ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ଉଦେଶ୍ଯ ରେ ତୁମ୍ଭେ ମାନସିକ କଲେ ତାହା ଦବୋକକ୍ସ୍ଟ ବିଳମ୍ବ କରିବ ନାହିଁ। କାରଣ ତାହା ତୁମ୍ଭର ପାପ ହବେ। ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ଅବଶ୍ଯ ତକ୍ସ୍ଟମ୍ଭଠାରକ୍ସ୍ଟ ତାହା ଆଦାଯ କରିବେ।
Cross references
ଏହାପରେ ଯାକୁବ ଏକ ପ୍ରତିଜ୍ଞା କଲେ, ସେ କହିଲେ, ଯଦି ପରମେଶ୍ବର ମାେ ସହିତ ରହିବେ, ଯଦି ଏହି ୟାତ୍ରା ରେ ପରମେଶ୍ବର ମାରେ ସହାୟ ହବେେ, ଯଦି ପରମେଶ୍ବର ମାେତେ ଖାଦ୍ୟ ବସ୍ତ୍ର ଯୋଗଇବେ।
ପରମେଶ୍ବର ଯାକୁବକୁ କହିଲେ, ବୈଥଲକେୁ ୟାଅ, ସଠାେରେ ବାସକର ଏବଂ ସଠାେରେ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ବଳି ଉତ୍ସର୍ଗ କରିବା ପାଇଁ ଏକ ୟଜ୍ଞବଦେୀ ସ୍ଥାପନ କର। ୟିଏ ତୁମ୍ଭ ଭାଇ ଏଷୌଠାରୁ ତୁମ୍ଭର ପଳାଯନ ବେଳେ ଆର୍ବିଭାବ ହାଇେଥିଲେ।
ଏବଂ ଏଥି ରେ ଅଧିକ କୋରଧିତ ହବେି। ମୁଁ ତାକୁ ଏକ ଖଡ୍ଗ ରେ ହତ୍ଯା କରିବି। ଏହାପରେ ତୁମ୍ଭର ସ୍ତ୍ରୀ ବିଧବା ହବେ ଏବଂ ତୁମ୍ଭର ପିଲାମାନେ ଅନାଥ ହବେେ।
ତୁମ୍ଭେ ଇଶ୍ରାୟେଲ ଲୋକମାନଙ୍କୁ କୁହ, ଯଦି କୌଣସି ବ୍ଯକ୍ତି ଉତ୍ସର୍ଗୀତ ଲୋକକୁ ସଦାପ୍ରଭୁଙ୍କୁ ଗୋଟିଏ ମହାନ୍ ଉଦ୍ଦେଶ୍ଯ ରେ ମାନସିକ କରେ, ତବେେ ତା'ର ମୂଲ୍ଯ ଯାଜକ ଦ୍ବାରା ନିରୂପିତ ହବେ ଓ ସେ ଲୋକଟି ଚିରଦିନ ପାଇଁ ପରମେଶ୍ବରଙ୍କର ହବେ। ଯଦି ଲୋକମାନେ ସହେି ମାନତ ଲୋକକୁ ଫୋରାଇ ଆଣିବାକୁ ଗ୍ଭହାଁନ୍ତି ତବେେ ସମାନେେ ନିରୂପିତ ମୂଲ୍ଯ ଦଇେ ଫରୋଇ ଆଣିବେ।
ଅନନ୍ତର ମାଶାେ ଇଶ୍ରାୟେଲ ପରିବାର ବର୍ଗଗୁଡିକରେ ପ୍ରଧାନବର୍ଗଙ୍କୁ କହିଲେ, ସଦାପ୍ରଭୁ ଏହି ଆଜ୍ଞା ଦଇେଅଛନ୍ତି।
ଏହି ଖାଦ୍ୟ ସକଳ ସହେି ଲବେୀୟ ଲୋକମାନଙ୍କର, କାରଣ ସମାନଙ୍କେର କୌଣସି ନିଜସ୍ବ ସଐତ୍ତି ନାହିଁ। ଏହି ଖାଦ୍ୟ ମଧ୍ଯ ଅନ୍ୟ ଲୋକମାନଙ୍କ ପାଇଁ ବିଦେଶୀମାନଙ୍କ ପାଇଁ ପିତୃହୀନ ଓ ବିଧବାମାନେ ଆସି ଭୋଜନ କରି ତୃଲ୍ଗ ହବେେ। ତହିଁରେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତକ୍ସ୍ଟମ୍ଭ ହସ୍ତକୃତ ସମସ୍ତ କର୍ମ ରେ ତୁମ୍ଭକୁ ଆଶୀର୍ବାଦ କରିବେ।
ତୁମ୍ଭମାନେେ ବିଦେଶୀମାନଙ୍କ ଠାରକ୍ସ୍ଟ ଏହି ଋଣ ପରିଶାଧେ କରିପାରିବ କିନ୍ତୁ ଆପଣା ଭାଇ ଇଶ୍ରାୟେଲୀୟବାସୀଙ୍କକ୍ସ୍ଟ ତାହା ଛାଡ କରିଦବେ।
ତୁମ୍ଭେ କୌଣସି ମାନତ ନିମନ୍ତେ କୌଣସି ବେଶ୍ଯାର ବତନେ କିଅବା କକ୍ସ୍ଟକକ୍ସ୍ଟରର ମୂଲ୍ଯ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ଗୃହକକ୍ସ୍ଟ ଆଣିବ ନାହିଁ। କାରଣ ସେ ଉଭୟ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ଘୃଣ୍ଯ ଅଟନ୍ତି।
ୟଦି ଜଣେ ବ୍ଯକ୍ତି କିଛି ଧନ କରଜ ଦିଏ ଓ ସେ ସହେି ଜନଠାରୁ କୌଣସି ସୁଧ ଆଦାଯ କରେ ନାହିଁ କିଅବା ସହେି ବ୍ଯକ୍ତି ନିରୀହ ଲୋକମାନଙ୍କୁ ଆଘାତ କରି ମୁଦ୍ରା ନିଏ ନାହିଁ। ଏହିପରି ଯେଉଁ ବ୍ଯକ୍ତି କରେ, ତବେେ ସହେି ଧାର୍ମିକ ସର୍ବଦା ପରମେଶ୍ବରଙ୍କ ନିକଟରେ ଅବସ୍ଥାନ କରିବ।
ହେ ପରମେଶ୍ବର, ତୁମ୍ଭ ନିକଟରେ କରିଥିବା ପ୍ରତିଜ୍ଞା, ମୁଁ ପୂରଣ କରିବି। ମୁଁ ତୁମ୍ଭକୁ ଧନ୍ଯବାଦ ରୂପକ ନବୈେଦ୍ଯ ଦବେି।
ତଣେୁ, ମୁଁ ତୁମ୍ଭ ପବିତ୍ର ମନ୍ଦିରକୁ ହାମବେଳି ନଇେ ଆସିବି। ଯେତବେେଳେ ମୁଁ ସଂଙ୍କଟରେ ଥିଲି, ମୁଁ ତୁମ୍ଭର ସାହାୟ୍ଯ ପାଇଁ ଅନୁ ରୋଧ କରିଥିଲି।
ଲୋକମାନେ ପରମେଶ୍ବରଙ୍କଠାରେ ମାନସିକ କରନ୍ତି, ଏବଂ ସସବେୁକୁ ପରମେଶ୍ବରଙ୍କଠାରେ ଅର୍ପଣ କରନ୍ତି। ଲୋକମାନେ ଚତୁର୍ଦ୍ଦିଗରେ ଥିବା ଜାତିଗଣ ପରମେଶ୍ବରଙ୍କ ନିକଟକୁ ଉପହାର ଆଣିବା ଉଚିତ୍, ଯେଉଁମାନେ କି ସମ୍ମାନ ପାଇଁ ଉପୟୁକ୍ତ ଅଟନ୍ତି।
ମୁଁ ସଦାପ୍ରଭୁଙ୍କଠାରେ କରିଥିବା ପ୍ରତିଜ୍ଞାକୁ ତାଙ୍କ ଲୋକମାନଙ୍କ ଆଗରେ ପୂର୍ଣ୍ଣ କରିବି।
ତୁମ୍ଭେ ପରମେଶ୍ବରଙ୍କଠା ରେ ପ୍ରତିଜ୍ଞା କଲେ ତାହା ପରିଶାଧେ କରିବାକୁ ବିଳମ୍ବ କର ନାହିଁ। କାରଣ ମୂର୍ଖମାନଙ୍କଠା ରେ ତାଙ୍କର ସନ୍ତାଷେ ନାହିଁ। ତୁମ୍ଭେ ଯାହା ପ୍ରତିଜ୍ଞା କର, ତାହା ପରିଶାଧେ କର।
ସେ ଋଣ ଦଇେ ସୁଧ ନଇେ ନାହିଁ କିମ୍ବା ସୁଧ ଦାବି କରି ନାହିଁ। ସେ ମନ୍ଦରୁ ଦୂର ରେ ରହେ ଏବଂ ସମସ୍ତଙ୍କୁ ଉତ୍ତମ ବ୍ଯବହାର କରେ।
ଯେତବେେଳେ ଲୋକମାନେ ଏହା ଦେଖିଲେ ସମାନେେ ଭୟଭୀତ ହାଇେ ପଡିଲେ ଏବଂ ସଦାପ୍ରଭୁଙ୍କୁ ଉପାସନା କଲେ। ସମାନେେ ସଦାପ୍ରଭୁଙ୍କୁ ବଳି ଦେଲେ ଏବଂ ସଦାପ୍ରଭୁଙ୍କ ନିକଟରେ ମାନସିକ କରି ଶପଥ କଲେ।
ପରିତ୍ରାଣ କବଳେ ସଦାପ୍ରଭୁଙ୍କ ନିକଟରୁ ଆ ସେ। ହେ ସଦାପ୍ରଭୁ, ମୁଁ ବଳିଦାନ ଦବୋକୁ ପ୍ରସ୍ତୁତ ଏବଂ ମୁଁ ତୁମ୍ଭକୁ ପ୍ରଶଂସା ଓ ଧନ୍ଯବାଦ ଜଣାଇବି। ମୁଁ କରିଥିବା ସମସ୍ତ ଶପଥ ରକ୍ଷା କରିବି।
ହେ ଯିହୁଦା ଗ୍ଭହଁ! ପର୍ବତ ଆଡକୁ ଗ୍ଭହଁ। ଜଣେ ଦୂତ ଉତ୍ତମ ସନ୍ଦେଶ ଆଣି ଆସୁଛନ୍ତି। ସେ କୁହନ୍ତି, ଶାନ୍ତି ଆସିଛି। ହେ ୟୁହୁଦା, ତୁମ୍ଭର ଉତ୍ସବ ପାଳନ କର। ତୁମ୍ଭର ଶପଥ ପୂର୍ଣ୍ଣ କର। ସହେି ମନ୍ଦ ଲୋକ ଆଉ ଆସିବେ ନାହିଁ। ସମାନେେ ତୁମ୍ଭମାନଙ୍କୁ ପୁନର୍ବାର ଆକ୍ରମଣ କରିପାରିବେ ନାହିଁ। କାହିଁକି ସମାନେେ ଆକ୍ରମଣ କରିପାରିବେ ନାହିଁ? କାରଣ ସହେି ମନ୍ଦ ଲୋକମାନେ ସମ୍ପୂର୍ଣ୍ଣ ଭାବରେ ଧ୍ବଂସ ପାଇଛନ୍ତି।
ଏକଥା ତୁମ୍ଭେ ଶୁଣିଛ ଯେ ଆମ୍ଭର ପୂର୍ବପୁରୁଷମାନଙ୍କୁ କୁହାୟାଇ ଥିଲା: 'ତୁମ୍ଭମାନେେ କରିଥିବା ପ୍ରତିଜ୍ଞା କବେେ ହେଲେ ଭାଙ୍ଗ ନାହିଁ ଓ ପ୍ରଭୁଙ୍କ ଉଦ୍ଦେଶ୍ଯ ରେ ସହେି ସବୁ ପାଳନ କର।'