Home Bibles ☰ Books ଦିତୀୟ ବିବରଣ 22:4 · ଓଡ଼ିଆ ବାଇବେଲ
ଦିତୀୟ ବିବରଣ 22:4 · ଓଡ଼ିଆ ବାଇବେଲ

ଯଦି ତୁମ୍ଭର ପଡ଼ୋଶୀମାନଙ୍କର ଗଧ ଅବା ଗାଈ ବାଟରେ ପଡି ୟିବାର ଦେଖିବ ତୁମ୍ଭେ ସମାନଙ୍କେୁ ଉଠାଇ ଦବେ କିଅବା ଉଠାଇବା ରେ ସାହାୟ୍ଯ କରିବ।

Cross references

ଯାତ୍ରା ପୁସ୍ତକ 23:4

ଯଦି ତୁମ୍ଭେ ପଥହରା ଗୋରୁ କିମ୍ବା ଗଧ ଦେଖ, ତବେେ ତାକୁ ତା'ର ମୁନିବକୁ ଫରୋଇ ଦିଅ, ଯଦି ସେ ତୁମ୍ଭର ଶତୃ ବି ହାଇେଥାଏ।

ମାଥିଉଲିଖିତ ସୁସମାଚାର 5:44

କିନ୍ତୁ ମୁଁ କହୁଛି: ତୁମ୍ଭେ ତୁମ୍ଭର ଶତୃକୁ ମଧ୍ଯ ପ୍ ରମେ କର। ତୁମ୍ଭକୁ ଯାତନା ଦେଉଥିବା ଲୋକମାନଙ୍କ ପାଇଁ ପାର୍ଥନା କର।

ଲୂକଲିଖିତ ସୁସମାଚାର 10:29

ନିଜେ ଠିକ୍ ଜୀବନ ଯାପନ କରୁଛନ୍ତି ବୋଲି ଧର୍ମଶାସ୍ତ୍ରୀ ଜଣକ ପ୍ରମାଣ କରିବାକୁ ଚାହୁଁଥିଲେ। ତେଣୁ ସେ ଯୀଶୁଙ୍କୁ ପଚାରିଲେ, ତବେେ ଯେଉଁମାନଙ୍କୁ ପ୍ ରମେ କରିବି, ସମାନେେ କିଏ?

ରୋମୀୟଙ୍କ ପ୍ରତି ପତ୍ର 15:1

ଆମ୍ଭେ ଆମ୍ଭର ବିଶ୍ବାସ ପାଇଁ ବଳବାନ୍ ଅଟୁ। ଅତଏବ, ଦୁର୍ବଳ ଲୋକମାନଙ୍କୁ ଆମ୍ଭେ ସାହାୟ୍ଯ କରିବା ଉଚିତ ଏବଂ ସମାନଙ୍କେର ଦୁର୍ବଳତାରୁ ସମାନଙ୍କେୁ ଉଦ୍ଧାର କରିବା। ଆମ୍ଭେ କବଳେ ନିଜକୁ ଖୁସି ରଖିବା ପାଇଁ ଚେଷ୍ଟା କରିବା ଉଚିତ ନୁହେଁ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 12:15

ଏଣୁ ମାେ ପାଖ ରେ ଯାହା ଅଛି, ମୁଁ ଆନନ୍ଦର ସହିତ ତୁମ୍ଭମାନଙ୍କୁ ଦବେି। ତୁମ୍ଭମାନଙ୍କ ଲାଗି ମୁଁ ନିଜକୁ ମଧ୍ଯ ଦଇେ ଦବେି। ଯଦି ମୁଁ ତୁମ୍ଭମାନଙ୍କୁ ଅଧିକ ଭଲ ପାଏ ତା' ହେଲେ ତୁମ୍ଭମାନେେ କ'ଣ ମାେତେ ସ୍ନହେ ରେ ଊଣା କରିବ ?

ଗାଲାତୀୟଙ୍କ ପ୍ରତି ପତ୍ର 6:1

ଏକଆ ରକରେ ସାହାୟ୍ଯ କର ଭାଇ ଓ ଭଉଣୀମାନେ ! ତୁମ୍ଭମାନଙ୍କ ଭିତରୁ କୌଣସି ଲୋକ ହୁଏତ କିଛି ଭୁଲ୍ କରି ପା ରେ। ସେତବେେଳେ ତୁମ୍ଭମାନେେ ଆତ୍ମିକ ଲୋକ ହାଇେଥିବାରୁ, ଭଦ୍ରତା ସହକା ରେ ଭୁଲକାର୍ୟ୍ଯ କରୁଥିବା ଲୋକଟିକୁ ସଂଶୋଧନ ହବୋ ପାଇଁ ସାହାୟ୍ଯ କରିବା ଉଚିତ୍। କିନ୍ତୁ ସାବଧାନ, ତୁମ୍ଭମାନେେ ଯେପରି ନିଜେ କୌଣସି ପାପ କରିବା ପାଇଁ ପରୀକ୍ଷା ରେ ପଡ଼ି ନ ଯାଅ।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 5:14

ପରସ୍ପର ଶାନ୍ତି ରେ ରୁହ। ଯେଉଁମାନେ କାମ କରୁ ନାହାଁନ୍ତି, ଭାଇ ଓ ଭଉଣୀମାନେ, ସମାନଙ୍କେୁ ସତର୍କ କରିଦିଅ। ଯେଉଁମାନେ ଭୟ ରେ ଅଛନ୍ତି, ସମାନଙ୍କେୁ ଉତ୍ସାହିତ କର। ଦୁର୍ବଳ ଲୋକଙ୍କୁ ସାହାୟ୍ଯ କର। ପ୍ରେତ୍ୟକକ ଲୋକ ପାଇଁ ର୍ଧୈୟ୍ଯବାନ ହୁଅ।

ଏବ୍ରୀ 12:12

ତୁମ୍ଭମାନେେ ଦୁର୍ବଳ ହାଇଯୋଇଛ। ଅତଏବ ନିଜକୁ ପୁନର୍ବାର ଶକ୍ତିଶାଳୀ କର।

Interlinear

Choose Theme