Home Bibles ☰ Books ଦିତୀୟ ବିବରଣ 28:45 · ଓଡ଼ିଆ ବାଇବେଲ
ଦିତୀୟ ବିବରଣ 28:45 · ଓଡ଼ିଆ ବାଇବେଲ

ସବୁ ଅଭିଶାପ ତକ୍ସ୍ଟମ୍ଭ ନିକଟକକ୍ସ୍ଟ ଆସିବ ତୁମ୍ଭେ ନଷ୍ଟ ହବୋ ପର୍ୟ୍ଯନ୍ତ। କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ବରଙ୍କ ବାକ୍ଯ ପ୍ରତି ତୁମ୍ଭମାନେେ କର୍ଣପାତ କଲନାହିଁ। ତୁମ୍ଭେ ସଦାପ୍ରଭୁଙ୍କର ଆଜ୍ଞା ଓ ବ୍ଯବସ୍ଥାମାନ ମାନିଲ ନାହିଁ।

Cross references

ଲେବୀୟ ପୁସ୍ତକ 26:28

ତବେେ ଆମ୍ଭେ କୋର୍ଧ ରେ ତୁମ୍ଭମାନଙ୍କର ପ୍ରତିକୂଳାଚରଣ କରିବା ଓ ତୁମ୍ଭମାନଙ୍କ ପାପ ଯୋଗୁଁ ତୁମ୍ଭମାନଙ୍କୁ ସାତଗୁଣ ଶାସ୍ତି ଦବୋ।

ଦିତୀୟ ବିବରଣ 11:27

ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କର ଆଜ୍ଞାମାନ ଯଦି ମାନ, ଯାହା ମୁ ତୁମ୍ଭମାନଙ୍କୁ ଆଜି କହିବି, ତବେେ ତୁମ୍ଭମାନେେ ଆଶୀର୍ବୀଦ ପାଇବ।

ଦିତୀୟ ବିବରଣ 28:5

ସଦାପ୍ରଭୁ ତୁମ୍ଭର ପରମେଶ୍ବର ତୁମ୍ଭମାନଙ୍କର ପାତ୍ର ଖାଦ୍ୟ ରେ ପୂର୍ଣ୍ଣ କରିବେ।

ଦିତୀୟ ବିବରଣ 28:15

କିନ୍ତୁ ତୁମ୍ଭମାନେେ ଯଦି ସଦାପ୍ରଭୁ ଆପଣା ପରମେଶ୍ବରଙ୍କର ବାକ୍ଯ ନଶକ୍ସ୍ଟଣ, ଯତ୍ନଶୀଳ ନହକ୍ସ୍ଟଅ ଏବଂ ଯଦି ତୁମ୍ଭେ ତାଙ୍କର ବିଧି ଓ ନିଯମ ପାଳନ ନକର, ଯାହା ମୁ ତୁମ୍ଭମାନଙ୍କୁ ଦେଉଛି। ତବେେ ଏହି ଅଭିଶାପଗକ୍ସ୍ଟଡିକ ତୁମ୍ଭମାନଙ୍କ ଉପରେ ବର୍ତ୍ତିବ।

ଦିତୀୟ ବିବରଣ 29:20

ସଦାପ୍ରଭୁ ତାହାକକ୍ସ୍ଟ କ୍ଷମା କରିବାକୁ ସମ୍ମତ ହବେେ ନାହିଁ। ମାତ୍ର ତତ୍କ୍ଷଣାତ ସହେି ଲୋକପ୍ରତି ସଦାପ୍ରଭୁଙ୍କ କୋରଧ ଓ ଅନ୍ତଜର୍‌ବାଳା ସଧୂମ ହାଇେ ଉଠିବ।

ଦିତୀୟ ରାଜାବଳୀ 17:20

ଏଣୁ ସଦାପ୍ରଭୁ ସମସ୍ତ ଇଶ୍ରାୟେଲୀୟଙ୍କୁ ଅଗ୍ରାହ୍ଯ କଲେ। ସେ ସମାନଙ୍କେୁ କ୍ଲେଶ ଦେଲେ। ସମାନଙ୍କେୁ ବିନାଶକାରୀମାନଙ୍କ ହସ୍ତ ରେ ସମର୍ପଣ କଲେ। ଶଷେ ରେ ସେ ସମାନଙ୍କେୁ ନିଜ ଦୃଷ୍ଟି ପଥରୁ ଦୂ ରଇେ ଦେଲେ ଓ ସମାନଙ୍କେୁ ପରିତ୍ଯାଗ କଲେ।

ଗୀତସଂହିତା 119:21

ସଦାପ୍ରଭୁ ତୁମ୍ଭେ ଗର୍ବୀ ଲୋକମାନଙ୍କୁ ଉପହାସ କର। ଯେଉଁମାନେ ତୁମ୍ଭର ଆଜ୍ଞାଗୁଡିକୁ ଅନୁସରଣ କରିବାକୁ ବନ୍ଦ କରନ୍ତି ସମାନେେ ଅଭିଶପ୍ତ ହୁଅନ୍ତି।

ହିତୋପଦେଶ 13:21

ପାପୀମାନଙ୍କ ପଛ ରେ ମନ୍ଦ ଅନୁସରଣ କରେ। ମାତ୍ର ଧାର୍ମିକମାନଙ୍କୁ ମଙ୍ଗଳରୂପ ପୁରସ୍କାର ଦତ୍ତ ହବେ।

ଯିଶାଇୟ 1:20

ଯଦି ତୁମ୍ଭମାନେେ ମାରେ ବାକ୍ଯ ପ୍ରତି ଧ୍ଯାନ ନ ଦିଅ ଏବଂ ମାରେ ବିରୁଦ୍ଧାଚରଣ କର, ତବେେ ତୁମ୍ଭର ଶତ୍ରୁ ତୁମ୍ଭକୁ ଧ୍ବଂସ କରିବେ।'

ଯିଶାଇୟ 65:14

ଆମ୍ଭର ଦାସମାନେ ଆନନ୍ଦ ରେ ଗାନ କରିବେ କାରଣ ସମାନଙ୍କେ ହୃଦଯ ସୁଖ ରେ ପରିପୂର୍ଣ୍ଣ । ମାତ୍ର ତୁମ୍ଭେ ମନ୍ଦାଚାରୀଗଣ ହୃଦଯର ଦୁଃଖ ନିମିତ୍ତ ବିଳାପ କରିବ। ଆଉ ମଧ୍ଯ ଆତ୍ମାର ବିରକ୍ତିଭାବ ଯୋଗୁଁ ହାହାକାର କରିବ।

ଯିରିମିୟ 7:22

ଯେଉଁଦିନ ତୁମ୍ଭ ପୂର୍ବପୁରୁଷମାନଙ୍କୁ ଆମ୍ଭେ ମିଶରରୁ ବାହାର କରି ଆଣିଲୁ, ସଦେିନ ଆମ୍ଭେ ହାମେ କିଅବା ବଳିଦାନ ବିଷଯ ରେ ସମାନଙ୍କେୁ କିଛି କହି ନ ଥିଲୁ କିଅବା ଆଜ୍ଞା ଦଇେ ନ ଥିଲୁ।

ଯିରିମିୟ 24:9

ମୁଁ ସମାନଙ୍କେ ଉପ ରେ ଏମିତି ବିପର୍ୟ୍ଯଯ ଆଣିବି ଯେ ପୃଥିବୀର ସମସ୍ତ ରାଜ୍ଯ ଆତଙ୍କିତ ହବେେ। ସମସ୍ତେ ସମାନଙ୍କେୁ ଦୁର୍ନାମ ଓ ଉପହାସ କରିବେ। ଆମ୍ଭେ ଯେଉଁ ସ୍ଥାନ ରେ ସମାନଙ୍କେୁ ବିକ୍ଷିପ୍ତ କରିବା, ସହେି ସ୍ଥାନର ଲୋକମାନେ ସମାନଙ୍କେୁ ଅଭିଶାପ ଦବେେ।

ଯିରିମିୟଙ୍କ ବିଳାପ 2:15

ପଥିକମାନେ ତୁମ୍ଭର ଦୁରାବସ୍ଥା ରେ ହାତତାଳି ଦିଅନ୍ତି। ସମାନେେ ଗ୍ରୀସ୍ ଶବ୍ଦ କରି ୟିରୁଶାଲମର କନ୍ଯା ପ୍ରତି ମସ୍ତକ ହଲାଇ କହନ୍ତି, ଏ କ'ଣ ସହେି ନଗରୀ ଯାହାକୁ ଲୋକମାନେ 'ସୌନ୍ଦର୍ୟ୍ଯମଯୀ ନଗରୀ' ଓ 'ସମଗ୍ର ପୃଥିବୀର ଆନନ୍ଦ ସ୍ବରୂପ' ବୋଲି କହୁଥିଲେ ?

Interlinear

Choose Theme