୍ଯ କରିବ।
ହେ ଆରୋୟର ନିବାସୀଗଣ ; ତୁମ୍ଭମାନେେ ପଥପାଶର୍ବ ରେ ଦଣ୍ଡାଯମାନ ହାଇେ ନିରୀକ୍ଷଣ କର। ପଳାତକ ପୁରୁଷ ଓ ସ୍ତ୍ରୀମାନଙ୍କୁ ପଚାର କ'ଣ ଘଟିଅଛି ?
ସେଥିପାଇଁ ଆମ୍ଭେ ଏହି ବିଷୟ ରେ କ'ଣ କହିବା? ଯଦି ପରମେଶ୍ବର ଆମ୍ଭ ସହିତ ଅଛନ୍ତି, ତାହାହେଲେ କୌଣସି ଲୋକ ଆମ୍ଭକୁ ପରାଜିତ କରି ପାରିବ ନାହିଁ।