ତୁମ୍ଭେ ଆପଣା କ୍ଷେତ୍ର ରେ ଶସ୍ଯ କାଟିବା ବେଳେ ଗୋଟିଏ ବିଡା କ୍ଷେତ୍ର ରେ ପାସୋରି ଆସିଲେ ତାହା ଆଣିବା ପାଇଁ ଫରେିୟିବ ନାହିଁ। ତାହା ବିଦେଶୀର, ପିତୃହୀନର ଓ ବିଧବାର ହବେ। ତହିଁରେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତକ୍ସ୍ଟମ୍ଭ ହସ୍ତକୃତ ସମସ୍ତ କର୍ମ ରେ ତୁମ୍ଭକୁ ଆଶୀର୍ବାଦ କରିବେ।
Cross references
ତୁମ୍ଭମାନେେ ଅମଳ ସମୟରେ ଯବେେ ଶସ୍ଯ କାଟୁଛ ତବେେ କ୍ଷେତ୍ରକୁ ନିଃଶଷେ କରି ଶସ୍ଯ କାଟିବ ନାହିଁ। କିମ୍ବା ନିତ ଶସ୍ଯକ୍ଷେତ୍ରରୁ ତ୍ଯକ୍ତ ଶସ୍ଯ ସାଉଣ୍ଟିବା ନାହିଁ।
ଆଉ ତୁମ୍ଭମାନେେ ଶସ୍ଯ କାଟିଲା ବେଳେ, କ୍ଷେତ୍ରରୁ ସମସ୍ତ ଶସ୍ଯ ନିଃଶଷେ କରି କାଟିବ ନାହିଁ। ଆଉ ତଳେ ପଡିଥିବା ଶସ୍ଯକୁ ସାଉଁଟିବ ନାହିଁ। ତୁମ୍ଭମାନେେ ସେସବୁ ଦୁଃଖୀ ଓ ବିଦେଶୀମାନଙ୍କ ପାଇଁ ଛାଡିବ। ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟୁ।
ଏହି ଖାଦ୍ୟ ସକଳ ସହେି ଲବେୀୟ ଲୋକମାନଙ୍କର, କାରଣ ସମାନଙ୍କେର କୌଣସି ନିଜସ୍ବ ସଐତ୍ତି ନାହିଁ। ଏହି ଖାଦ୍ୟ ମଧ୍ଯ ଅନ୍ୟ ଲୋକମାନଙ୍କ ପାଇଁ ବିଦେଶୀମାନଙ୍କ ପାଇଁ ପିତୃହୀନ ଓ ବିଧବାମାନେ ଆସି ଭୋଜନ କରି ତୃଲ୍ଗ ହବେେ। ତହିଁରେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତକ୍ସ୍ଟମ୍ଭ ହସ୍ତକୃତ ସମସ୍ତ କର୍ମ ରେ ତୁମ୍ଭକୁ ଆଶୀର୍ବାଦ କରିବେ।
ତୁମ୍ଭମାନେେ ନିଶ୍ଚିତ ଭାବରେ ହୃଦଯ ରେ ସହିତ ତାଙ୍କୁ ଦବୋ ଉଚିତ୍। ତାଙ୍କୁ ଦବୋ ବେଳେ ତୁମ୍ଭେ କକ୍ସ୍ଟସ୍ଖିତ ହବୋ ଉଚିତ୍ ନକ୍ସ୍ଟ ହେଁ। କାରଣ ସହେି କର୍ମ ହତେକ୍ସ୍ଟ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତୁମ୍ଭର ସମସ୍ତ କର୍ମ ରେ ଓ ତୁମ୍ଭେ ଯେଉଁ ବିଷଯ ରେ ଧ୍ଯାନ ଦିଅ, ସଦାପ୍ରଭୁ ସେଥି ରେ ତୁମ୍ଭକୁ ଆଶୀର୍ବାଦ କରିବେ।
ତୁମ୍ଭେ ଆପଣା ଜିତ୍ବୃକ୍ଷରକ୍ସ୍ଟ ଫଳ ପାରିଲା ପରେ ଆଉଥରେ ଡାଳକକ୍ସ୍ଟ ୟିବ ନାହିଁ। ତାହା ବିଦେଶୀର, ପିତୃହୀନର ଓ ବିଧବାର ହବେ।
ତେଣୁ ତୁମ୍ଭେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ସମ୍ମକ୍ସ୍ଟଖ ରେ ନିଶ୍ଚଯ ଏହା କହିବ, 'ତୁମ୍ଭର ସମସ୍ତ ଆଜ୍ଞା ଅନକ୍ସ୍ଟସା ରେ ମୁ ଆପଣା ଗୃହରକ୍ସ୍ଟ ସମସ୍ତ ପବିତ୍ର ଖାଦ୍ୟ ବାହାର କରି ନଇେଛି। ଏବଂ ଲବେୀୟକକ୍ସ୍ଟ, ବିଦେଶୀମାନଙ୍କୁ, ପିତୃମାତୃହୀନମାନଙ୍କୁ ଓ ବିଧବାମାନଙ୍କୁ ଦଇେଅଛି। ମୁ ତୁମ୍ଭର କୌଣସି ଆଜ୍ଞା ଲଘଂନ କରିନାହିଁ କିଅବା ସଗେକ୍ସ୍ଟଡିକ ପାଶୋରି ନାହିଁ।
ତା'ର କାମକକ୍ସ୍ଟ ସରଳ କରିବା ପାଇଁ କିଛି ଶସ୍ଯ ପକାଇ ୟାଅ ଏବଂ ତାକକ୍ସ୍ଟ ଗୋଟାଇବାକକ୍ସ୍ଟ ଦିଅ। ତାଙ୍କୁ ବାରଣ କର ନାହିଁ।
ମୁଁ କବେେ ଗରିବ ଲୋକକୁ ସାହାୟ୍ଯ କରିବାକୁ ମନା କରିନାହିଁ। ବିଧବାମାନଙ୍କୁ ସମାନଙ୍କେ ଦରକାର ମୁତାବକ ଦଇେଛି।
ସଦାପ୍ରଭୁ ଆୟୁବକୁ ଅଧିକ ଆଶୀର୍ବାଦ କଲେ, ତାହାଠାରୁ ମଧ୍ଯ ଅଧିକ ୟହା ତା'ର ପ୍ରଥମ ଥିଲା। ଆୟୁବ 14,000 ମେଣ୍ଢା, 6 ,000 ଓଟ, 1,000 ହଳ ବଳଦ, 1,000 ମାଈ ଗଧ ପାଇଲେ।
ଯେଉଁ ବ୍ଯକ୍ତି ଗରିବ ଲୋକମାନଙ୍କୁ ସାହାୟ୍ଯ କରେ, ସେ ଅନକେ ଆଶୀର୍ବାଦ ପାଇବାକୁ ସକ୍ଷମ ହୁଏ। ଯେତବେେଳେ ବିପଦ ଆସେ ସଦାପ୍ରଭୁ ସହେି ଲୋକକୁ ରକ୍ଷା କରନ୍ତି।
ଯେଉଁ ଲୋକ ମୁକ୍ତ ଭାବରେ ଦିନହୀନମାନଙ୍କୁ ଦାନ କରେ, ତା'ର ଧର୍ମ ଏକ। ଚିରକାଳସ୍ଥାଯୀ। ସେ ବିଜଯ ଏବଂ ସମ୍ମାନ ପାଇବ।
କହେି କହେି ଦାନ କରି ଆହୁରି ଧନ ବଢ଼ାନ୍ତି। ପୁଣି କହେି କହେି ଉଚିତ୍ ବ୍ଯଯ ଅସ୍ବୀକାର କଲେ ହେଁ ତହିଁରୁ କବଳେ ଅଭାବ ଜନ୍ମେ।