Home Bibles ☰ Books ଦିତୀୟ ବିବରଣ 20:13 · ଓଡ଼ିଆ ବାଇବେଲ
ଦିତୀୟ ବିବରଣ 20:13 · ଓଡ଼ିଆ ବାଇବେଲ

ଯେତବେେଳେ ସଦାପ୍ରଭୁ ତୁମ୍ଭର ପରମେଶ୍ବର ତାହା ତକ୍ସ୍ଟମ୍ଭ ହସ୍ତ ରେ ସମର୍ପଣ କରିବେ, ସେତବେେଳେ ତୁମ୍ଭେ ତହିଁର ସମସ୍ତ ପୁରୁଷଙ୍କକ୍ସ୍ଟ ଖଣ୍ତା ରେ ହାଣି ହତ୍ଯା କରିବ।

Cross references

ଗଣନା ପୁସ୍ତକ 31:7

ତହୁଁ ସମାନେେ ମାଶାେ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ମିଦିଯନୀଯମାନଙ୍କ ବିରୁଦ୍ଧ ରେ ୟୁଦ୍ଧ କଲେ, ପୁଣି ସମାନେେ ପ୍ରେତ୍ୟକକ ପୁରୁଷଙ୍କୁ ବଧ କଲେ।

ଗଣନା ପୁସ୍ତକ 31:17

ଏଣୁ ତୁମ୍ଭମାନେେ ବନ୍ଦୀମାନଙ୍କ ମଧ୍ଯରୁ ସମସ୍ତ ପୁରୁଷ ପିଲାମାନଙ୍କୁ ହତ୍ଯା କର। ପୁଣି ଯେଉଁ ସ୍ତ୍ରୀ ଲୋକମାନେ ପୁରୁଷଙ୍କ ସହିତ ୟୌନ ସଂପର୍କ ରଖିଛନ୍ତି, ସମାନଙ୍କେୁ ହତ୍ଯା କର।

ପ୍ରଥମ ରାଜାବଳୀ 11:15

ଏହା ଯାହା ହାଇେଥିଲା ଦାଉଦ ଇଦୋମକୁ ପରାସ୍ତ କଲେ ଓ ତାଙ୍କର ସନୋପତି ଯୋୟାବକୁ ମୃତ ଲୋକମାନଙ୍କୁ କବର ଦବୋକୁ ଇଦୋମକୁ ପଠାଇଲେ। ଯୋୟାବ ଇଦୋମର ସମସ୍ତ ଲୋକଙ୍କୁ ହତ୍ଯା କଲେ।

ଗୀତସଂହିତା 2:6

ସିୟୋନ ହେଉଛି ମାରେ ପବିତ୍ର ପର୍ବତ। ସଦାପ୍ରଭୁଙ୍କର ଏହିସବୁ ବାକ୍ଯ ନେତାମାନଙ୍କୁ ସ୍ଥାପନ କରିଅଛି।

ଗୀତସଂହିତା 21:8

ହେ ପରମେଶ୍ବର ତୁମ୍ଭେ ଆପଣା ଶତ୍ରୁମାନଙ୍କୁ ଦଖାଇେ ଦିଅ ୟେ ତୁମ୍ଭେ ସବୁଠାରୁ ଶକ୍ତିଶାଳୀ। ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି। ତୁମ୍ଭର ଶକ୍ତି ସେ ସମସ୍ତଙ୍କୁ ପରାଜିତ କରିବ।

ଗୀତସଂହିତା 110:1

ସଦାପ୍ରଭୁ ମାରେ ପ୍ରଭୁଙ୍କୁ କହିଲେ, ମାେ ସହିତ ମାରେ ଦକ୍ଷିଣ ପାଖରେ ବସ। ଆମ୍ଭେ ତୁମ୍ଭ ଶତ୍ରୁଗଣଙ୍କୁ ତୁମ୍ଭର ପାଦପୀଠ କରିବା ପର୍ୟ୍ଯନ୍ତ।

ଲୂକଲିଖିତ ସୁସମାଚାର 19:27

ବର୍ତ୍ତମାନ ମାରେଶତୃମାନେ କାହାଁନ୍ତି? ମୁଁ ସମାନଙ୍କେର ରାଜା ନହୁଏ ବୋଲି ଯେଉଁମାନେ ଚାହୁଁଥିଲେ। ସମାନେେ କାହାଁନ୍ତି? ମାେ ଶତୃମାନଙ୍କୁ ଏଠାକୁ ଆଣ। ସମାନଙ୍କେୁ ମାେ ଆଖି ଆଗ ରେ ମାରିଦିଅ।'

ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 1:7

ଦୁଃଖ ପାଇଥିବା ତୁମ୍ଭ ସମସ୍ତଙ୍କୁ ପରମେଶ୍ବର ଶାନ୍ତି ପ୍ରଦାନ କରିବେ। ସେ ଆମ୍ଭକୁ ମଧ୍ଯ ଶାନ୍ତି ଦବେେ। ଯେତବେେଳେ ପ୍ରଭୁ ଯୀଶୁ ନିଜର ଶକ୍ତିଶାଳୀ ସ୍ବର୍ଗଦୂତମାନଙ୍କ ସହିତ ସ୍ବର୍ଗରୁ ଆସିବେ, ସେତବେେଳେ ପରମେଶ୍ବର ଆମ୍ଭର ଦୁଃଖ ଉପଶମ କରି ଦବେେ।

Interlinear

Choose Theme