ତୁମ୍ଭମାନଙ୍କର ସଂଖ୍ଯା ତାରାମାନଙ୍କ ପରି ବହକ୍ସ୍ଟତ ହାଇେଥିବା କିନ୍ତୁ ତୁମ୍ଭମାନଙ୍କ ମଧ୍ଯରକ୍ସ୍ଟ ଖକ୍ସ୍ଟବ୍ କମ ସଂଖ୍ଯକ ରହିଯିବେ। କାରଣ ତୁମ୍ଭମାନେେ ତୁମ୍ଭର ସଦାପ୍ରଭୁ ପରମେଶ୍ବରଙ୍କର ବାକ୍ଯପ୍ରତି ଧ୍ଯାନ ଦଲେ ନାହିଁ।
Cross references
ତୁମ୍ଭମାନଙ୍କ ପ୍ରତିକୂଳ ରେ ମୁଁ ବନ୍ଯପଶୁମାନଙ୍କୁ ପଠାଇବି, ତହିଁରେ ସମାନେେ ତୁମ୍ଭମାନଙ୍କୁ ସନ୍ତାନ ବିହୀନ କରିବେ ଓ ତୁମ୍ଭମାନଙ୍କର ଗୃହପାଳିତ ପଶୁମାନଙ୍କୁ କରିବେ, ସମାନେେ ତୁମ୍ଭମାନଙ୍କୁ ଅଳ୍ପ ସଂଖ୍ଯକ କରିବେ, ଆଉ ତୁମ୍ଭମାନଙ୍କ ରାଜପଥ ସକଳ ଶୂନ୍ଯ ହବେ।
ବର୍ତ୍ତମାନ ତୁମ୍ଭମାନଙ୍କର ସଂଖ୍ଯା ବେଶୀ ଏବଂ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କର ସଂଖ୍ଯା ବୃଦ୍ଧି କରିଛନ୍ତି, ତେଣୁ ତୁମ୍ଭମାନେେ ଆକାଶର ତାରାମାନଙ୍କ ତକ୍ସ୍ଟଲ୍ଯ ବହକ୍ସ୍ଟତ।
ତୁମ୍ଭମାନେେ ଏବେ ଯେତେ ଅଛ, ସଦାପ୍ରଭୁ ତୁମ୍ଭମାନଙ୍କର ପୂର୍ବପୁରୁଷ ପରମେଶ୍ବର ତୁମ୍ଭମାନଙ୍କୁ ସହସ୍ରଗକ୍ସ୍ଟଣ କରନ୍ତକ୍ସ୍ଟ। ସେ ଯେପରି ତୁମ୍ଭମାନଙ୍କୁ ପ୍ରତିଜ୍ଞା କରିଛନ୍ତି, ସହେିପରି ଆଶୀର୍ବାଦ କରନ୍ତକ୍ସ୍ଟ।
ସଦାପ୍ରଭୁ ତୁମ୍ଭମାନଙ୍କୁ ଅନ୍ୟ ଦେଶୀଯ ଲୋକମାନଙ୍କ ମଧିଅରେ ଛିନ୍ନ ବିଛିନ୍ନ କରିବେ। ଯେଉଁ ସ୍ଥାନକକ୍ସ୍ଟ ସଦାପ୍ରଭୁ ତୁମ୍ଭମାନଙ୍କୁ ନଇେଯିବେ, ସହେି ଅନ୍ୟ ଦେଶୀଯ ଲୋକମାନଙ୍କ ମଧିଅରେ, ତୁମ୍ଭମାନେେ ଅଳ୍ପ ସଂଖ୍ଯକ ହାଇେ ଅବଶିଷ୍ଟ ରହିବ।
ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ସତକ୍ସ୍ଟରି ପ୍ରାଣୀ ସହିତ ମିଶରକକ୍ସ୍ଟ ୟାଇଥିଲେ। ମାତ୍ର ଏବେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ଆକାଶ ମଣ୍ତଳର ତାରାଗଣ ପରି ତୁମ୍ଭମାନଙ୍କୁ ବହକ୍ସ୍ଟ ସଂଖ୍ଯକ କରିଛନ୍ତି।
ଅରାମର ରାଜା ୟିହୋଯାଶ୍ଙ୍କ ସୈନ୍ଯବାହିନୀକୁ ପରାସ୍ତ କରି ତାଙ୍କର ମାତ୍ର ପଚାଶ ଅଶ୍ବାରୋହୀ, ଦଶଟି ରଥ ଓ 10,000 ପଦାତିକଙ୍କୁ ଛାଡି ଅନ୍ୟ ସମସ୍ତଙ୍କୁ ବଧ କଲେ। ଯିହାୟୋଦାରଶ୍ଙ୍କ ସୈନ୍ଯମାନେ ଶସ୍ଯ ଅମଳ ସମୟରେ ଅଗାଡି ତୁଲ୍ଯ ପବନ ରେ ଗ୍ଭଲିଗଲେ।
ଆଉ ସେ ୟିରୁଶାଲମ୍ର ସମସ୍ତ ଲୋକଙ୍କୁ, ସମସ୍ତ ଅଧିପତିଙ୍କୁ ଓ ମହାବିକ୍ରମଶାଳୀ ଲୋକମାନଙ୍କୁ ଏପରି 10,000 ଲୋକଙ୍କୁ ବନ୍ଦୀ କଲେ। ଆଉ ସେ ସମସ୍ତ ଦକ୍ଷ ଶିଳ୍ପୀ ଓ କର୍ମକାରୀମାନଙ୍କୁ ନଇଗେଲେ କବଳେ ଦେଶ ରେ ନିତାନ୍ତ ଦରିଦ୍ର ଲୋକ ଛଡା ଆଉ ଅବଶିଷ୍ଟ କହେି ରହିଲେ ନାହିଁ।
ବର୍ତ୍ତମାନ ନଗର ପ୍ରଶସ୍ତ ଥିଲା। ମାତ୍ର ତହିଁ ମଧିଅରେ ଅଳ୍ପଲୋକ ଥିଲେ ଓ ଗୃହସବୁ ନିର୍ମିତ ହାଇନେଥିଲା।
ତୁମ୍ଭେ ସମାନଙ୍କେ ବଂଶଧରଗଣଙ୍କୁ ଆକାଶର ନକ୍ଷେତ୍ରଗଣ ତୁଲ୍ଯ ବହୁ ସଂଖ୍ଯକ କଲ। ଯେଉଁଦେଶ ସମାନେେ ଅଧିକାର କରିବାକୁ ଯିବେ ବୋଲି ତୁମ୍ଭେ ସମାନଙ୍କେ ପୂର୍ବପୁରୁଷଗଣଙ୍କଠା ରେ ଶପଥ କରିଥିଲ, ସହେି ଦେଶକୁ ସମାନଙ୍କେୁ ଆଣିଲ।
ଏହା ସତ୍ଯ ଅଟେ। ମାତ୍ର ସଦାପ୍ରଭୁ ସର୍ବଶକ୍ତିମାନ ଅବଶିଷ୍ଟ ଅଳ୍ପ ଲୋକଙ୍କୁ ବଞ୍ଚିବାକୁ ଦେଲେ। ତା ନ ହାଇେଥିଲେ ଆମ୍ଭମାନେେ ସଦୋମ ଓ ହ ମାରୋର ପରି ସମ୍ପୂର୍ଣ୍ଣରୂପେ ଧ୍ବଂସ ପାଇଥାନ୍ତୁ।
ତା'ପ ରେ ମୁଁ ସଦାପ୍ରଭୁଙ୍କୁ ପ୍ରଶ୍ନ କଲି, ପ୍ରଭୋ ! ମୁଁ କେତକୋଳ ଏହା କରିବି ?'
ମାତ୍ର ଏକ ଦଶମାଂଶ ଲୋକ ରହିବାକୁ ଅନୁମତି ପାଇବେ। ଏହି ଦଶମାଂସ ଲୋକ ସଦାପ୍ରଭୁଙ୍କ ନିକଟକୁ ଫରେି ଆସିବେ ଓ ଅନ୍ୟମାନେ ଧ୍ବଂସ ପାଇବେ। ଏମାନେ ଆଲୋନଗଛ ସଦୃଶ ହବେେ। ଆଲୋନ ଗଛ ହଣା ହେଲା ପ ରେ ତା'ର ଗଣ୍ଡି ଯେପରି ସୁଦୃଢ଼ ରହେ, କର୍ତ୍ତିତ ବୃକ୍ଷର ଅବଶିଷ୍ଟାଂଶ ପବିତ୍ର ବୀଜ।
ପୃଥିବୀ ନିବାସୀ ଦୋଷ କରିଛନ୍ତି, ତେଣୁ ସମାନେେ ଅପରାଧୀ, ସେଥିପାଇଁ ପରମେଶ୍ବର ସମାନଙ୍କେୁ ବିନଷ୍ଟ କରିବାକୁ ପ୍ରତିଜ୍ଞା କରିଛନ୍ତି। ସମାନେେ ଦଣ୍ଡିତ ହବେେ ଓ ଅଳ୍ପ କେତକେ ବଞ୍ଚି ରହିବେ।
ସେ ସମସ୍ତ ଲୋକ ତାଙ୍କୁ କହିଲେ, ହେ ଯିରିମିୟ, ଆମ୍ଭମାନେେ ତୁମ୍ଭକୁ ନିବଦନେ କରୁଛୁ, ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଅର୍ଥାତ୍ ଯିହୁଦାର ଏହି ଅବଶିଷ୍ଟ ଲୋକଙ୍କ ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ବରଙ୍କ ନିକଟରେ ପ୍ରାର୍ଥନା କର। କାରଣ ତୁମ୍ଭେ ସ୍ବଚକ୍ଷୁ ରେ ଆମ୍ଭମାନଙ୍କୁ ଦେଖୁଅଛ। ଆମ୍ଭମାନେେ ଅନକେ ଥିଲୁ, ଏବେ ଆମ୍ଭେ ଅଳ୍ପମାତ୍ର ଅଛୁ।
ନବୂଖଦନିତ୍ସର ଯେଉଁ ୟିହୁଦୀ ଲୋକମାନଙ୍କୁ ବନ୍ଦୀକରି ନଇଗେଲେ,
ସଦାପ୍ରଭୁ ମାରେ ପ୍ରଭୁ ଏହି ବାକ୍ଯ କୁହନ୍ତି: ସହରରୁ ବାହାରକୁ ୟାଇଥିବା ଏକ ହଜାର ମଧ୍ଯରୁ ଏକଶହ ଅବଶିଷ୍ଟ ରହିବେ, ଏବଂ ଏକଶହ ବାହାରିଥିବା ମଧ୍ଯରୁ ମାତ୍ର ଦଶଜଣ ପ୍ରତ୍ଯାବର୍ତ୍ତନ କରିବେ।
ସହେି ଭୟଙ୍କର ସମୟକୁ କମଇେ ଦବୋ ପାଇଁ ପରମେଶ୍ବର ସ୍ଥିର କରିଛନ୍ତି। ଯଦି ସହେି ସମୟ କମଇେ ଦିଆ ନ ୟିବ, ତବେେ କହେି ବଞ୍ଚି ରହି ପାରିବେ ନାହିଁ। କିନ୍ତୁ ପରମେଶ୍ବର ଯେଉଁମାନଙ୍କୁ ବାଛିଛନ୍ତି, କବଳେ ସହେିମାନଙ୍କ ପାଇଁ ସହେି ସମୟ କମଇେ ଦବେେ।
ଏବଂ ଇଶ୍ରାୟେଲ ବିଷୟ ରେ ୟିଶାଇୟ ଘାଷେଣା କରି କୁହନ୍ତି: