ତବେେ ତାହାର ପିତାମାତା ତାହାକକ୍ସ୍ଟ ଧରି ନଗରସ୍ଥ ଫାଟକ ନିକଟରେ ଥିବା ପ୍ରାଚୀନବର୍ଗଙ୍କ ନିକଟକକ୍ସ୍ଟ ନବୋ ଉଚିତ୍।
Cross references
ସଦାପ୍ରଭୁ ତୁମ୍ଭମାନଙ୍କର ଦ୍ବାରା ଦତ୍ତ ସମସ୍ତ ସହର ପାଇଁ ବିଚାରକର୍ତ୍ତା ଓ ଅଧିକାରୀମାନଙ୍କୁ ବାଛିବା ଉଚିତ୍। ପ୍ରେତ୍ୟକକ ଗୋଷ୍ଠୀଯ ଏପରି କରିବା ଉଚିତ୍। ଏବଂ ସହେି ଲୋକମାନେ ସମାନଙ୍କେୁ ଶାସନ କରିବେ ଓ ନ୍ଯାଯ ସକ୍ସ୍ଟରକ୍ଷିତ କରିବେ।
ତବେେ ପ୍ରାଚୀନବର୍ଗ ଓ ବିଗ୍ଭରକର୍ତ୍ତାମାନେ ଯିବେ ଏବଂ ଶବର ଚତକ୍ସ୍ଟପାଶର୍ବ ରେ ଥିବା ପ୍ରେତ୍ୟକକ ନଗରକକ୍ସ୍ଟ ମାପିବେ।
ଯଦି ସହେି ଲୋକର ଭାଇ ସହେି ସ୍ତ୍ରୀ ଲୋକକୁ ଗ୍ରହଣ କରିବାକୁ ମନାକରେ ତବେେ ସହେି ସ୍ତ୍ରୀ ନଗରଦ୍ବାର ରେ ପ୍ରାଚୀନବର୍ଗ ନିକଟକକ୍ସ୍ଟ ୟାଇ ଅଭିଯୋଗ କରି କହିବ ଯେ, 'ଆମ୍ଭ ଦବରେ ଇଶ୍ରାୟେଲ ମଧିଅରେ ଆପଣା ଭ୍ରାତାର ନାମ ରଖିବାକକ୍ସ୍ଟ ଅସମ୍ମତ, ସେ ଆମ୍ଭ ପ୍ରତି ଦବରରେ କର୍ତ୍ତବ୍ଯ କର୍ମ କରିବାକୁ ଇଛା କରେ। ନାହିଁ।'
ଯଦି କହେି ଭବିଷ୍ଯତ୍ବାଣୀ କରୁଛି ତା'ର ପିତାମାତା ତାକୁ କହିବେ, 'ତୁମ୍ଭେ ବଞ୍ଚିବ ନାହିଁ କାରଣ ତୁମ୍ଭେ ସଦାପ୍ରଭୁଙ୍କ ନାମ ରେ ମିଥ୍ଯା ବାକ୍ଯ କହିଛ।' ତା'ର ପିତା ଏବଂ ମାତା ୟିଏ ତାକୁ ଧାରଣ କରିଛନ୍ତି ସେ ଯେତବେେଳେ ଭବିଷ୍ଯବାଣୀ କରିବ ତାକୁ ଖଡ୍ଗ ରେ ବିନାଶ କରିବେ।