Home Bibles ଦିତୀୟ ବିବରଣ 22:8 · ଓଡ଼ିଆ ବାଇବେଲ
ଦିତୀୟ ବିବରଣ 22:8 · ଓଡ଼ିଆ ବାଇବେଲ

ଯେତବେେଳେ ତୁମ୍ଭମାନେେ ଏକ ନୂତନ ଗୃହ ନିର୍ମାଣ କର, ତୁମ୍ଭମାନେେ ସହେି ଛାତର ଚତକ୍ସ୍ଟଃପାଶର୍‌ବ ରେ ପାଚରେୀ ଉଠାଇବ। ତବେେ ତୁମ୍ଭମାନେେ କୌଣସି ଲୋକ ଛାତ ଉପରକ୍ସ୍ଟ ପଡି ମରିବା ପାଇଁ ଦୋଷୀ ହବେ ନାହିଁ।

Cross references

ଯାତ୍ରା ପୁସ୍ତକ 21:28

ଯଦି କୌଣସି ଲୋକର ବଳଦ କାହାରିକୁ ମାରିଦିଏ, ତବେେ ତା'ର ମୁନିବ ଦୋଷୀ ହବୋନାହିଁ କିନ୍ତୁ ସହେି ବଳଦକୁ ପଥର ଦ୍ବାରା ମରାୟିବ ଓ ତା'ର ମାଂସ ଖିଆୟିବ ନାହିଁ।

ଯାତ୍ରା ପୁସ୍ତକ 22:6

ଯଦି କୌଣସି ଲୋକ କଣ୍ଟକ ବନ ରେ ଅଗ୍ନି ସଂୟୋଗ କରେ ଓ ସହେି ଅଗ୍ନି ରେ ଯଦି କାହାର କ୍ଷତରେ ଫସଲ ବା ଶସ୍ଯଗଦା କିମ୍ବା କ୍ଷତଟେି ପୋଡି଼ ନଷ୍ଟ ହୁଏ ତବେେ ସହେି ଲୋକକୁ ଉକ୍ତ କ୍ଷତିର ଭରଣା କରିବାକୁ ହବେ।

ଦିତୀୟ ଶାମୁୟେଲ 11:2

ଥରେ ସନ୍ଧ୍ଯା ସମୟରେ ଦାଉଦ ବିଛଣାରକ୍ସ୍ଟ ଉଠି ଛାତ ଉପରେ ବକ୍ସ୍ଟଲିବା ସମୟରେ ଜଣେ ସ୍ତ୍ରୀଲୋକ ଗାଧୋଉ ଥିବାର ଦେଖିଲେ। ସହେି ସ୍ତ୍ରୀ ଜଣକ ଅତି ସକ୍ସ୍ଟନ୍ଦରୀ ଥିଲା।

ଯିଶାଇୟ 22:1

ଦର୍ଶନ ଉପତ୍ୟକା ସମ୍ବନ୍ଧୀଯ ଏକ ଦୁଃଖବାର୍ତ୍ତା : ତୁମ୍ଭମାନଙ୍କର କ'ଣ ହାଇେଛି ? ତୁମ୍ଭମାନେେ କାହିଁକି ଛାତ ଉପରକୁ ୟାଇଅଛ?

ଯିରିମିୟ 19:13

'ୟିରୁଶାଲମର ସମସ୍ତ ଗୃହ ଓ ସମସ୍ତ ରାଜ ପ୍ରାସାଦଗୁଡ଼ିକ ତାଫେତ୍ ତୁଲ୍ଯ ଅଶୁଚି ସ୍ଥାନ ହବେ। କାରଣ ସମାନେେ ଆକାଶମଣ୍ଡଳସ୍ଥ ଅତିଥି ଉଦ୍ଦେଶ୍ଯ ରେ ଧୂପ ଜଳାଇ ଅଛନ୍ତି ଓ ଅନ୍ୟ ଦବଗେଣ ଉଦ୍ଦେଶ୍ଯ ରେ ପଯେ ନବୈେଦ୍ଯ ଉତ୍ସର୍ଗ କରିଅଛନ୍ତି।'

ଯିହିଜିକଲ 3:18

ଯଦି ଆମ୍ଭେ ସହେି ଦୁଷ୍ଟ ଲୋକଟିକୁ କହୁଁ, 'ତୁମ୍ଭେ ନିଶ୍ଚିତ ଭାବରେ ମରିବ।' ଏବଂ ଯଦି ତୁମ୍ଭେ ସହେି ଦୁଷ୍ଟ ଲୋକର କୁକର୍ମରୁ ତା'ର ଜୀବନ ରକ୍ଷା କରିବା ପାଇଁ ସତର୍କ କରିବ ନାହିଁ, ସପରେି ଦୁଷ୍ଟ ଲୋକ ତା'ର ପାପ ପାଇଁ ମରିବ କିନ୍ତୁ ତା'ର ମୃତ୍ଯୁ ପାଇଁ ମୁଁ ତୁମ୍ଭକୁ ଦାଯୀ କରିବି।

ଯିହିଜିକଲ 3:20

ସହେିପରି ଭାବରେ ଯଦି କୌଣସି ଧାର୍ମିକ ଲୋକ, ଧାର୍ମିକ ହବୋ ବନ୍ଦ କରି ପାପ କରେ, ଆଉ ଆମ୍ଭେ ତା' ସମ୍ମୁଖ ରେ ଏକ ଝୁଣ୍ଟିବା ବସ୍ତୁ ରଖୁ, ତବେେ ସେ ମୃତ୍ଯୁବରଣ କରିବ ଏବଂ ତା'ର ପୁଣ୍ଯକର୍ମସବୁ ହିସାବକୁ ନିଆୟିବ ନାହିଁ। ସେ ମୃତ୍ଯୁବରଣ କରିବ କାରଣ ସେ ପାପ କରିଛି। କିନ୍ତୁ ତା'ର ମୃତ୍ଯୁଜନିତ ଅପରାଧ ପାଇଁ ଆମ୍ଭେ ତୁମ୍ଭକୁ ଦାଯୀ କରିବା। କାରଣ ତୁମ୍ଭେ ତାକୁ ସତର୍କ କଲ ନାହିଁ।

ଯିହିଜିକଲ 32:2

ହେ ମନୁଷ୍ଯ ପୁତ୍ର, ତୁମ୍ଭେ ମିଶରର ରାଜା ଫାରୋ ନିମନ୍ତେ ବିଳାପ କର, ଆଉ ତାହାକୁ କୁହ,

ମାଥିଉଲିଖିତ ସୁସମାଚାର 10:27

ମୁଁ ଗୋପନ ରେ ତୁମ୍ଭକୁ ଯାହା ସବୁ କହୁଛି, ତୁମ୍ଭେ ତାହାକୁ ପ୍ରକାଶ୍ଯ ଦିବା ଲୋକରେ କୁହ। ମୁଁ ତୁମ୍ଭକୁ ଆସ୍ତେ ଆସ୍ତେ ଯାହା କହୁଛି, ତୁମ୍ଭେ ଘର ଛାତ ଉପରେ ଚିତ୍କାର କରି ତାହା କୁହ।

ମାଥିଉଲିଖିତ ସୁସମାଚାର 18:6

କିନ୍ତୁ ମାଠାେ ରେ ବିଶ୍ବାସ ରଖିଥିବା ଏହି ନମ୍ର େଛାଟ ପିଲାମାନଙ୍କ ମଧ୍ଯରୁ କାହାରିକୁ ପାପ ପଥରେ ଯଦି କହେି ଟାଣିନିଏ, ତାହା ହେଲେ ସହେି ଲୋକର ବକରେେ ଗୋଟିଏ ଚକି ପଥର ବାନ୍ଧି ଗଭୀର ସମୁଦ୍ର ରେ ତାକୁ ବୁଡ଼ଇେ ଦିଆୟିବ।

ମାର୍କଲିଖିତ ସୁସମାଚାର 2:4

ଲୋକ ଭିଡ ହାଇେ ଯାଇଥିବାରୁ ସମାନେେ ରୋଗୀଟିକୁ ଯୀଶୁଙ୍କ ପାଖକୁ ଆଣି ପାରିଲେ ନାହିଁ। ତେଣୁ ସମାନେେ ଯୀଶୁ ଥିବା ଘରର ଛାତ କଣା କଲେ ଓ ବିଛଣା ରେ ପଡି ଥିବା ପକ୍ଷଘାତ ରୋଗୀଟିକୁ ସହେି କଣା ବାଟରେ ଯୀଶୁ ଥିବା ସ୍ଥାନ ପର୍ୟ୍ଯନ୍ତ, ତଳକୁ ଝୁଲାଇ ଦେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 10:9

ତହିଁ ଆରଦିନ ସମାନେେ ଯାଫୋ ନଗର ନିକଟରେ ପହନ୍ଚିଲେ, ସେତବେେଳେ ପିତର ଛାତ ଉପରକୁ ପ୍ରାର୍ଥନା କରିବାପାଇଁ ଯାଇଥିଲେ। ତାହାପ୍ରାୟ ଦ୍ବିପହର ସମୟ ଥିଲା।

ରେରିତମାନଙ୍କ କାର୍ଯ୍ୟର ବିବରଣ 20:26

ତେଣୁ ମୁଁ ଆଜି ତୁମ୍ଭକୁ ଗୋଟିଏ କଥା କହୁଛି। ମୁଁ ତୁମ୍ଭମାନଙ୍କର ରକ୍ତପାତ ଦୋଷର ସମ୍ପୂର୍ଣ୍ଣ ନିର୍ଦ୍ ଦୋଷ ଅଟେ।

ରୋମୀୟଙ୍କ ପ୍ରତି ପତ୍ର 14:13

ତା ହେଲେ ଆମ୍ଭେ ଏକା ରକେକୁ ଦୋଷ ଦବୋ ବନ୍ଦ କରିବା ଉଚିତ। ଆମ୍ଭେ ଏପରି ସଂକଳ୍ପ ନବୋ ଦରକାର, ଯେପରି ଆମ୍ଭର କାର୍ୟ୍ଯ ଦ୍ବାରା ନିଜ ଭାଇ କି ଭଉଣୀ ପାପରେ ପଡିବେ ନାହିଁ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 10:32

ଏଭଳି କୌଣସି କାମ କର ନାହିଁ, ଯାହା ଦ୍ବାରା ୟିହୁଦୀ ବା ଅଣୟିହୁଦୀ ଲୋକେ ବା ପରମେଶ୍ବରଙ୍କ ମଣ୍ଡଳୀ ବାଧା ପାଇବେ।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 1:10

ଯେପରି ତୁମ୍ଭେ ଭଲ ଓ ମନ୍ଦର ପାର୍ଥକ୍ଯ ଦେଖିପାରିବ ଓ ଉତ୍ତମ ବିଷୟ ବାଛି ପାରିବ। ତହିଁରେ ଖ୍ରୀଷ୍ଟ ଯେଉଁଦିନ ଆସିବେ, ତୁମ୍ଭେ ଶୁଦ୍ଧ ଓ ଦୋଷଶୂନ୍ଯ ହବେ ;

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 5:22

ସମସ୍ତ ପ୍ରକାରର ମନ୍ଦଠାରୁ ଦୂର ରେ ରୁହ।

Interlinear

Choose Theme