Home Bibles ☰ Books ଦିତୀୟ ବିବରଣ 27:18 · ଓଡ଼ିଆ ବାଇବେଲ
ଦିତୀୟ ବିବରଣ 27:18 · ଓଡ଼ିଆ ବାଇବେଲ

ଲବେୀୟମାନେ କହିବେ, ' ଯେଉଁ ଲୋକ ଅନ୍ଧକକ୍ସ୍ଟ ବାଟ ଭୂଲାଏ, ସେ ଲୋକ ଅଭିଶଲ୍ଗ ହେଉ।'

Cross references

ଆଦି ପୁସ୍ତକ 27:12

ଯଦି ମାରେ ପିତା ମାେତେ ସ୍ପର୍ଶ କରନ୍ତି। ସେ ଜାଣିପାରିବେ ଯେ ମୁଁ ଏଷୌ ନୁହେଁ। ତା'ପରେ ସେ ମାେତେ ଆଶୀର୍ବାଦ କରିବା ପରିବର୍ତେ ଅଭିଶାପ ଦବେେ। କାରଣ ମୁଁ ତାଙ୍କୁ ପ୍ରବଞ୍ଚନା କରିବାକୁ ଚେଷ୍ଟା କରୁଛି।

ଲେବୀୟ ପୁସ୍ତକ 19:14

ତୁମ୍ଭେ ବଧିରକୁ ଅଭିଶାପ ଦବନୋହିଁ ଓ ଅନ୍ଧ ଆଗ ରେ ଝୁଣ୍ଟିବାର ବସ୍ତ୍ର ରଖିବ ନାହିଁ। ମାତ୍ର ତୁମ୍ଭେ ଆପଣା ପରମେଶ୍ବରଙ୍କର ଭୟ କରିବ, ଆମ୍ଭେ ସଦାପ୍ରଭୁ ଅଟୁ।

ଆୟୁବ ପୁସ୍ତକ 29:15

ମୁଁ ଅନ୍ଧ ଲୋକର ଚକ୍ଷୁ ସଦୃଶ ଥିଲି। ସମାନେେ ଯେଉଁ ଆଡ଼କୁ ୟିବାକୁ ଇଚ୍ଛା କରୁଥିଲେ ସହେି ପଥରେ ୟିବାକୁ ମୁଁ ସାହାୟ୍ଯ କରୁଥିଲି। େଛାଟ ଲୋକର ମୁଁ ପାଦ ସଦୃଶ ଥିଲି। ମୁଁ ତାଙ୍କୁ ବୋହି ନେଉଥିଲି। ଯେଉଁ ସ୍ଥାନକୁ ସମାନେେ ୟିବାକୁ ଇଚ୍ଛା କରୁଥିଲେ।

ହିତୋପଦେଶ 28:10

ଯେଉଁ ଲୋକ ସରଳ ଲୋକଙ୍କୁ ମନ୍ଦ ପଥରେ ୟିବାକୁ ଭୁଲାଏ। ସେ ନିଜେ ଗାତ ରେ ପଡ଼ିବ। କିନ୍ତୁ ନିରୀହ ଲୋକମାନେ ଉତ୍ତମ ଜିନିଷର ଅଧିକାରୀ ହବେେ।

ଯିଶାଇୟ 56:10

ତାହାର ପ୍ରହରିଗଣ ଅନ୍ଧ, ସେ ସମସ୍ତ ଜ୍ଞାନହୀନ, ସମାନେେ ନିର୍ବାକ ଶ୍ବାନ, ସମାନେେ ଭୁକିପାରନ୍ତି ନାହିଁ। ସମାନେେ ସ୍ବପ୍ନଦର୍ଶୀ, ନିଦ୍ରାଡ଼ ଓ ଶାଇେ ରହିବାକୁ ଭଲ ପାଆନ୍ତି।

ମାଥିଉଲିଖିତ ସୁସମାଚାର 15:14

ସମାନଙ୍କେୁ ଛାଡି ଦିଅ। ସମାନେେ ତ ଅନ୍ଧମାନଙ୍କର ଅନ୍ଧ ନେତା। ଯଦି ଜଣେ ଅନ୍ଧ ଆଉ ଗୋଟିଏ ଅନ୍ଧକୁ ରାସ୍ତା ଦଖାେଏ, ତବେେ ଉଭୟ ଖାତ ଭିତ ରେ ଖସି ପଡିବେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2:14

ତଥାପି ମାରେ ତୁମ୍ଭ ବିରୁଦ୍ଧ ରେ କିଛି କହିବାକୁ ଅଛି : ତୁମ୍ଭ ଦଳ ଭିତରୁ କେତକେ ଲୋକ ବିଲିଯାମର ଶିକ୍ଷା ଅନୁସରଣ କରୁଛନ୍ତି। ଏହି ବିଲିଯାମ ବାଲାକ ପ୍ରତିମାକୁ ଅର୍ପିତ ହାଇେଥିବା ଖାଦ୍ୟ ଖାଇବା ପାଇଁ ଓ ୟୌନଗତ ପାପ କରି ଇଶ୍ରାୟେଲର ଲୋକମାନଙ୍କୁ ପାପ କରିବା ପାଇଁ ଶିଖାଇଥିଲା।

Interlinear

Choose Theme