Home Bibles ଦିତୀୟ ବିବରଣ 28:57 · ଓଡ଼ିଆ ବାଇବେଲ
ଦିତୀୟ ବିବରଣ 28:57 · ଓଡ଼ିଆ ବାଇବେଲ

ଏପରି ହବେ ସହେି ସ୍ତ୍ରୀ ଲୋକ ଯେଉଁ ପିଲାକକ୍ସ୍ଟ ଜନ୍ମ ଦବେ ତାକକ୍ସ୍ଟ ଓ ତାହା ସହିତ ବାହାରିଥିବା ସମସ୍ତ ଦ୍ରବ୍ଯକକ୍ସ୍ଟ ସେ ଖାଇ ପକାଇବ। ଯେତବେେଳେ ଶତୃମାନେ ତୁମ୍ଭମାନଙ୍କୁ କବଳିତ କରି ରଖିବେ, ସହେି ସମୟରେ ଏପରି କର୍ମମାନ ଘଟିବ।

Cross references

ଆଦି ପୁସ୍ତକ 49:10

ଶୀଲୋର ଆଗମନ ପର୍ୟ୍ଯନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତା'ର ଚରଣ ଦ୍ବଯ ମଧ୍ଯରୁ ବିଚାରକର୍ତ୍ତାର ୟଷ୍ଟି ୟିବ ନାହିଁ। ତାହାଙ୍କ ନିକଟରେ ଲୋକମାନେ ଅଧିନତା ସ୍ବୀକାର କରିବେ।

ଯିଶାଇୟ 49:15

ଜଣେ ସ୍ତ୍ରୀ ଲୋକ ତା'ର ଗର୍ଭଜାତ ସନ୍ତାନକୁ ସ୍ନହେ ନ କରି କ'ଣ ଭୁଲି ପାରିବ ? ସେ କ'ଣ ତାର ସ୍ତନ୍ଯପାଯୀ ସନ୍ତାନକୁ ଦୟା ନ ଦଖାଇେ ପାସୋରି ପାରିବ ? ଏମାନେ ତାହା କରିପାରନ୍ତି, ତଥାପି ଆମ୍ଭେ ତୁମ୍ଭକୁ ପାସୋରିବା ନାହିଁ।

Interlinear

Choose Theme