Home Bibles ଦିତୀୟ ବିବରଣ 21:2 · ଓଡ଼ିଆ ବାଇବେଲ
ଦିତୀୟ ବିବରଣ 21:2 · ଓଡ଼ିଆ ବାଇବେଲ

ତବେେ ପ୍ରାଚୀନବର୍ଗ ଓ ବିଗ୍ଭରକର୍ତ୍ତାମାନେ ଯିବେ ଏବଂ ଶବର ଚତକ୍ସ୍ଟପାଶର୍‌ବ ରେ ଥିବା ପ୍ରେତ୍ୟକକ ନଗରକକ୍ସ୍ଟ ମାପିବେ।

Cross references

ଦିତୀୟ ବିବରଣ 16:18

ସଦାପ୍ରଭୁ ତୁମ୍ଭମାନଙ୍କର ଦ୍ବାରା ଦତ୍ତ ସମସ୍ତ ସହର ପାଇଁ ବିଚାରକର୍ତ୍ତା ଓ ଅଧିକାରୀମାନଙ୍କୁ ବାଛିବା ଉଚିତ୍। ପ୍ରେତ୍ୟକକ ଗୋଷ୍ଠୀଯ ଏପରି କରିବା ଉଚିତ୍। ଏବଂ ସହେି ଲୋକମାନେ ସମାନଙ୍କେୁ ଶାସନ କରିବେ ଓ ନ୍ଯାଯ ସକ୍ସ୍ଟରକ୍ଷିତ କରିବେ।

ରୋମୀୟଙ୍କ ପ୍ରତି ପତ୍ର 13:3

ଯେଉଁ ମାନେ ଠିକ୍ କାମ କରନ୍ତି, ଶାସକଙ୍କୁ ଭୟ କରିବାର କୌଣସି କାରଣ ସମାନଙ୍କେଠା ରେ ନାହିଁ, କିନ୍ତୁ ଯେଉଁମାନେ ମନ୍ଦ ବା ଭୁଲ କାମ କରନ୍ତି ସମାନେେ ଭୟ କରିବାକୁ ବାଧ୍ଯ। ଶାସକ ମାନଙ୍କ ଭୟରୁ ମୁକ୍ତି କରିବା ପାଇଁ ଏକ ମାତ୍ର ଉପାୟ ହେଉଛି ଭଲ କାମ କରିବା। ଭଲ କାମ କଲେ ଶାସକମାନେ ତୁମ୍ଭର ପ୍ରଶଂସା କରିବେ।

Interlinear

Choose Theme