Home Bibles ☰ Books ଦିତୀୟ ବିବରଣ 24:22 · ଓଡ଼ିଆ ବାଇବେଲ
ଦିତୀୟ ବିବରଣ 24:22 · ଓଡ଼ିଆ ବାଇବେଲ

ଆଉ ତୁମ୍ଭମାନେେ ମିଶର ଦେଶ ରେ ବନ୍ଧା ଦାସ ଥିଲ, ଏହା ସର୍ବଦା ସ୍ମରଣ କରିବ। ଏଣୁ ଆମ୍ଭେ ତୁମ୍ଭକୁ ଏହି କର୍ମ କରିବା ପାଇଁ ଆଜ୍ଞା ଦଇେଅଛୁ।

Cross references

ଦିତୀୟ ବିବରଣ 5:14

କିନ୍ତୁ ସଲ୍ଗମ ଦିନଟି ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କର ବିଶ୍ରାମ ଦିନ ଅଟେ, ତହିଁରେ ତୁମ୍ଭେ କି ତୁମ୍ଭର ପକ୍ସ୍ଟତ୍ର କି ତୁମ୍ଭର କନ୍ଯା କି ତୁମ୍ଭର ଦାସ, କି ତୁମ୍ଭର ଦାସୀ, କି ତୁମ୍ଭର ଗୋରୁ, କି ତୁମ୍ଭର ଗଧ କି ତୁମ୍ଭର କୌଣସି ପଶକ୍ସ୍ଟ, କି ତୁମ୍ଭର ନଗର ଦ୍ବାରାବର୍ତ୍ତୀ ବିଦେଶୀ, କହେି କୌଣସି କାର୍ୟ୍ଯ କରିବେ ନାହିଁ। ତହିଁରେ ତୁମ୍ଭର ଦାସ ଓ ଦାସୀ ତକ୍ସ୍ଟମ୍ଭପରି ବିଶ୍ରାମ କରିବେ।

ଦିତୀୟ ବିବରଣ 5:15

ଏକଥା ତୁମ୍ଭେ ଭକ୍ସ୍ଟଲିବ ନାହିଁ ଯେ ତୁମ୍ଭମାନେେ ମିଶର ରେ, ଏକଦା ଦାସ ଥିଲ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ପରାକ୍ରାନ୍ତ ହସ୍ତଦ୍ବାରା ତୁମ୍ଭମାନଙ୍କୁ ମିଶରରକ୍ସ୍ଟ ବାହାର କରି ଆଣିଲେ। ସେ ତୁମ୍ଭମାନଙ୍କୁ ମକ୍ସ୍ଟକ୍ତକଲେ। ଏହି ହତେକ୍ସ୍ଟ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ବିଶ୍ରାମଦିନ ପାଳନାର୍ଥେ ତୁମ୍ଭମାନଙ୍କୁ ଆଜ୍ଞା ଦଇେଛନ୍ତି।

ଦିତୀୟ ବିବରଣ 7:8

କିନ୍ତୁ ସଦାପ୍ରଭୁ ତୁମ୍ଭମାନଙ୍କୁ ସ୍ନହେ କରିବାରକ୍ସ୍ଟ ଓ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ସେ ଯେଉଁ ଶପଥ କରିଥିଲେ, ତାହା ପ୍ରତିପାଳନ କରିବାକୁ ଇଛକ୍ସ୍ଟକ ହବୋରକ୍ସ୍ଟ ସଦାପ୍ରଭୁ ବଳବାନ୍ ହସ୍ତଦ୍ବାରା ତୁମ୍ଭମାନଙ୍କୁ ବାହାର କରି ଆଣିଲେ। ସେ ତୁମ୍ଭମାନଙ୍କୁ ଦାସତ୍ବରକ୍ସ୍ଟ ଓ ମିଶରର ରାଜା ଫାରୋଙ୍କ ହସ୍ତରକ୍ସ୍ଟ ରକ୍ଷା କଲେ।

ଦିତୀୟ ବିବରଣ 24:18

ମାତ୍ର ତୁମ୍ଭେ ମିଶର ରେ ସ୍ଥାଯୀଭାବେ ଦାସ ଥିଲେ, ପକ୍ସ୍ଟଣି ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତୁମ୍ଭକୁ ସଠାେରକ୍ସ୍ଟ ମକ୍ସ୍ଟକ୍ତ କରିଅଛନ୍ତି। ଏକଥାକକ୍ସ୍ଟ ସ୍ମରଣ କରିବ। ଏଣୁ ଆମ୍ଭେ ତୁମ୍ଭକୁ ଏହି କର୍ମ କରିବା ପାଇଁ ଆଜ୍ଞା ଦଇେ ଅଛକ୍ସ୍ଟ।

ଯିଶାଇୟ 51:1

ହେ ଧର୍ମାଚାରୀଗଣ, ହେ ସଦାପ୍ରଭୁଙ୍କ ଅନ୍ବଷେଣକାରୀଗଣ। ତୁମ୍ଭମାନେେ ଆମ୍ଭର କଥା ଶୁଣ ; ତୁମ୍ଭମାନେେ ଯେଉଁ ଶୈଳରୁ କଟା ହାଇେଥିଲ ଓ ଯେଉଁ ଗର୍ତ୍ତରୁ ଚ୍ଛଦରେୁ ଖୋଳା ହାଇେଥିଲା, ତାହା ପ୍ରତି ଦୃଷ୍ଟିପାତ କର।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 8:8

ମୁଁ ତୁମ୍ଭମାନଙ୍କୁ ଦାନ ଦବୋପାଇଁ ଆଦେଶ ଦେଉ ନାହିଁ। କିନ୍ତୁ ମୁଁ ଦେଖିବାକୁ ଇଚ୍ଛା କରେ ଯେ, ପ୍ରକୃତ ରେ ତୁମ୍ଭମାନଙ୍କ ପ୍ ରମେ ସତ୍ଯ ଅଟେ। ଅନ୍ୟ ଲୋକମାନେ ସାହାୟ୍ଯ କରିବା ପାଇଁ ଦଖାେଉଥିବା ଉତ୍ସାହ ବିଷୟ ରେ କହି ଏହା ମୁଁ ଦଖାଇେ ଦବୋକୁ ଚା ହେଁ।

ଏଫିସୀୟଙ୍କ ପ୍ରତି ପତ୍ର 5:1

ତୁମ୍ଭମାନେେ ପରମେଶ୍ବରଙ୍କ ପ୍ରିୟ ସନ୍ତାନ। ଅତଏବ ପରମେଶ୍ବରଙ୍କ ଭଳି ହବୋକୁ ଚେଷ୍ଟା କର।

ଯୋହନଙ୍କ ପ୍ରଥମ ପତ୍ର 4:10

ଆମ୍ଭମାନେେ ଯେ ପରମେଶ୍ବରଙ୍କୁ ପ୍ ରମେ କଲୁ, ତାହା ନୁହେଁ, ମାତ୍ର ସେ ଆମ୍ଭମାନଙ୍କୁ ପ୍ ରମେ କଲେ, ଏହା ହେଉଛି ପ୍ରକୃତ ପ୍ ରମେ। ପୁଣି ଆପଣା ପୁତ୍ରଙ୍କୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ ସ୍ବରୂପ କରି ପଠାଇଲେ :

Interlinear

Choose Theme