Home Bibles ☰ Books ଦିତୀୟ ବିବରଣ 26:11 · ଓଡ଼ିଆ ବାଇବେଲ
ଦିତୀୟ ବିବରଣ 26:11 · ଓଡ଼ିଆ ବାଇବେଲ

ଏହାପରେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତକ୍ସ୍ଟମ୍ଭ ପ୍ରତି ଓ ତକ୍ସ୍ଟମ୍ଭ ପରିବାର ପ୍ରତି ଯେଉଁ ସବୁ ମଙ୍ଗଳ କରିଛନ୍ତି, ସେ ସବୁ ରେ ତୁମ୍ଭେ ଓ ଲବେୀୟ ଓ ତକ୍ସ୍ଟମ୍ଭ ମଧ୍ଯବର୍ତ୍ତୀ ବିଦେଶୀଯ ଲୋକ ତୁମ୍ଭମାନେେ ସମସ୍ତେ ଆନନ୍ଦ କରିବ।

Cross references

ଦିତୀୟ ବିବରଣ 12:7

ସହେି ସ୍ଥାନ ରେ ତୁମ୍ଭମାନେେ ଓ ତୁମ୍ଭମାନଙ୍କର ପରିବାର ସଦସ୍ଯଗଣ ସଦାପ୍ରଭୁଙ୍କ ଉପସ୍ଥିତ ରେ ଭୋଜନ କରିବ। ତୁମ୍ଭକୁ ଯାହା ପ୍ରାଲ୍ଗି ହାଇେଛି ସେଥି ରେ ଆନନ୍ଦିତ ହକ୍ସ୍ଟଅ, ଯେ ହତେକ୍ସ୍ଟ ସଦାପ୍ରଭୁ ତକ୍ସ୍ଟମ୍ଭଙ୍କକ୍ସ୍ଟ ଆଶୀର୍ବାଦ କରିଛନ୍ତି।

ଦିତୀୟ ବିବରଣ 12:12

ତୁମ୍ଭମାନେେ ଓ ତୁମ୍ଭମାନଙ୍କର ସନ୍ତାନ ସନ୍ତତିଗଣ ତୁମ୍ଭମାନଙ୍କର ଦାସଗଣ, ତୁମ୍ଭମାନଙ୍କର ଦାସୀଗଣ ତୁମ୍ଭମାନଙ୍କର ନଗରଦ୍ବାରବର୍ତ୍ତୀ ଲବେୀୟ ଲୋକର କୌଣସି ଅଂଶ କି ଅଧିକାର ତୁମ୍ଭମାନଙ୍କ ମଧିଅରେ ନ ଥିବା ହତେକ୍ସ୍ଟ ସେ ଏପରି ତୁମ୍ଭେ ସମସ୍ତେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବରଙ୍କ ସମ୍ମକ୍ସ୍ଟଖ ରେ ଆନନ୍ଦ କରିବ।

ଦିତୀୟ ବିବରଣ 12:18

ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ଯେଉଁ ସ୍ଥାନ ମନୋନୀତ କରିବେ ସହେି ସ୍ଥାନ ରେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ସମ୍ମକ୍ସ୍ଟଖ ରେ ତୁମ୍ଭମାନେେ ତାହା ଭୋଜନ କରିବ। ତୁମ୍ଭେ ଓ ତୁମ୍ଭର ପକ୍ସ୍ଟତ୍ର ତୁମ୍ଭର କନ୍ଯା ତକ୍ସ୍ଟମ୍ଭ ଦାସ ଓ ଦାସୀଗଣ ଏବଂ ନଗରଦ୍ବାର ମଧ୍ଯବର୍ତ୍ତୀ ଲବେୀୟ ଲୋକ ସହେି ନବୈେଦ୍ଯ ଭୋଜନ କରିବ। ଯେଉଁଗକ୍ସ୍ଟଡିକ ତୁମ୍ଭମାନଙ୍କର କଠିନ ପରିଶ୍ରମର ଫଳ, ତହିଁରେ ତୁମ୍ଭେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ସମ୍ମକ୍ସ୍ଟଖ ରେ ତୁମ୍ଭେ ଆନନ୍ଦ କରିବ।

ଦିତୀୟ ବିବରଣ 16:11

ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ଆପଣା ନାମ ପାଇଁ ଯେଉଁ ସ୍ଥାନ ନିର୍ଣଯ କରିବେ, ସହେି ସ୍ଥାନ ରେ ତାଙ୍କ ସମ୍ମକ୍ସ୍ଟଖ ରେ ତୁମ୍ଭେ ଓ ତକ୍ସ୍ଟମ୍ଭ ପକ୍ସ୍ଟତ୍ର ତୁମ୍ଭର କନ୍ଯା ଓ ତୁମ୍ଭର ଦାସ ଦାସୀ, ତକ୍ସ୍ଟମ୍ଭ ନଗର ଦ୍ବାରର ଲବେୀୟ ଲୋକ ଓ ତକ୍ସ୍ଟମ୍ଭ ମଧିଅରେ ଥିବା ବିଦେଶୀଯ ଲୋକ, ପିତୃହୀନ, ବିଧବା ସମସ୍ତେ ଆନନ୍ଦ କରିବ।

ଦିତୀୟ ବିବରଣ 28:47

କାରଣ ତୁମ୍ଭେ ସର୍ବପ୍ରକାର ସଐତ୍ତି ବହକ୍ସ୍ଟଳରୂପେ ପାଇଲେ ହେଁ ଆନନ୍ଦ ଚିତ୍ତ ରେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶଓରଙ୍କୁ ସବୋ କଲ ନାହିଁ।

ଗୀତସଂହିତା 63:3

ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ଜୀବନ ଅପେକ୍ଷା ଉତ୍ତମ। ମାରେ ଓଷ୍ଠାଧର ତୁମ୍ଭର ପ୍ରଶଂସା ଗାନ କରେ।

ଗୀତସଂହିତା 100:1

ହେ ସକଳ ଦେଶ, ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ଆନନ୍ଦର ଜଯ ଗାନ କର।

ଯିଶାଇୟ 65:14

ଆମ୍ଭର ଦାସମାନେ ଆନନ୍ଦ ରେ ଗାନ କରିବେ କାରଣ ସମାନଙ୍କେ ହୃଦଯ ସୁଖ ରେ ପରିପୂର୍ଣ୍ଣ । ମାତ୍ର ତୁମ୍ଭେ ମନ୍ଦାଚାରୀଗଣ ହୃଦଯର ଦୁଃଖ ନିମିତ୍ତ ବିଳାପ କରିବ। ଆଉ ମଧ୍ଯ ଆତ୍ମାର ବିରକ୍ତିଭାବ ଯୋଗୁଁ ହାହାକାର କରିବ।

ଯିଖରିୟ 9:17

ପ୍ରେତ୍ୟକକ ଜିନିଷ ଉତ୍ତମ ଓ ସୁନ୍ଦର ହବେ। ଶସ୍ଯ ଏବଂ ନୂତନ ଦ୍ରାକ୍ଷାରସ ୟୁବକ ୟୁବତୀଙ୍କର ବଳ ବଢାଇବ।

ରେରିତମାନଙ୍କ କାର୍ଯ୍ୟର ବିବରଣ 2:46

ପ୍ରତିଦିନ ସମାନେେ ଏକାଠି ହାଇେ ଉପାସନା ମନ୍ଦିର ରେ ପରସ୍ପରକୁ ଭଟେୁଥିଲେ। ସେ ସମସ୍ତଙ୍କର ଲକ୍ଷ୍ଯ ଏକ ଥିଲା। ସମାନେେ ସମାନଙ୍କେ ଘ ରେ ଏକତ୍ର ଖାଉଥିଲେ, ଏବଂ ଆନନ୍ଦପୂର୍ଣ୍ଣ ହୃଦୟ ରେ ପରସ୍ପରକୁ ଏଥିର ଅଂଶୀ କରାଉଥିଲେ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 9:11

ତୁମ୍ଭମାନଙ୍କ ମଧିଅରେ ଆମ୍ଭେ ଆତ୍ମିକ ବୀଜ ବୁଣିଅଛୁ, ତେଣୁ ଜୀବିକା ନିର୍ବାହ ପାଇଁ ତୁମ୍ଭ ପାର୍ଥିବ ଧନରୁ କିଛି ପାଇବାକୁ କ'ଣ ଆମ୍ଭର ଅଧିକାର ନାହିଁ ? ଏହା ଆମ୍ଭର ପ୍ରାପ୍ଯ।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 4:4

ପ୍ରଭୁଙ୍କଠା ରେ ସର୍ବଦା ଆନନ୍ଦ କର। ମୁଁ ଆଉ ଥରେ କ ହେ, ଆନନ୍ଦ କର।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 6:17

ଏହି ଆଦେଶ ସହେିମାନଙ୍କୁ ଦିଅ, ଯେଉଁମାନେ ଏ ପୃଥିବୀ ରେ ଧନୀ ଅଟନ୍ତି। ସମାନଙ୍କେୁ ଗର୍ବ ନ କରିବା ପାଇଁ କୁହ। ସମାନଙ୍କେୁ କୁହ ଯେ ସମାନେେ ନିଜ ଧନର ନୁହେଁ, ମାତ୍ର ପରମେଶ୍ବରଙ୍କର ଆଶ୍ରୟ ନବୋ ଉଚିତ। ଧନ ଉପରେ ଆସ୍ଥା ରଖ ନାହିଁ। କିନ୍ତୁ ପରମେଶ୍ବର ପ୍ରେତ୍ୟକକ ବସ୍ତୁ ୟଥେଷ୍ଟ ପରିମାଣ ରେ ଆମ୍ଭକୁ ପ୍ରଦାନ କରନ୍ତି। ସେ ଭୋଗ କରିବା ପାଇଁ ଆମ୍ଭକୁ ପ୍ରେତ୍ୟକକ ଜିନିଷ ଦିଅନ୍ତି।

Interlinear

Choose Theme