ତେଣୁ ସଦାପ୍ରଭୁ ଯେଉଁ ଶତୃମାନଙ୍କୁ ତକ୍ସ୍ଟମ୍ଭ ବିରକ୍ସ୍ଟଦ୍ଧ ରେ ପଠାଇବେ, ତୁମ୍ଭେ କ୍ଷକ୍ସ୍ଟଧା ରେ ଓ ତୃଷା ରେ ଓ ଉଲଙ୍ଗତା ରେ ଏବଂ ସବୁପ୍ରକାର ଅଭାବରେ ସମାନଙ୍କେର ଦାସକର୍ମ କରିବ। ଆଉ ଶତୃ ତୁମ୍ଭକୁ ବିନଷ୍ଟ କରିବା ୟାଏ ତକ୍ସ୍ଟମ୍ଭ କାନ୍ଧ ରେ ଲକ୍ସ୍ଟହାର ଜକ୍ସ୍ଟଆଳି ଦବେ।
Cross references
କିନ୍ତୁ ୟିରୁଶାଲମର ଲୋକମାନେ ଶୀଶକ୍ର ଦାସ ହବେେ। ସମାନେେ ଯେପରି ଶିକ୍ଷା କରିବେ, ଆମ୍ଭର ସବୋ କରିବା ଅନ୍ୟ ଦେଶୀଯ ରାଜାମାନଙ୍କର ସବୋ କରିବାଠାରୁ ସମ୍ପୂର୍ଣ୍ଣ ଭିନ୍ନ ଅଟେ, ଏଥିନିମନ୍ତେ ଏହା ଘଟିବ।
ହତେୁ ସମାନେେ ଆପଣାମାନଙ୍କ ରାଜ୍ଯ ରେ ସମାନଙ୍କେୁ ତୁମ୍ଭର ପ୍ରଦତ୍ତ ମହାମଙ୍ଗଳ ରେ ଓ ସମାନଙ୍କେ ସମ୍ମୁଖ ରେ ତୁମ୍ଭର ସମର୍ପିତ ପ୍ରଶସ୍ତ ଓ ଉର୍ବର ଦେଶ ରେ ତୁମ୍ଭର ସବୋ କରି ନାହାଁନ୍ତି। କି ନିଜ ନିଜ ଦୁଷ୍କର୍ମରୁ ଫରେି ନାହାଁନ୍ତି।
ଆମ୍ଭେ ନିଜ ଲୋକମାନଙ୍କ ଉପ ରେ କ୍ରୋଧିତ ହେଲୁଁ। ଆପଣା ଅଧିକାରକୁ ଅପବିତ୍ର କଲୁ ଓ ତୁମ୍ଭ ହସ୍ତ ରେ ସମାନଙ୍କେୁ ସମର୍ପର କଲୁ। ତୁମ୍ଭେ ସମାନଙ୍କେ ପ୍ରତି ଦୟା ପ୍ରକାଶ କଲ ନାହିଁ। ତୁମ୍ଭେ ବୃଦ୍ଧଲୋକ ଉପ ରେ ୟୁଆଳି ବଡ଼ ଭାରି କରି ଥୋଇଲ।
ଆଉ ତୁମ୍ଭମାନେେ ଯେତବେେଳେ ଯିରିମିୟଙ୍କୁ କହିବ, 'ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବର, କେଉଁ କାରଣରୁ ଆମ୍ଭମାନଙ୍କ ପ୍ରତି ଏହିସବୁ କରିଅଛନ୍ତି।' ସେତବେେଳେ ତୁମ୍ଭେ ସମାନଙ୍କେୁ କହିବ, ' ଯେଉଁପ୍ରକା ରେ ତୁମ୍ଭମାନେେ ମାେତେ ପରିତ୍ଯାଗ କରିଛ ଏବଂ ମୂର୍ତ୍ତିଗଣର ସବୋ କରିଅଛ, ସହେିପରି ଭାବରେ ତୁମ୍ଭମାନେେ ବିଦେଶ ରେ ବିଦେଶୀଯମାନଙ୍କର ସବୋ କରିବ।
ପୁଣି ଆମ୍ଭେ ତୁମ୍ଭକୁ ଯେଉଁ ଅଧିକାର ଦଇେଥିଲୁ ତୁମ୍ଭେ ସେଥିରୁ ଆପେ କ୍ଷାନ୍ତ ହବେ। ଆଉ ତୁମ୍ଭକୁ ଏକ ଅଜ୍ଞାତ ଦେଶ ରେ ତୁମ୍ଭ ଶତ୍ରୁଗଣର ସବୋ କରାଇବା। କାରଣ ତୁମ୍ଭେ ଆମ୍ଭର କୋରଧରୂପକ ଅଗ୍ନି ପ୍ରଜ୍ବଳିତ କରିଅଛି। ଆଉ ସହେି ଅଗ୍ନି ରେ ତୁମ୍ଭେ ସଦାକାଳ ଭସ୍ମୀଭୂତ ହବେ। ସହେି ଲୋକମାନଙ୍କ ଉପ ରେ ଏପରି ଘଟିବ ଯେଉଁମାନେ ପରମେଶ୍ବରଙ୍କ ଉପ ରେ ବିଶ୍ବାସ କରି ନାହାଁନ୍ତି।
'ଅନନ୍ତର ମୁଁ ସହେି ସମସ୍ତ ବାକ୍ଯ ଯିହୁଦାର ରାଜା ସିଦିକିଯକୁ କହିଲି, ତୁମ୍ଭମାନେେ ଆପଣା ଆପଣା ବକେ ବାବିଲ ରାଜାର ୟୁଆଳି ତଳେ ରଖ ଓ ତାହାର ଏବଂ ତାହାର ଲୋକମାନଙ୍କର ସବୋ କର। ତହିଁରେ ତୁମ୍ଭମାନେେ ବଞ୍ଚିବ।
ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ୟାଇ ହନାନିଯକୁ କୁହ, 'ତୁମ୍ଭେ ସିନା କାଠର ୟୁଆଳି ଭାଙ୍ଗି ଦଲେ, ମାତ୍ର ଆମ୍ଭେ ତାହା ବଦଳ ରେ ଲୁହାର ୟୁଆଳି ପ୍ରସ୍ତୁତ କରିବା।
ଆମ୍ଭେ ନିଶ୍ଚିତ କରିବୁ ଯେ ହତେୁ ଆମ୍ଭେ ପ୍ରତିଜ୍ଞା କରିବୁ। ଅର୍ଥାତ୍ ଯିହୁଦାର ନଗର ସମୂହ ରେ ଓ ୟିରୁଶାଲମର ସମସ୍ତ ପଥରେ ଆମ୍ଭମାନେେ ଯେପରି କରିଅଛୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷମାନେ, ରାଜଗଣ ଓ ଅଧିପତିଗଣ ଯେପରି କରିଅଛନ୍ତି, ଆମ୍ଭମାନେେ ପଯେ ନବୈେଦ୍ଯ ଉତ୍ସର୍ଗ କରିବୁ। କାରଣ ସେ ସମୟରେ ଆମ୍ଭମାନେେ ଆମ୍ଭମାନେେ ପ୍ରଚୁର ଆହାର ପାଇଲୁ ଏବଂ ସୁଖ ରେ ଥିଲୁ। କୌଣସି ଅମଙ୍ଗଳ ଆମପ୍ରତି ଘଟି ନ ଥିଲା।
ତା'ପ ରେ ତୁମ୍ଭମାନଙ୍କର ଦୁଷ୍କର୍ମ କୃତ ଘୃଣ୍ଯକର୍ମ ଯୋଗୁଁ ସଦାପ୍ରଭୁ ଆଉ ସହ୍ଯ କରିପାରିଲେ ନାହିଁ, ତେଣୁ ତୁମ୍ଭମାନଙ୍କର ଦେଶ ନିବାସ ବିହୀନ ହାଇେ ଶୂନ୍ଯ ମରୁ ରେ ପରିଣତ ହାଇେଅଛି। ଲୋକମାନେ ଏହାକୁ ଅଭିଶାପ ରୂପେ ବ୍ଯବହାର କରନ୍ତି।
'ଆଉ ଦେଖ, ଆମ୍ଭେ ସମାନଙ୍କେର ମଙ୍ଗଳ ନିମନ୍ତେ ନୁହେଁ, ଅମଙ୍ଗଳ ନିମନ୍ତେ ସମାନଙ୍କେୁ ଜଗି ରହିବା। ମିଶର ଦେଶସ୍ଥ ସମସ୍ତ ୟୁହୁଦୀ ନିଃଶଷେ ହବୋ ପର୍ୟ୍ଯନ୍ତ ଖଡ୍ଗ, ଓ ଦୁର୍ଭିକ୍ଷର ମୃତ୍ଯୁ ଲାଗି ରହିବ।
ଯିହୁଦା ବହୁ ଦୁଃଖ ଯୋଗୁଁ ନିର୍ବାସିତ ହାଇେଅଛି। ସେ ନାନା ଗୋଷ୍ଠୀ ମଧିଅରେ ବାସ କରେ ଓ ସେ ବିଶ୍ରାମ ପାଏ ନାହିଁ। ତାହାର ତାଡ଼ନାକାରୀ ସମସ୍ତେ ସଂକୀର୍ଣ୍ଣ ପଥରେ ତାକୁ ଧରିଲେ।
ମାରେ ପାପରୂପୀ ୟୁଆଳି ସଦାପ୍ରଭୁଙ୍କ ହସ୍ତ ରେ ବନ୍ଧା ୟାଇଅଛି। ସଦାପ୍ରଭୁଙ୍କ ସହେି ୟୁଆଳି ମାେ ସ୍କନ୍ଧ ଉପରକୁ ଆସିଅଛି, ସେ ମାେତେ ସମ୍ପୁର୍ଣ୍ଣ ଦୁର୍ବଳ କରିଦଇେଛନ୍ତି। ଯେଉଁମାନଙ୍କ ବିରୁଦ୍ଧ ରେ ମୁଁ ଠିଆ ହାଇପୋରିବି ନାହିଁ, ସମାନଙ୍କେ ହସ୍ତ ରେ ସଦାପ୍ରଭୁ ମାେତେ ସମର୍ପଣ କରିଛନ୍ତି।
ଆମ୍ଭମାନଙ୍କର ଦେଶ ବିଦେଶୀଯମାନଙ୍କର ହସ୍ତଗତ ହାଇେଅଛି। ଆମ୍ଭମାନଙ୍କର ଗୃହସବୁ ପରଦେଶୀଯମାନେ ଅଧିକାର କରିଛନ୍ତି।
ତା'ପ ରେ ପରମେଶ୍ବର ମାେତେ କହିଲେ, ହେ ମନୁଷ୍ଯ ପୁତ୍ର, ଆମ୍ଭେ ୟିରୁଶାଲମକୁ ଖାଦ୍ୟ ଯୋଗଣ ବନ୍ଦ କରିବା। ସମାନେେ ଉତ୍କଣ୍ଠା ରେ ସୀମିତ ପରିମାଣର ଅନ୍ନ ଭୋଜନ କରିବେ ଓ ମହାଭୟ ରେ ସୀମିତ ପରିମାଣ ରେ ଜଳପାନ କରିବେ।
ସମାନଙ୍କେୁ କୁହ,
କିନ୍ତୁ ଆଉ ଗୋଟିଏ ବଡ଼ ବଡ଼ ଡ଼ଣୋ ଥିବା ବୃହତ୍ ଓ ୟଥେଷ୍ଟ ପର ବିଶିଷ୍ଟ ଛଞ୍ଚାଣ ପକ୍ଷୀ, ବିରାଟ ଉତ୍କ୍ରୋଶ ପକ୍ଷୀ ସହେି ସ୍ଥାନକୁ ଆସିଲା। ଏହି ନୂତନ ପକ୍ଷୀର ଯତ୍ନ ପାଇବା ସକାେଶ ସହେି ଦ୍ରାକ୍ଷାଲତାର ଚରେ ତା' ଆଡ଼କୁ ବିସ୍ତାର କଲା ଏବଂ ଏହାର ଶାଖାଗୁଡ଼ିକ ପ୍ରସାରିତ ହେଲା, ଯେଉଁଠା ରେ ଏହା ରୋପିତ ହାଇେଥିଲା ଏବଂ ପାଣି ଦ୍ବାରା ସଚେିତ ହେଉଥିଲା।
ତୁମ୍ଭେ ସହେି ବିଦ୍ରୋହୀ ଜାତିକୁ କୁହ, ଇଶ୍ରାୟେଲ ତୁମ୍ଭେ କ'ଣ ଏସବୁର ତାତ୍ପର୍ୟ୍ଯ ଜାଣ ନାହିଁ ? ସମାନଙ୍କେୁ କୁହ, ଦେଖ, ବାବିଲର ରାଜା ୟିରୁଶାଲମକୁ ଆସି ତହିଁର ରାଜାଙ୍କୁ ଓ ତହିଁର ମୁଖ୍ଯଗଣଙ୍କୁ ଆପଣାର ନ୍ଯାଯାଳଯ ବାବିଲକୁ ନଇଗେଲା।
ମାରେ କାର୍ୟ୍ଯଭାର ତୁମ୍ଭେ ଗ୍ରହଣ କର। ମାଠାରୁେ ଶିଖ। କାରଣ ମୁଁ ଆତ୍ମା ରେ ସରଳ ଓ ନମ୍ର ତାଣୁ ତୁମ୍ଭେ ନିଜ ଅତ୍ମା ରେ ବିଶ୍ରାମ ପାଇବ।