Home Bibles ଦିତୀୟ ବିବରଣ 26:18 · ଓଡ଼ିଆ ବାଇବେଲ
ଦିତୀୟ ବିବରଣ 26:18 · ଓଡ଼ିଆ ବାଇବେଲ

ଏବଂ ସଦାପ୍ରଭୁ ଆଜି ତାଙ୍କ ପ୍ରତିଜ୍ଞା ଅନକ୍ସ୍ଟସା ରେ ଘାଷେଣା କରିଛନ୍ତି ଯେ, ତୁମ୍ଭେ ତାଙ୍କର ସଞ୍ଚିତ ଜାତି ହବେ ଓ ତାଙ୍କର ସମସ୍ତ ଆଜ୍ଞା ମାନିବା ଉଚିତ୍।

Cross references

ଯାତ୍ରା ପୁସ୍ତକ 6:7

ତୁମ୍ଭମାନେେ ମାରେ ଲୋକ ହବେ। ଏବଂ ମୁଁ ତୁମ୍ଭର ପରମେଶ୍ବର ହବେି। ମୁଁ ସଦାପ୍ରଭୁ ତୁମ୍ଭର ପରମେଶ୍ବର ଅଟେ। ଏବଂ ତୁମ୍ଭେ ଜାଣିବ ଯେ, ମୁଁ ତୁମ୍ଭମାନଙ୍କୁ ମିଶରୀଯମାନଙ୍କ ଦାଉରୁ ରକ୍ଷା କରିବି।

ଯାତ୍ରା ପୁସ୍ତକ 19:5

ତେଣୁ ସମାନଙ୍କେୁ ମାରେ ଆଜ୍ଞା ମାନିବା ପାଇଁ କୁହ। ସମାନଙ୍କେୁ ମାରେ ନିଯମ ପାଳନ କରିବାକୁ ଦିଅ। ଯଦି ତୁମ୍ଭେ ଏପରି କର, ତବେେ ତୁମ୍ଭମାନେେ ମାରେ ଆପଣାର ରତ୍ନଭଣ୍ଡାର ହାଇେ ରହିବ ଯେ ହତେୁ ସମଗ୍ର ପୃଥିବୀ ମାରେ।

ଲେବୀୟ ପୁସ୍ତକ 20:26

ପୁଣି ତୁମ୍ଭମାନେେ ଆମ୍ଭ ଉଦ୍ଦେଶ୍ଯ ରେ ପବିତ୍ର ହବେ। କାରଣ ଆମ୍ଭେ ସଦାପ୍ରଭୁ ପବିତ୍ର ଅଟୁ। ତେଣୁ ତୁମ୍ଭମାନେେ ଯେପରି ଆମ୍ଭର ହବେ ଏଥିପାଇଁ ଆମ୍ଭେ ଅନ୍ୟ ଲୋକଙ୍କଠାରୁ ତୁମ୍ଭଙ୍କୁ ପୃଥକ୍ କରିଅଛୁ।

ଦିତୀୟ ବିବରଣ 7:6

କାରଣ ତୁମ୍ଭେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ପବତ୍ର ଲୋକ ଅଟ। ପୃଥିବୀସ୍ଥ ସମସ୍ତ ଗୋଷ୍ଠୀରୁ ତୁମ୍ଭକୁ ଆପଣାର ସଞ୍ଚିତ ଧନ କରିବା ନିମନ୍ତେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତୁମ୍ଭକୁ ମନୋନୀତ କରିଅଛନ୍ତି।

ଦିତୀୟ ବିବରଣ 14:2

କାହିଁକି ଜାଣ, କାରଣ ତୁମ୍ଭମାନେେ ଅନ୍ୟ ଲୋକମାନଙ୍କଠାରକ୍ସ୍ଟ ଭିନ୍ନ। ତୁମ୍ଭମାନେେ ସଦାପ୍ରଭୁଙ୍କର ପବିତ୍ର ଲୋକ। ପୃଥିବୀର ସମସ୍ତ ଲୋକମାନଙ୍କ ମଧ୍ଯରକ୍ସ୍ଟ ସେ ତୁମ୍ଭକୁ ପସନ୍ଦ କରିଛନ୍ତି।

ଦିତୀୟ ବିବରଣ 27:10

ଏଣୁ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ବରଙ୍କ କଥା ରେ କର୍ଣପାତ କର ଓ ଆଜି ମୁ ତାଙ୍କର ଯେଉଁ ସମସ୍ତ ଆଜ୍ଞା ବିଧି ତକ୍ସ୍ଟମ୍ଭଙ୍କକ୍ସ୍ଟ ଆଜ୍ଞା କରୁଅଛି। ତାହା ପାଳନ କର।

ଦିତୀୟ ବିବରଣ 28:1

ବର୍ତ୍ତମାନ ତୁମ୍ଭମାନେେ ଯଦି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ସ୍ବର ଶକ୍ସ୍ଟଣ ଏବଂ ସମସ୍ତ ଆଜ୍ଞା ପାଳନ କର, ଯାହା ମୁ ଆଜି ତୁମ୍ଭକୁ କହକ୍ସ୍ଟଅଛି, ତବେେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ପୃଥିବୀର ଅନ୍ୟ ଜାତିଗଣ ଅପେକ୍ଷା ବହକ୍ସ୍ଟ ଉଚ୍ଚ ରେ ରଖିବେ।

ଦିତୀୟ ବିବରଣ 28:9

ସଦାପ୍ରଭୁ ତୁମ୍ଭକୁ ତାଙ୍କର ପବିତ୍ର ଲୋକ ଭାବେ ପ୍ରତିଷ୍ଠା କରିବେ, ଠିକ୍ ଯେପରି ସେ ପ୍ରତିଜ୍ଞା କରିଛନ୍ତି। ସେ ଠିକ୍ ସହେିପରି କରିବେ କାରଣ ତୁମ୍ଭମାନେେ ତାଙ୍କର ଆଦେଶ ମାନ ଓ ତାଙ୍କର ପଥରେ ଗ୍ଭଲ।

ଦିତୀୟ ଶାମୁୟେଲ 7:24

ତୁମ୍ଭେ ଇଶ୍ରାୟେଲର ଲୋକମାନଙ୍କୁ ଚିରଦିନ ପାଇଁ ତୁମ୍ଭର ନିଜର ଲୋକ କଲ ଏବଂ ତୁମ୍ଭେ ସଦାପ୍ରଭୁ ସମାନଙ୍କେର ପରମେଶ୍ବର ହାଇେଅଛ।

ଗୀତସଂହିତା 119:6

ୟଦି ମୁଁ ତୁମ୍ଭର ଆଜ୍ଞା ସକଳ ପ୍ରତି ଦୃଷ୍ଟି ରଖିବି, ତବେେ ମୁଁ ଲଜ୍ଜିତ ହବେି ନାହିଁ।

ଗୀତସଂହିତା 135:4

ସଦାପ୍ରଭୁ ଆପଣା ନିମନ୍ତେ ୟାକୁବକୁ ମନୋନୀତ କଲେ। ସେ ନିଜର ଅତି ଆପଣା ଲୋକ ହବୋ ପାଇଁ ସେ ଇଶ୍ରାୟେଲକୁ ମନୋନୀତ କଲେ।

ଯିରିମିୟ 13:11

କାରଣ ସଦାପ୍ରଭୁ କହନ୍ତି, ମନୁଷ୍ଯର କଟି ଦେଶ ରେ ପଟୁକା ଯେପରି ସଂଲଗ୍ନ ଥାଏ, ସହେିପରି ଆମ୍ଭେ ସମୁଦାଯ ଇଶ୍ରାୟେଲ ଓ ସମୁଦାଯ ଯିହୁଦା ବଂଶକୁ ଆମ୍ଭର ଲୋକ ହାଇେ ଆମ୍ଭ ପାଇଁ କୀର୍ତ୍ତି, ପ୍ରଶଂସା ଓ ଗୌରବ ଆଣିବା ପାଇଁ ଆମ୍ଭଠା ରେ ସଂଲଗ୍ନ କରାଇଲୁ। ମାତ୍ର ସମାନେେ ଆମ୍ଭ କଥା ଶୁଣିବାକୁ ଅସମ୍ମତ ହେଲେ।

ଯିରିମିୟ 31:32

ଏହି ନିଯମ ସମାନଙ୍କେ ପୂର୍ବପୁରୁଷଗଣଙ୍କ ସହ ହାଇେଥିବା ନିଯମ ପରି ହବେ ନାହିଁ। ସେତବେେଳେ ଆମ୍ଭେ ସମାନଙ୍କେୁ ହସ୍ତ ଧରି ମିଶର ଦେଶରୁ ବାହାର କରି ଆଣିବା ବେଳେ ସେ ନିଯମ ସ୍ଥାପନ କରିଥିଲୁ। ସଦାପ୍ରଭୁ କହିଥିଲେ, ଆମ୍ଭେ ସମାନଙ୍କେ ସ୍ବାମୀ ହେଲେ ହେଁ ସମାନେେ ଆମ୍ଭର ସହେି ନିଯମ ଲଙ୍ଘନ କଲେ।

ଯିହିଜିକଲ 36:25

ମୁଁ ତୁମ୍ଭମାନଙ୍କ ଉପ ରେ ଶୁଚି ଜଳ ଛିଞ୍ଚିବି ଓ ତହିଁରେ ତୁମ୍ଭମାନେେ ପବିତ୍ର ହବେ। ଆଉ ତୁମ୍ଭମାନଙ୍କର ସବୁ ଅ େଶୗଚରୁ ଓ ତୁମ୍ଭମାନଙ୍କର ସକଳ ପ୍ରତିମାଗଣଠାରୁ ମୁଁ ତୁମ୍ଭମାନଙ୍କୁ ଶୁଚି କରିବି।

ରୋମୀୟଙ୍କ ପ୍ରତି ପତ୍ର 16:26

ପରମେଶ୍ବର ତାହାକୁ ପ୍ରକାଶିତ କରିବା ପାଇଁ ଆଦେଶ ଦଇେଛନ୍ତି। ଏହି ଗୁପ୍ତ ସତ୍ଯ ଏବେ ଆମ୍ଭକୁ ଓ ସମସ୍ତଙ୍କୁ ଜ୍ଞାତ କରାଯାଇଛି। ଭବିଷ୍ଯଦ୍ବକ୍ତାମାନଙ୍କର ଲଖାେ ଦ୍ବାରା ତାହା ପ୍ରକାଶିତ ହେଲା। ଏହା ଦ୍ବାରା ସମସ୍ତ ଲୋକମାନଙ୍କର ପରମେଶ୍ବରଙ୍କ ପାଇଁ ବିଶ୍ବାସ ଓ ଆଜ୍ଞାକାରିତା ବଢି ପାରିବ।

ତୀତସଙ୍କ ପ୍ରତି ପତ୍ର 2:14

ନିଜ ଜୀବନକୁ ସତ୍ କର୍ମ ରେ ଲଗାଇବା ପାଇଁ ଲୋକମାନେ ଶିଖିବା ଆବଶ୍ଯକ। ଯେଉଁମାନଙ୍କର ପ୍ରକୃତ ରେ ଦରକାର, ସମାନଙ୍କେର ମଙ୍ଗଳ କର। ତା' ହେଲେ ଆମ୍ଭ ଲୋକେ ବିଫଳ ଜୀବନଯାପନ କରିବେ ନାହିଁ।

Interlinear

Choose Theme