Home Bibles ଦିତୀୟ ବିବରଣ 27:23 · ଓଡ଼ିଆ ବାଇବେଲ
ଦିତୀୟ ବିବରଣ 27:23 · ଓଡ଼ିଆ ବାଇବେଲ

ଲବେୀୟମାନେ କହିବେ, ଯେ କହେି ଆପଣା ଶାଶକ୍ସ୍ଟ ସଙ୍ଗେ ୟୌନ ସଐର୍କ ରକ୍ଷାକରେ ସେ ଅଭିଶଲ୍ଗ ହେଉ।'

Cross references

ଲେବୀୟ ପୁସ୍ତକ 18:17

ତୁମ୍ଭେ କୌଣସି ସ୍ତ୍ରୀର ଓ ତାହାର କନ୍ଯା ସହିତ ୟୌନ ସଂପର୍କ ରଖିବ ନାହିଁ। ତୁମ୍ଭେ ତାହାର ପୌତ୍ରୀ କିମ୍ବା ଦୌହିତ୍ରୀ ସହିତ ୟୌନ ସଂପର୍କ ରଖିବ ନାହିଁ। କାରଣ ସମାନେେ ତା'ର ନିକଟ ସଂପର୍କୀଯ। ଏପ୍ରକାର ୟୋନ ସଂପର୍କ ଭୟଙ୍କର ଭାବରେ ନୀତି ବିରୁଦ୍ଧ।

ଲେବୀୟ ପୁସ୍ତକ 20:14

ଯଦି କହେି କୌଣସି ସ୍ତ୍ରୀ ସହିତ ଓ ତା'ର ମାତା ସହିତ ୟୌନକ୍ରିଯା କରେ, ତବେେ ସେ ପୁରୁଷ ସହିତ ସେ ଦୁଇ ସ୍ତ୍ରୀଙ୍କୁ ଅଗ୍ନି ରେ ଦଗ୍ଧ କରାୟିବ। ଏପରି ଜଘନ୍ଯ ପାପ ଯେପରି ଆଉ ତୁମ୍ଭମାନଙ୍କ ମଧିଅରେ ନହୁଏ।

Interlinear

Choose Theme