ଯେଉଁଦିନ ତୁମ୍ଭମାନେେ ଯେତବେେଳେ ୟର୍ଦ୍ଦନ ନଦୀ ପାରହେଲ ଏବଂ ସହେି ଦେଶ ରେ ପ୍ରବେଶ କଲ, ଯାହା ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ଦଇେଛନ୍ତି। ସହେିଦିନ ହିଁ ଏକ ବୃହତ୍ ପ୍ରସ୍ତର ସ୍ଥାପନ କରି ତାହା ଲପନେ କରିବ।
Cross references
ଏହିସବୁ ଆଜ୍ଞା, ବ୍ଯବସ୍ଥା ଓ ବିଧି ତୁମ୍ଭମାନଙ୍କୁ ଶିକ୍ଷା ଦବୋପାଇଁ, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ମାେତେ କହିଲେ। ତୁମ୍ଭମାନେେ ଯେଉଁ ଦେଶ ଅଧିକାର କରିବାକୁ ପାର ହାଇେ ଯାଉଅଛ, ସଦେି ଦେଶ ରେ ତୁମ୍ଭମାନେେ ଏହି ବ୍ଯବସ୍ଥା ପାଳନ କରିବା ଉଚିତ୍।
ହେ ଇଶ୍ରାୟେଲର ଲୋକମାନେ, ଶକ୍ସ୍ଟଣ! ତୁମ୍ଭମାନେେ ଆଜି ୟର୍ଦ୍ଦନ ନଦୀ ପାର ହାଇେ ଯାଉଛ, ଜାତିମାନଙ୍କୁ ତଡିଦବୋ ପାଇଁ ଯାଉଅଛ ଯାହାକି ବୃହତ ଓ ତୁମ୍ଭମାନଙ୍କ ଅପେକ୍ଷା ଶକ୍ତିଶାଳୀ ଏବଂ ସମାନଙ୍କେର ବୃହତ ନଗରଗକ୍ସ୍ଟଡିକ ଏବଂ ସମାନଙ୍କେର ପ୍ରାଚୀରଗକ୍ସ୍ଟଡିକ ଆକାଶକକ୍ସ୍ଟ ଛକ୍ସ୍ଟଏଁ।
କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଉ ଅଛନ୍ତି, ତହିଁରେ ପ୍ରବେଶ କରି ତାହା ଅଧିକାର କରିବା ନିମନ୍ତେ ତୁମ୍ଭମାନେେ ୟର୍ଦ୍ଦନ ପାର ହାଇଯେିବ। ପକ୍ସ୍ଟଣି ତୁମ୍ଭମାନେେ ତାହା ଅଧିକାର କରିବ ଓ ତହିଁରେ ବାସ କରିବ।
ତୁମ୍ଭମାନେେ ଖକ୍ସ୍ଟବ୍ଶିଘ୍ର ପ୍ରବେଶ କରିବ, ସହେି ଦେଶ ରେ ଯାହା ତୁମ୍ଭର ସଦାପ୍ରଭୁ ପରମେଶ୍ବର ତକ୍ସ୍ଟମ୍ଭଙ୍କକ୍ସ୍ଟ ଦବେେ। ତୁମ୍ଭମାନେେ ସଠାେରେ ବାସ କରିବ।
ତୁମ୍ଭମାନେେ ସଠାେରେ ପ୍ରବେଶ କରିବା ମାତ୍ ରେ, ତୁମ୍ଭମାନେେ ଏହିସବୁ ନିଯମ ସହେି ପ୍ରସ୍ତର ଉପରେ ଲେଖିବା ଉଚିତ୍। ଏହାକର ଯେତବେେଳେ ତୁମ୍ଭମାନେେ ୟର୍ଦ୍ଦନ ନଦୀ ପାର ହାଇେ ସହେି ଦେଶ ରେ ପ୍ରବେଶ କରିବାକୁ ଯାଉଛ, ଯାହା ସଦାପ୍ରଭୁ ତୁମ୍ଭର ପରମେଶ୍ବର ତକ୍ସ୍ଟମ୍ଭଙ୍କକ୍ସ୍ଟ ଦେଉଛନ୍ତି। ଦକ୍ସ୍ଟଗ୍ଧ, ମଧକ୍ସ୍ଟ ପ୍ରବାହୀତ ହେଉଥିବାର ଦେଶ ତୁମ୍ଭମାନଙ୍କର ପୂର୍ବପୁରୁଷଗଣଙ୍କର ସଦାପ୍ରଭୁ ପରମେଶ୍ବର ଯେ ହତେକ୍ସ୍ଟ ପ୍ରତିଜ୍ଞା କରିଥିଲେ।
ଛାଉଣୀ ମଧ୍ଯ ଦଇେ ୟାଅ ଓ ଲୋକମାନଙ୍କୁ କକ୍ସ୍ଟହ, ତୁମ୍ଭମାନେେ ଆପଣାମାନଙ୍କ ପାଇଁ 'ୟଥେଷ୍ଟ ସାମଗ୍ରୀ ପ୍ରସ୍ତକ୍ସ୍ଟତ କର। ତିନିଦିନ ମଧିଅରେ ଆମ୍ଭକକ୍ସ୍ଟ ୟର୍ଦ୍ଦନ ନଦୀ ପାର ହାଇେ ୟିବାକକ୍ସ୍ଟ ହବେ। ଆମ୍ଭମାନେେ ୟିବକ୍ସ୍ଟ ଏବଂ ସହେି ଦେଶ ଅଧିକାର କରିବକ୍ସ୍ଟ, ଯାହା ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ଦଇେଛନ୍ତି।'
ସମସ୍ତ ଲୋକ ୟର୍ଦ୍ଦନ ନଦୀ ପାର ହାଇେ ସାରିବା ପରେ ସଦାପ୍ରଭୁ ଯିହାଶୂେୟଙ୍କକ୍ସ୍ଟ କହିଲେ,
ଯିହାଶୂେୟ ସହେି ବାରଜଣ ଲୋକଙ୍କକ୍ସ୍ଟ କହିଲେ, ୟର୍ଦ୍ଦନ ନଦୀର ମଝିକକ୍ସ୍ଟ ୟାଅ ଯେଉଁଠା ରେ ଯାଜକମାନେ ସଦାପ୍ରଭୁଙ୍କର ପବିତ୍ର ନିଯମ ସିନ୍ଦକ୍ସ୍ଟକ ଧରି ଠିଆ ହାଇେ ଥିଲେ, ତୁମ୍ଭମାନେେ ବାରଟି ଶିଳାଖଣ୍ତ ପାଇବା ଉଚିତ୍। ସଠାେରକ୍ସ୍ଟ ତୁମ୍ଭମାନେେ ପ୍ରେତ୍ୟକକ ଗୋଟିଏ ଲଖାେଁଏ ଶିଳା ତକ୍ସ୍ଟମ୍ଭ କାନ୍ଧ ରେ ବହି ଆଣିବ।
ସଦାପ୍ରଭୁଙ୍କ ସବେକ ମାଶାେ ଇଶ୍ରାୟେଲ ସନ୍ତାନଗଣକକ୍ସ୍ଟ ଯେ ରୂପେ ଆଜ୍ଞା ଦଇେଥିଲେ, ସହେିପରି ଭାବରେ ମାଶାଙ୍କେର ବ୍ଯବସ୍ଥା ଗ୍ରନ୍ଥର ଲଖାନେକ୍ସ୍ଟସା ରେ ୟହିଁ ଉପରେ କୌଣସି ମଣିଷ ଲକ୍ସ୍ଟହା ଉଞ୍ଚାଇ ନାହିଁ। ଏପରି ଅଚଞ୍ଛା ପଥର ରେ ୟଜ୍ଞବଦେୀ ସେ ନିର୍ମାଣ କଲେ। ତହିଁ ଉପରେ ସମାନେେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ହାମେ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।
ସହେି ସ୍ଥାନ ରେ ଯିହାଶୂେୟ ପ୍ରସ୍ତର ଫଳକ ଉପରେ ମାଶାଙ୍କେ ବ୍ଯବସ୍ଥା ପୁସ୍ତକ ଲେଖିଲେ। ଇଶ୍ରାୟେଲ ଲୋକମାନଙ୍କୁ ଦଖାଇବୋକକ୍ସ୍ଟ ଯିହାଶୂେୟ ଏହା କଲେ, କାରଣ ତାହା
ମାରେ ଲୁହା ଲେଖନୀ ଓ ସୀସା ଦ୍ବାରା ମାରେ ବାକ୍ଯସବୁ ଖାଦେିତ ହବୋ ଉଚିତ୍। ସଗେୁଡ଼ିକ ଚିରଦିନ ପାଇଁ ପ୍ରସ୍ତର ଉପରେ ଖାଦେିତ ହବୋ ଉଚିତ୍।
ଏବଂ ଆମ୍ଭେ ସମାନଙ୍କେୁ ଏକ ହୃଦଯ ଦବୋ ଓ ସମାନଙ୍କେର ଅନ୍ତର ରେ ଏକ ନୂତନ ଆତ୍ମା ସ୍ଥାପନ କରିବା। ଆମ୍ଭେ ସମାନଙ୍କେଠାରୁ କଠିନ ହୃଦଯ ଦୂର କରି, ସମାନଙ୍କେୁ କୋମଳ ହୃଦଯ ଦବୋ।
ପରମେଶ୍ବର କହିଲେ, ଆଉ ମୁଁ ତମ୍ଭମାନଙ୍କୁ ଏକ ନୂତନ ଆତ୍ମା ଦବେି। ତୁମ୍ଭମାନଙ୍କ ମାଂସ ମଧ୍ଯରୁ ପ୍ରସ୍ତରମଯ ହୃଦଯ କାଢ଼ି ନବେି ଓ ମୁଁ ତୁମ୍ଭମାନଙ୍କୁ ମାଂସମୟ କୋମଳ ହୃଦଯ ଦବେି।