Home Bibles ଦିତୀୟ ବିବରଣ 26:7 · ଓଡ଼ିଆ ବାଇବେଲ
ଦିତୀୟ ବିବରଣ 26:7 · ଓଡ଼ିଆ ବାଇବେଲ

ଏହାପରେ ଆମ୍ଭମାନେେ ସଦାପ୍ରଭୁ ଆମ୍ଭମାନଙ୍କ ପୂର୍ବପୁରୁଷ ପରମେଶ୍ବରଙ୍କ ନିକଟରେ ପ୍ରାର୍ଥନା କଲକ୍ସ୍ଟ। ଆଉ ସଦାପ୍ରଭୁ ଆମ୍ଭମାନଙ୍କର ଡାକ ଶୁଣିଲେ ଓ ଆମ୍ଭମାନଙ୍କର କଷ୍ଟକକ୍ସ୍ଟ ହୃଦଯଙ୍ଗମ କଲେ ଓ ଉପଦ୍ରବ ଶ୍ରମ ଦେଖିଲେ।

Cross references

ଯାତ୍ରା ପୁସ୍ତକ 2:23

ଦୀର୍ଘଦିନ ପରେ ସହେି ମିଶର ରେ ରାଜା ମୃତ୍ଯୁବରଣ କଲେ କିନ୍ତୁ ଇଶ୍ରାୟେଲଯମାନଙ୍କୁ ପୂର୍ବପରି କଠିନ ପରିଶ୍ରମ କରିବାକୁ ପଡିଲା। ସମାନେେ ଅନୁନଯ କଲେ ଏବଂ ପରମେଶ୍ବର ସମାନଙ୍କେର ଡାକ ଶୁଣିଲେ।

ଯାତ୍ରା ପୁସ୍ତକ 2:25

ଇଶ୍ରାୟେଲୀୟମାନଙ୍କ ପ୍ରତି ଧ୍ଯନ ଦେଲେ ଓ ସମାନଙ୍କେ ଅବସ୍ଥା ହୃଦଯଙ୍ଗମ କଲେ।

ଯାତ୍ରା ପୁସ୍ତକ 3:9

ଆମ୍ଭେ ଇଶ୍ରାୟେଲୀୟ ଲୋକମାନଙ୍କର କ୍ରନ୍ଦନ ଶୁଣିଅଛୁ। ଆମ୍ଭେ ଦେଖିଛୁ ମିଶରୀଯମାନେ ସମାନଙ୍କେୁ କିପରି ଦୌରାତ୍ମ୍ଯ କରିଛନ୍ତି ଓ ତାଙ୍କର ଜୀବନ ଦୁର୍ବିସହ କରିଛନ୍ତି।

ଯାତ୍ରା ପୁସ୍ତକ 4:31

ଲୋକମାନେ ମଧ୍ଯ ବିଶ୍ବାସ କଲେ ଯେ ପରମେଶ୍ବର ମାଶାଙ୍କେୁ ପଠାଇଛନ୍ତି। ଯେତବେେଳେ ଇଶ୍ରାୟେଲୀୟମାନେ ଶୁଣିଲେ ଯେ, ପରମେଶ୍ବର ସମାନଙ୍କେର ଅସୁବିଧା ଦେଖିଛନ୍ତି ଏବଂ ସମାନଙ୍କେ ପାଇଁ ଦୁଃଖ କଲେ। ସମାନେେ ତାଙ୍କୁ ପ୍ରଣାମ କଲେ ଓ ଉପାସନା କଲେ।

ଯାତ୍ରା ପୁସ୍ତକ 6:5

ବର୍ତ୍ତମାନ ଇଶ୍ରାୟେଲୀୟମାନଙ୍କର ଆର୍ତ୍ତଚିତ୍କାର ମୁଁ ଶୁଣିଅଛି। ମୁଁ ଦେଖିଛି ମିଶରବାସୀମାନେ କିପରି ସମାନଙ୍କେୁ କ୍ରୀତଦାସ କରି ଅଛନ୍ତି। ଏବଂ ମୁଁ ମାରଚେୁକ୍ତି ମନେ ରଖିଅଛି।

ପ୍ରଥମ ଶାମୁୟେଲ 9:16

ଆସନ୍ତା କାଲି ଠିକ୍ ଏହି ସମୟରେ ମୁ ତକ୍ସ୍ଟମ୍ଭ ପାଖକକ୍ସ୍ଟ ଜଣେ ଲୋକ ପଠାଇବି। ସେ ବିନ୍ଯାମୀନୀଯ ବଂଶଧର। ତୁମ୍ଭେ ତାଙ୍କୁ ଇଶ୍ରାୟେଲୀୟମାନଙ୍କ ନେତା ରୂପେ ଅଭିଶିକ୍ତ କରିବ। ଏହି ଲୋକ ଇଶ୍ରାୟେଲୀୟମାନଙ୍କୁ ପଲେଷ୍ଟୀୟଙ୍କ କବଳରକ୍ସ୍ଟ ରକ୍ଷା କରିବ। କାରଣ ମୁ ମାରେ ଲୋକମାନଙ୍କର ୟନ୍ତ୍ରଣା ଦେଖିଛି। ମୁ ସମାନଙ୍କେର କ୍ରନ୍ଦନ ଶକ୍ସ୍ଟଣିଅଛି।

ଦିତୀୟ ଶାମୁୟେଲ 16:12

ଏହା ହାଇପୋ ରେ ଯେ, ସଦାପ୍ରଭୁ ମାେ ପ୍ରତି ଅନ୍ଯାଯ ହେଉଥିବାର ଦେଖିବେ ଏବଂ ଶିମିଯିର ଅଭିଶାପ ବଦଳ ରେ ସେ ମାେତେ ଆଶୀର୍ବାଦ କରିବେ।

ଗୀତସଂହିତା 31:8

ତୁମ୍ଭେ ମାରେ ଶତ୍ରୁଙ୍କ ହସ୍ତରେ ମାେତେ ଅର୍ପଣ କରିବ ନାହିଁ। ତୁମ୍ଭେ ସମାନଙ୍କେ ୟନ୍ତାରୁ ମାେତେ ମୁକ୍ତ କରିବ।

ଗୀତସଂହିତା 50:15

ପରମେଶ୍ବର କହନ୍ତି, ତୁମ୍ଭେ ବିପଦରେ ପଡ଼ିଥିବା ବେଳେ ଆମ୍ଭକୁ ଡ଼ାକ, ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବୁ ଓ ତା'ପରେ ତୁମ୍ଭେ ଆମ୍ଭର ମହିମା କରିବ।

ଗୀତସଂହିତା 102:19

ସଦାପ୍ରଭୁ ତାଙ୍କର ପବିତ୍ରସ୍ଥାନ ଉପରୁ ତଳକୁ ଚାହିଁବେ। ସଦାପ୍ରଭୁ ସ୍ବର୍ଗରୁ ପୃଥିବୀକୁ ଚାହିଁବେ।

ଗୀତସଂହିତା 103:1

ହେ ମାରେ ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର ! ହେ ମାରେ ସବୁ ଅଙ୍ଗପ୍ରତ୍ଯଙ୍ଗ, ତାଙ୍କ ପବିତ୍ର ନାମର ପ୍ରଶଂସା କର।

ଗୀତସଂହିତା 116:1

ମୁଁ ତାଙ୍କୁ ପ୍ରମେ କରେ, କାରଣ ସଦାପ୍ରଭୁ ମାରେ ପ୍ରାର୍ଥନା ଶୁଣିଅଛନ୍ତି।

ଗୀତସଂହିତା 119:132

ହେ ପରମେଶ୍ବର, ମାେତେ ଦେଖ ଓ ମାେ ପ୍ରତି ଦୟା କର। ତୁମ୍ଭର ନାମକୁ ଭଲପାଉଥିବା ଲୋକମାନଙ୍କ ପାଇଁ ୟାହା କରିବା ଉଚିତ୍ ତାହା କର।

ଯିରିମିୟ 33:2

ୟିଏ ଏହି ପୃଥିବୀର ସୃଷ୍ଟିକର୍ତ୍ତା ଏବଂ ସେ ଏହାକୁ ସୁସ୍ଥିର କରିବା ନିମନ୍ତେ ନିରୂପଣ କରିଛନ୍ତି। ସଦାପ୍ରଭୁ ତାଙ୍କର ନାମ। ସହେି ସଦାପ୍ରଭୁ ଏହା କହନ୍ତି।

ଏଫିସୀୟଙ୍କ ପ୍ରତି ପତ୍ର 3:20

ଆମ୍ଭ ଭିତ ରେ ପରମେଶ୍ବରଙ୍କ ଯେଉଁ ଶକ୍ତି କାର୍ୟ୍ଯ କରିଥାଏ, ତାହା ଆମ୍ଭର ମାଗିବା ବା ଭାବିବାଠାରୁ ୟଥେଷ୍ଟ ଅଧିକ ଏବଂ ପରମେଶ୍ବର ତାହାଠାରୁ ଅଧିକ ଶକ୍ତିର କାର୍ୟ୍ଯ କରି ପାରନ୍ତି।

Interlinear

Choose Theme