Home Bibles ☰ Books ଦିତୀୟ ବିବରଣ 23:5 · ଓଡ଼ିଆ ବାଇବେଲ
ଦିତୀୟ ବିବରଣ 23:5 · ଓଡ଼ିଆ ବାଇବେଲ

ତଥାପି ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ବିଲିଯମର କଥା ଶୁଣିବାକୁ ସମ୍ମତ ହେଲେ ନାହିଁ। ମାତ୍ର ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତୁମ୍ଭକୁ ପ୍ ରମେ କରିବାରକ୍ସ୍ଟ ସହେି ଶାପକକ୍ସ୍ଟ ଲେଉଟାଇ ଆଶୀର୍ବାଦ କଲେ।

Cross references

ଗଣନା ପୁସ୍ତକ 22:5

ତହୁଁ ସେ ବିଯୋରର ପୁତ୍ର ବିଲିଯମ ନିକଟକୁ ବାର୍ତ୍ତାବହ ପଠାଇଲେ। ସହେି ସମୟରେ ବିଲିଯମ ନିଜ ସମ୍ପର୍କୀଯମାନଙ୍କର ଦେଶର ଫରାତ ନଦୀ ନିକଟସ୍ଥ ପାଥୋର ନଗର ରେ ଥିଲେ। ବାଲାକ୍ର ବାର୍ତ୍ତା ଥିଲା, ମିଶରରୁ ବହୁତ ଲୋକ ଆସିଲେ। ସମାନେେ ସମଗ୍ର ଦେଶକୁ ଆଚ୍ଛନ୍ନ କରିଅଛନ୍ତି ଏବଂ ବର୍ତ୍ତମାନ ଆମ୍ଭ ନିକଟବର୍ତ୍ତୀ ହାଇେଛନ୍ତି।

ଗଣନା ପୁସ୍ତକ 22:35

ତା'ପରେ ସଦାପ୍ରଭୁଙ୍କ ଦୂତ ବିଲିଯମକୁ କହିଲେ, ସହେି ଲୋକମାନଙ୍କ ସଙ୍ଗେ ୟାଅ। ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା କବଳେ ତାହା ତୁମ୍ଭେ କହିବ। ତହୁଁ ବିଲିଯମ ବାଲାକଙ୍କ ଅଧିପତିମାନଙ୍କ ସହିତ ଗମନ କଲା।

ଗଣନା ପୁସ୍ତକ 23:5

ସେତବେେଳେ ସଦାପ୍ରଭୁ ବିଲିଯମର ମୁଖ ରେ ଏକ ବାକ୍ଯ ଦଇେ ତାକୁ କହିଲେ, ତୁମ୍ଭେ ବାଲାକ୍ ନିକଟକୁ ଫରେିୟାଅ, ତାକୁ ଏହିରୂପେ କୁହ।

ଗଣନା ପୁସ୍ତକ 23:16

ସଦାପ୍ରଭୁ ବିଲିଯମ ସହିତ ସାକ୍ଷାତ କଲେ ଓ ତାହାର ମୁଖ ରେ ବାକ୍ଯ ଦେଲେ, ତୁମ୍ଭେ ବାଲାକ୍ ନିକଟକୁ ୟାଅ ଏବଂ ତାକୁ ଏହା କୁହ।

ଗଣନା ପୁସ୍ତକ 24:9

ଇଶ୍ରାୟେଲ ବସିପଡୁଛି ଓ ସିଂହତୁଲ୍ଯ ଶଯନ କରୁଛି। କିଏ ତାକୁ ଉଠାଇବାକୁ ଯାଉଛି, ଯେକହେି ବ୍ଯକ୍ତି ୟିଏ ତୁମ୍ଭକୁ ଆଶୀର୍ବାଦ କରନ୍ତି, ସେ ଆଶୀର୍ବାଦ ପ୍ରାପ୍ତ ହବେ। ଯେକହେି ବ୍ଯକ୍ତି ତୁମ୍ଭକୁ ଶାପ ଦିଅନ୍ତି, ସେ ଶାପଗ୍ରସ୍ତ ହବେ।

ଦିତୀୟ ବିବରଣ 2:29

ଆମ୍ଭେ ୟର୍ଦ୍ଧନ ନଦୀ ପାର ହବୋ ପର୍ୟ୍ଯନ୍ତ ତକ୍ସ୍ଟମ୍ଭ ଦେଶ ମଧ୍ଯ ଦଇେ ୟିବାକକ୍ସ୍ଟ ଦିଅ। ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବର ଆମ୍ଭକକ୍ସ୍ଟ ଯେଉଁ ଦେଶ ଦଇେଛନ୍ତି, ସେ ଦେଶକକ୍ସ୍ଟ ୟିବାପାଇଁ ଆମ୍ଭକକ୍ସ୍ଟ ତକ୍ସ୍ଟମ୍ଭ ଦେଶ ଦଇେ ୟିବାକକ୍ସ୍ଟ ଦିଅ। ଅନ୍ୟ ଲୋକମାନେ ଓ ଆଉ ନିବାସୀ ମାୟୋବୀଯମାନେ ଯଥା ଏଷୌର ସନ୍ତାନଗଣ ଆମ୍ଭମାନଙ୍କୁ ଯେପରି ୟିବାକକ୍ସ୍ଟ ଦଇେଛନ୍ତି, ସହେିପରି ତୁମ୍ଭମାନେେ ଆମ୍ଭମାନଙ୍କୁ ତକ୍ସ୍ଟମ୍ଭ ଦେଶ ଦଇେ ୟିବାକକ୍ସ୍ଟ ଦିଅ।'

ଦିତୀୟ ବିବରଣ 7:7

କାରଣ ତୁମ୍ଭମାନେେ ଅନ୍ୟ ଜାତିଗଣ ଅପେକ୍ଷା ଅଧିକ ସଂଖ୍ଯକ, ତାହା ନକ୍ସ୍ଟହଁ ଯେ, ସଦାପ୍ରଭୁ ତୁମ୍ଭମାନଙ୍କୁ ପ୍ ରମେ କଲେ ଓ ମନୋନୀତ କଲେ। କାରଣ ତୁମ୍ଭମାନେେ ସମସ୍ତ ଲୋକ ଅପେକ୍ଷା ସବୁଠକ୍ସ୍ଟ କମ୍ ଥିଲ।

ଦିତୀୟ ବିବରଣ 33:3

ହଁ, ସେ ଲୋକମାନଙ୍କୁ ପ୍ ରମେ କରନ୍ତି। ତାଙ୍କର ସମସ୍ତ ପବିତ୍ର ଲୋକ ତୁମ୍ଭର ହସ୍ତଗତ ଓ ସମାନେେ ତୁମ୍ଭର ଚରଣ ତଳେ ବସିଲେ। ପ୍ରେତ୍ୟକକ ଲୋକ ତକ୍ସ୍ଟମ୍ଭ ବାକ୍ଯ ଗ୍ରହଣ କରିବେ।

ଯିହୋଶୂୟ 24:10

କିନ୍ତୁ ମୁ ସଦାପ୍ରଭୁ ବିଲିଯମର କଥାକକ୍ସ୍ଟ ଧ୍ଯାନ ଦଲେି ନାହିଁ। ସେ ତୁମ୍ଭକୁ ବହକ୍ସ୍ଟବାର ଆଶୀର୍ବାଦ କଲା। ଏବଂ ମୁ ତୁମ୍ଭକୁ ତା'ର ଶକ୍ତି କବଳରକ୍ସ୍ଟ ରକ୍ଷା କଲି।

ଗୀତସଂହିତା 73:1

ପରମେଶ୍ବର ସତରେ ଇଶ୍ରାୟେଲର ମଙ୍ଗଳକାରୀ। ଯେଉଁମାନଙ୍କର ହୃଦଯ ପବିତ୍ର ସମାନଙ୍କେ ନିମନ୍ତେ ପରମେଶ୍ବର ମଙ୍ଗଳମଯ ଅଟନ୍ତି।

ହିତୋପଦେଶ 26:2

ଘରଚଟିଆ ଭ୍ରମଣ କରୁଥିବା ବେଳେ ଓ ଡ଼ାଳ ଚଟିଆ ଡ଼ଉଡ଼ୁଥିବା ବେଳେ ସପରେି ଆକାରଣ ରେ ଦତ୍ତ ଶାପ ନିକଟକୁ ଆ ସେ ନାହିଁ।

ଯିରିମିୟ 31:3

ସଦାପ୍ରଭୁ ତାକୁ ବହୁଦୂର ସ୍ଥାନରୁ ଦର୍ଶନ ଦେଲେ ଓ କହିଲେ, ଆମ୍ଭେ ଚିରସ୍ଥାଯୀ ଭାବରେ ତୁମ୍ଭକୁ ପ୍ ରମେ କରି ଆସିଛୁ। ଏଣୁ ସ୍ନହପେୂର୍ଣ୍ଣ କରୁଣା ରେ ଆମ୍ଭେ ତୁମ୍ଭକୁ ଆକର୍ଷଣ କରିବା।

ଯିହିଜିକଲ 16:8

ଏବଂ ମୁଁ ଯେତବେେଳେ ତୁମ୍ଭକୁ ଅନାଇଲି, ସେତବେେଳେ ଦେଖିଲି ତୁମ୍ଭେ ପ୍ ରମେ କରିବା ପାଇଁ ରାଜି ହାଇୟୋଇଥିଲ। ତେଣୁ ମୁଁ ତୁମ୍ଭ ଶରୀର ଉପ ରେ ମାରେ ବସ୍ତ୍ର ଆବୃତ କଲି। ମୁଁ ଶପଥ କରି ତୁମ୍ଭ ସଙ୍ଗେ ନିଯମ ସ୍ଥିର କଲି ଏବଂ ତୁମ୍ଭେ ମାରେ ହେଲ।' ଏହା ସଦାପ୍ରଭୁ ମାରେ ପ୍ରଭୁ କହନ୍ତି

ମୀଖା 6:5

ହେ ଆମ୍ଭର ଲୋକମାନେ, ମାୟୋବର ରାଜା ବାଲାକ୍ କିପ୍ରକାର ମନ୍ଦ ଯୋଜନା କରିଥିଲେ, ସ୍ମରଣ କର। ଆଉ ବିଯୋରର ପୁତ୍ର ବିଲିଯମ୍ ତାଙ୍କୁ କି ଉତ୍ତର ଦଇେଥିଲେ, ତାକୁ ସ୍ମରଣ କର। ଶିଟୀମ୍ଠାରୁ ଗିଲ୍ଗଲ୍ ପର୍ୟ୍ଯନ୍ତ ଯାହାସବୁ ଘଟିୟାଇଛି, ତାକୁ ମଧ୍ଯ ମନେ ପକାଅ। ତାହା ହେଲେ ସଦାପ୍ରଭୁଙ୍କର ନ୍ଯାଯ କର୍ମ ବିଷଯ ରେ ତୁମ୍ଭମାନେେ ଜାଣି ପାରିବ।

Interlinear

Choose Theme