Home Bibles ☰ Books ଦିତୀୟ ବିବରଣ 22:5 · ଓଡ଼ିଆ ବାଇବେଲ
ଦିତୀୟ ବିବରଣ 22:5 · ଓଡ଼ିଆ ବାଇବେଲ

ଜଣେ ସ୍ତ୍ରୀଲୋକ ପୁରୁଷ ଲୋକମାନଙ୍କର ପୋଷାକ ପିନ୍ଧିବ ନାହିଁ। ଏବଂ ଜଣେ ପୁରୁଷ କବେବେି ସ୍ତ୍ରୀ ଲୋକର ପୋଷାକ ପିନ୍ଧିବ ନାହିଁ। ଏସବୁ ତୁମ୍ଭର ସଦାପ୍ରଭୁ ପରମେଶ୍ବରଙ୍କର ଘୃଣା ଯୋଗ୍ଯ ଅଟେ।

Cross references

ଦିତୀୟ ବିବରଣ 18:12

କାରଣ ଏପରି କର୍ମ ୟିଏ କରେ, ସେ ସଦାପ୍ରଭୁଙ୍କର ଘୃଣାର ପାତ୍ର, ଏବଂ ସହେି ଘୃଣ୍ଯକର୍ମ ସକାଶକ୍ସ୍ଟ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ସମାନଙ୍କେୁ ତକ୍ସ୍ଟମ୍ଭ ସମ୍ମକ୍ସ୍ଟଖରକ୍ସ୍ଟ ତଡି ଦେଉଛନ୍ତି।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 11:4

ଯେ କୌଣସି ପୁରୁଷଲୋକ ମସ୍ତକ ଆଚ୍ଛାଦନ କରି ପ୍ରାର୍ଥନା କରେ ବା ଭବିଷ୍ଯଦ୍ ବାଣୀ କ ହେ, ସେ ନିଜ ମସ୍ତକର ଅପମାନ କରେ।

Interlinear

Choose Theme