ଅନ୍ୟ କେଉଁ ଲୋକ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତକ୍ସ୍ଟତ କରି ତହିଁର ଫଳ ଭୋଗ କରିନାହିଁ। ସେ ଫରେି ଆପଣା ଗୃହକକ୍ସ୍ଟ ଯାଉ କାରଣ ଯଦି ସେ ୟକ୍ସ୍ଟଦ୍ଧ ରେ ମରିୟାଏ, ତବେେ ଅନ୍ୟ କହେି ସହେି ଜମିକକ୍ସ୍ଟ ଭୋଗ କରିବ।
Cross references
ଭବିଷ୍ଯତ ରେ ତୁମ୍ଭମାନେେ ତୁମ୍ଭମାନଙ୍କର ଦେଶ ରେ ପ୍ରବେଶ କରିବ। ତୁମ୍ଭମାନେେ ଭୋଜନର୍ଥେ ସେତବେେଳେ ବହୁପ୍ରକାର ଫଳବୃକ୍ଷ ରୋପଣ କରିବ। ମାତ୍ର ବୃକ୍ଷ ରୋପଣ ପରେ ତୁମ୍ଭମାନେେ ତିନି ବର୍ଷ ପର୍ୟ୍ଯନ୍ତ ଅପେକ୍ଷା କରିବ। ସେଥିରୁ କୌଣସି ଫଳ ବ୍ଯବହାର କରିବ ନାହିଁ। କାରଣ ତାହା ଅଶୁଚି।
ବର୍ତ୍ତମାନ ତୁମ୍ଭମାନେେ ଯଦି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ସ୍ବର ଶକ୍ସ୍ଟଣ ଏବଂ ସମସ୍ତ ଆଜ୍ଞା ପାଳନ କର, ଯାହା ମୁ ଆଜି ତୁମ୍ଭକୁ କହକ୍ସ୍ଟଅଛି, ତବେେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ପୃଥିବୀର ଅନ୍ୟ ଜାତିଗଣ ଅପେକ୍ଷା ବହକ୍ସ୍ଟ ଉଚ୍ଚ ରେ ରଖିବେ।
ତୁମ୍ଭେ ଏକ ସ୍ତ୍ରୀଲୋକକୁ ବିବାହ କରିବ କିନ୍ତୁ ଅନ୍ୟ ଜଣେ ପୁରୁଷ ତାକକ୍ସ୍ଟ ଧର୍ଷଣ କରିବ। ତୁମ୍ଭେ ଏକ ଗୃହ ନିର୍ମାଣ କରିବ କିନ୍ତୁ ସେଥି ରେ ଅନ୍ୟ ଜଣେ ବାସ କରିବ। ତୁମ୍ଭମାନେେ ଦ୍ରାକ୍ଷାକ୍ଷେତ୍ର ରୋପଣ କରିବ ଓ ଅନ୍ୟ ଜଣେ ତା'ର ଫଳସବୁ ଖାଇବ। ତୁମ୍ଭେ ସେଥିରକ୍ସ୍ଟ କିଛି ପାଇବ ନାହିଁ।
ସମାନେେ ନିର୍ମାଣ କରିଥିବା ଗୃହ ରେ ଅନ୍ୟ ଲୋକ ବାସ କରିପାରିବେ ନାହିଁ ଓ ସମାନଙ୍କେ ରୋପିତ ବୃକ୍ଷର ଫଳ ଅନ୍ୟ ଲୋକ ଭୋଗ କରିବ ନାହିଁ। କାରଣ ଆମ୍ଭ ଲୋକମାନଙ୍କର ଆଯୁ ବୃକ୍ଷର ଆଯୁତୁଲ୍ଯ ହବେ ଓ ଆମ୍ଭ ମନୋନୀତ ଲୋକମାନେ ଦୀର୍ଘକାଳ ପର୍ୟ୍ଯନ୍ତ ନିଜ ହସ୍ତକୃତ କର୍ମଫଳ ଭୋଗ କରିବେ।
ତୁମ୍ଭେ କୃଷକମାନେ ପୁନର୍ବାର ଶମରିଯାର ପର୍ବତ ରେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବ। ତୁମ୍ଭମାନେେ ରୋପଣ କରି ତାହାର ଫଳ ଭୋଗ କରିବ।
ତା'ପ ରେ ଅନ୍ୟ ଲୋକମାନେ ସମାନଙ୍କେର ଧନସମ୍ପଦ ଲୁଣ୍ଠନ କରିବେ ଓ ସମାନଙ୍କେର ଘରଗୁଡିକୁ ଧ୍ବଂସ କରିବେ। ସହେି ସମୟରେ ସମାନେେ ନିର୍ମାଣ କରିଥିବା ଘ ରେ ଲୋକମାନେ ରହିବେ ନାହିଁ ଏବଂ ସମାନେେ ବଢାଇଥିବା ଅଙ୍ଗୁରରୁ ପ୍ରସ୍ତୁତ ଦ୍ରାକ୍ଷାରସ ପିଇବେ ନାହିଁ।