କହେି ଚକି ବା ଚକିର ଉପର ପଟ ବନ୍ଧକ ରଖିବ ନାହିଁ, କାରଣ ତାହା କଲେ ମନକ୍ସ୍ଟଷ୍ଯର ପ୍ରାଣ ବନ୍ଧକ ରଖିବା ସହିତ ସମାନ।
Cross references
ବର୍ତ୍ତମାନ ଚିନ୍ତା କରନ୍ତୁ, କ'ଣ ହବେ। ଯେତବେେଳେ ଆମ୍ଭେ ଆମ୍ଭର ସାନ ଭାଇ ବିନା ଘରକୁ ଫରେିବୁ। ସହେି ବାଳକ ଆମ୍ଭ ପିତଙ୍କର ଅମୁଲ୍ଯ ସମ୍ପଦ।
ଯବେେ ତୁମ୍ଭେ ଆପଣା ପଡ଼ୋଶୀର ବସ୍ତ୍ର ବନ୍ଧକ ରଖିବ ତବେେ ତାହା ସୂର୍ୟ୍ଯାସ୍ତ ପୂର୍ବରୁ ଫରୋଇ ଦବେ।
ଯେତବେେଳେ ତୁମ୍ଭମାନେେ ବାହକ୍ସ୍ଟବଳଦ୍ବାରା ଅବୋରଧ କରିବ। ସେତବେେଳେ ତୁମ୍ଭମାନେେ ନଗରମାନଙ୍କ ରେ ଥିବା ଗଛମାନଙ୍କୁ କାଟିବା ନାହିଁ। ତୁମ୍ଭମାନେେ ତାହାର ଫଳ ଖାଇ ପାରିବ। ସହେି ବୃକ୍ଷମାନେ ତୁମ୍ଭର ଶତୃ ନକ୍ସ୍ଟହଁନ୍ତି ତେଣୁ ସମାନଙ୍କେୁ ତୁମ୍ଭେ କାଟିବ ନାହିଁ।
ଯୀଶୁ କହିଲେ, ସାବଧାନର ସହିତ ସମସ୍ତ ପ୍ରକାର ଲୋଭରୁ ନିଜକୁ ଦୂର ରେ ରଖ। ନିଜର ଅଧିକାର ରେ ଥିବା ବିପୁଳ ସଂପତ୍ତରୁ କହେି କବେେ ଜୀବନ ପାଇ ପା ରନୋହିଁ।
ତୋ'ଠା ରେ କହେି ହେଲେ ଆଉ ଲୋକମାନଙ୍କର ବୀଣାର ସଙ୍ଗୀତ ଓ ବଂଶୀ, ତୂରୀ ଭଳି ଅନ୍ୟ ବାଦ୍ଯୟନ୍ତ୍ର ଶୁଣିବେ ନାହିଁ। ତୋ'ଠା ରେ କୌଣସି ଶିଳ୍ପର କାରିଗରମାନେ ଆଉ ଦଖାେଯିବେ ନାହିଁ। ତୋ'ଠା ରେ ଚକିପଷୋର ଶବ୍ଦ ଆଉ କବେେ ହେଲେ ଶୁଣାୟିବ ନାହିଁ।