ଦିତୀୟ ବିବରଣ 28:23 · ଓଡ଼ିଆ ବାଇବେଲ
ଆକାଶ ପିତ୍ତଳ ପରି ଦଖାୟିବେ ଏବଂ ଭୂମି ଲକ୍ସ୍ଟହାପରି ଦଖାୟିବେ।
Cross references
ଲେବୀୟ ପୁସ୍ତକ 26:19
ପୁଣି ଆମ୍ଭେ ତୁମ୍ଭର ବଳର ଗର୍ବକୁ ଖର୍ବ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ଆକାଶକୁ ଲୌହତୁଲ୍ଯ ଓ ଭୂମିକୁ ପିତଳତୁଲ୍ଯ ତରିବା।
ପ୍ରଥମ ରାଜାବଳୀ 17:1
ଏଲିଯ ତିସ୍ବୀଯର ଭବିଷ୍ଯତ ବକ୍ତା ଗିଲିଯଦ ରେ ରାଜା ଆହାବ୍ଙ୍କୁ କହିଲେ, ଗିଲିଯଦର ପ୍ରବାସୀ ତିସ୍ବୀଯ ଏଲିଯ ଭବିଷ୍ଯଦ୍ବକ୍ତା ରାଜା ଆହାବ୍ଙ୍କୁ କହିଲେ, ମୁଁ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କର ସବୋ କରେ। ତାଙ୍କର ଶକ୍ତି ଅନୁସାରେ ମୁଁ ପ୍ରତିଜ୍ଞା କରୁଛି ଆସନ୍ତା କିଛି ବର୍ଷ ଦେଶ ରେ କାକର କି ବୃଷ୍ଟିପାତ ହବେନାହିଁ। ଯଦି ମୁଁ ଆଦେଶ ଦିଏ ତବେେ ବର୍ଷା ହବେ।
ପ୍ରଥମ ରାଜାବଳୀ 18:2
ତେଣୁ ଏଲିଯ ରାଜା ଆହାବଙ୍କୁ ଭଟେିବାକୁ ଗଲେ।
ଯିରିମିୟ 14:1
ଅନାବୃଷ୍ଟି ବିଷଯ ରେ ଯିରିମିୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ଯ ଉପସ୍ଥିତ ହେଲା।
ଆମୋଷ 4:7
ଆମ୍ଭେ ଶସ୍ଯ ଅମଳର ତିନିମାସ ପୂର୍ବରୁ ବର୍ଷା ବନ୍ଦ କଲୁ। ଆମ୍ଭେ ଗୋଟିଏ ନଗର ରେ ବର୍ଷା କରାଇଲୁ କିନ୍ତୁ ଅନ୍ୟ ଏକ ନଗର ରେ ବର୍ଷା ହେଲା ନାହିଁ। ଦେଶର ଗୋଟିଏ ଅଂଶ ରେ ଓଦା ହେଉଥିଲା ବେଳେ ଅନ୍ୟ ଅଂଶ ଶୁଷ୍କ ରହିଥିଲା।