ତୁମ୍ଭମାନେେ ତୁମ୍ଭମାନଙ୍କର ଦ୍ରାକ୍ଷାକ୍ଷେତ୍ର ରେ ମିଶ୍ରିତ ବୀଜ ରୋପଣ କର ନାହିଁ। ତୁମ୍ଭେ ଏପରି ଯଦି କର, ଯେଉଁ ବୀଜ ବକ୍ସ୍ଟଣା ୟାଇଥିଲା ବା ଯେଉଁ ଫଳ ଫଳିଛି, ସଗେକ୍ସ୍ଟଡିକ ତୁମ୍ଭକୁ ବ୍ଯବହାର କରିବା ପାଇଁ ଅନକ୍ସ୍ଟମତି ଦିଆୟିବ ନାହିଁ।
Cross references
ତୁମ୍ଭମାନେେ ଆମ୍ଭର ସକଳବିଧି ପାଳନ କରିବ। ତୁମ୍ଭେ ଭିନ୍ନଜାତୀଯ ପଶୁ ସହିତ ଆପଣା ପଶୁମାନଙ୍କୁ ସଙ୍ଗମ କରିବାକୁ ଦବେ ନାହିଁ। ପୁଣି ନିଜ କ୍ଷତେ ରେ ମିଶ୍ରିତ ବୀଜ ବୁଣିବ ନାହିଁ କିମ୍ବା ଦୁଇ ପ୍ରକାର ସୂତା ମିଶ୍ରିତ ବସ୍ତ୍ର ବିନ୍ଧିବ ନାହିଁ।
'ଜଣେ କବେେ ହେଲେ ଏକା ବେଳେ ଦୁଇଜଣ ମାଲିକଙ୍କ ସବେକ ହାଇେ ପାରିବ ନାହିଁ।
କହେି କବେେ ପୁରିଣା ଲୁଗା କଣା ରେ ନୂଆ କନାର ତାଳି ପକାଏ ନାହିଁ। କାରଣ ନୂଆ କନା ଧୋଇବା ପୂର୍ବରୁ ଯାକି ହାଇେ ନଥାଏ। ନୂଆ କନାର ତାଳି ପକାଇ ଦେଲେ ତାହା ଯାକି ହବୋ ବଳକେୁ ପୁରୁଣା ଲୁଗାକୁ ଚାରିପଟୁ ଟାଣିଦବେ ଓ କଣାଟି ଆହୁରି ଅଧିକ ବଡ ହାଇଯେିବ।
ଯଦି ପରମେଶ୍ବର ଅନୁଗ୍ରହ ହତେୁ ସମାନଙ୍କେୁ ମନୋନୀତ କରିଛନ୍ତି, ତା' ହେଲେ ଲୋକମାନେ ନିଜେ କରିଥିବା କାର୍ୟ୍ଯ ହତେୁ ପରମେଶ୍ବରଙ୍କ ଲୋକ ହଇେ ନାହାଁନ୍ତି। ଯଦି କାର୍ୟ୍ଯ ଦ୍ବାରା ତାହା ହଇେଥାନ୍ତା ତବେେ ଅନୁଗ୍ରହର କ'ଣ ବା ଅର୍ଥ ହବେ? ତା' ହେଲେ କଣ ହେଲା?
ପୁଣି ଆମ୍ଭେ ସମ୍ପୂର୍ଣ୍ଣ ହୃଦୟର ସହ କହିପାରୁ ଯେ, ଏହି ଜଗତ ରେ ଆମ୍ଭେ ଯାହା କିଛି କରୁଛୁ, ତାହା ସବୁ ଆମ୍ଭେ ପରମେଶ୍ବରଙ୍କଠାରୁ ପାଇଥିବା ଶୁଦ୍ଧ ଓ ଅକପଟ ହୃଦୟ ରେ କହୁଛୁ। ଏଥିପାଇଁ ଆମ୍ଭେ ଗର୍ବିତ। ଏହା ତୁମ୍ଭମାନଙ୍କ ପାଇଁ କରା ଯାଇଥିବା କାର୍ୟ୍ଯ ଦୃଷ୍ଟିରୁ ଏହା ଅଧିକ ସତ୍ଯ। କାରଣ ଆମ୍ଭେ ଏହା ଜାଗତିକ ଜ୍ଞାନ ରେ ନୁହେଁ ମାତ୍ର ପରମେଶ୍ବରଙ୍କ କୃପାରୁ କରୁଛୁ।
ସେ କବଳେ ତୁମ୍ଭମାନଙ୍କର ସ୍ବାମୀ ହବେେ। କିନ୍ତୁ ମୁଁ ଭୟ କରୁଛି ଯେ, ଯେପରି ହବ୍ବା ସର୍ପର ପ୍ରବଞ୍ଚନା ଦ୍ବାରା ପ୍ରଭାବିତ ହାଇେଥିଲା, ସହେି ଭଳି ତୁମ୍ଭମାନଙ୍କ ମନ ମଧ୍ଯ ଖ୍ରୀଷ୍ଟଙ୍କ ପ୍ରତି ସତ୍ଯ ଓ ପବିତ୍ର ସମର୍ପଣ ଠାରୁ ଦୂରକୁ ଚାଲି ୟିବ।
କିନ୍ତୁ ତୁମ୍ଭେ ଯେତବେେଳେ ପରମେଶ୍ବରଙ୍କୁ ମାଗିଥାଅ, ସେତବେେଳେ ତୁମ୍ଭକୁ ବିଶ୍ବାସ କରିବାକୁ ପଡ଼ିବ। ପରମେଶ୍ବରଙ୍କୁ ସନ୍ଦହେ କର ନାହିଁ। ସନ୍ଦହେୀ ଲୋକ ସମୁଦ୍ରର ଢ଼େଉ ଭଳି। ପବନ ଢ଼େଉକୁ ଉପରକୁ ଉଠାଏ ଓ ତଳକୁ ପକାଏ, ସନ୍ଦହେୀ ଲୋକ ସହେି ଢ଼େଉ ଭଳି।
ଗୁଣଗାନ ଓ ଅଭିଶାପ ସହେି ଗୋଟିଏ ମୁହଁରୁ ବାହା ରେ ! ମାେ ଭାଇ ଓ ଭଉଣୀମାନେ, ଏଭଳି ହବୋ ଉଚିତ ନୁହେଁ।