ତୁମ୍ଭମାନେେ ସମସ୍ତେ ସଦାପ୍ରଭୁ ତୁମ୍ଭର ପରମେଶ୍ବରଙ୍କଠାରେ ଚକ୍ସ୍ଟକ୍ତି କରିବା ପାଇଁ ଏଠା ରେ ଛିଡା ହାଇେଛ। ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଆଜି ଏହି ଚକ୍ସ୍ଟକ୍ତି କରୁଛନ୍ତି।
Cross references
ତୁମ୍ଭମାନେେ ମାରେ ଲୋକ ହବେ। ଏବଂ ମୁଁ ତୁମ୍ଭର ପରମେଶ୍ବର ହବେି। ମୁଁ ସଦାପ୍ରଭୁ ତୁମ୍ଭର ପରମେଶ୍ବର ଅଟେ। ଏବଂ ତୁମ୍ଭେ ଜାଣିବ ଯେ, ମୁଁ ତୁମ୍ଭମାନଙ୍କୁ ମିଶରୀଯମାନଙ୍କ ଦାଉରୁ ରକ୍ଷା କରିବି।
ତେଣୁ ସମାନଙ୍କେୁ ମାରେ ଆଜ୍ଞା ମାନିବା ପାଇଁ କୁହ। ସମାନଙ୍କେୁ ମାରେ ନିଯମ ପାଳନ କରିବାକୁ ଦିଅ। ଯଦି ତୁମ୍ଭେ ଏପରି କର, ତବେେ ତୁମ୍ଭମାନେେ ମାରେ ଆପଣାର ରତ୍ନଭଣ୍ଡାର ହାଇେ ରହିବ ଯେ ହତେୁ ସମଗ୍ର ପୃଥିବୀ ମାରେ।
ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ଏହି ଦେଶ ଦଇେଅଛୁ, ଏହାସବୁ ତୁମ୍ଭମାନଙ୍କର, ୟାଅ ଏବଂ ଏହାକକ୍ସ୍ଟ ଅଧିକାର କର। ଆମ୍ଭେ ତୁମ୍ଭର ପୂର୍ବପୁରୁଷ ୟାଥ: ଅବ୍ରହାମ, ଇସହାକ୍ ଓ ୟାକୁବକୁ ଏହା ଦବୋ ପାଇଁ ଶପଥ କରିଥିଲକ୍ସ୍ଟ, ଆମ୍ଭେ ସମାନଙ୍କେୁ ଓ ସମାନଙ୍କେର ବଂଶଧରମାନଙ୍କୁ ଏହି ଦେଶମାନ ଦବୋ ପାଇଁ ଶପଥ କରିଥିଲକ୍ସ୍ଟ।'
ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବର ହାରେବେ ରେ ଆମ୍ଭମାନଙ୍କ ସହିତ ଗୋଟିଏ ନିଯମ କଲେ।
ତୁମ୍ଭମାନେେ ଆଜି ସଙ୍କଳ୍ପ କରିଅଛ ଯେ, ସେ ସଦାପ୍ରଭୁ ତୁମ୍ଭର ପରମେଶ୍ବର ହବେେ ଓ ତୁମ୍ଭେ ତାହାଙ୍କ ପଥରେ ଗ୍ଭଲିବ ଓ ତାଙ୍କର ବିଧି, ଆଜ୍ଞା, ଶାସନ ମାନି ଚଳିବ ଏବଂ ତାହାଙ୍କ ସ୍ବର ଶକ୍ସ୍ଟଣ।
ସଦାପ୍ରଭୁ ତୁମ୍ଭକୁ ତାଙ୍କର ପବିତ୍ର ଲୋକ ଭାବେ ପ୍ରତିଷ୍ଠା କରିବେ, ଠିକ୍ ଯେପରି ସେ ପ୍ରତିଜ୍ଞା କରିଛନ୍ତି। ସେ ଠିକ୍ ସହେିପରି କରିବେ କାରଣ ତୁମ୍ଭମାନେେ ତାଙ୍କର ଆଦେଶ ମାନ ଓ ତାଙ୍କର ପଥରେ ଗ୍ଭଲ।
ସଦାପ୍ରଭୁ ଏହି ଚକ୍ସ୍ଟକ୍ତି କରିଛନ୍ତି ତାଙ୍କର ପ୍ରତିଜ୍ଞା ଅନକ୍ସ୍ଟୟାଯୀ କବଳେ ତୁମ୍ଭମାନଙ୍କ ସହିତ ନକ୍ସ୍ଟ ହେଁ।
ତେଣୁ ସହେିଦିନ ଯିହାଶୂେୟ ସହେି ଲୋକମାନଙ୍କ ସହିତ ଏକ ଚକ୍ସ୍ଟକ୍ତି କଲେ। ୟିହୋଶୂଯ ଏହି ଚକ୍ସ୍ଟକ୍ତିନାମା ଶିଖିମ୍ ସହର ରେ କଲେ। ଏହା ସମାନଙ୍କେ ପାଇଁ ଅନକ୍ସ୍ଟସରଣ କରିବାର ଏକ ନିଯମ ସ୍ବରୂପ ହେଲା।
ତା'ପରେ ଯିହାୟୋଦାରଦା ସଦାପ୍ରଭୁ, ରାଜା ଓ ଲୋକମାନଙ୍କ ମଧିଅରେ ଏକ ଚୁକ୍ତି କଲେ। ଏହି ଚୁକ୍ତି ଅନୁସାରେ ରାଜା ଓ ଲୋକମାନେ ସଦାପ୍ରଭୁଙ୍କର ଲୋକ ହେଲେ। ପୁଣି ଯିହାୟୋଦାରଦା ରାଜା ଓ ଲୋକମାନଙ୍କ ପାଇଁ ଏକ ଚୁକ୍ତି କରି କହିଲେ ଯେ, ରାଜା ଲୋକମାନଙ୍କ ପାଇଁ ଯାହା କରିବେ ଓ ଲୋକମାନେ ରାଜାଙ୍କୁ ମାନିବେ ଓ ତାଙ୍କ ଅନୁଗାମୀ ହବେେ।
ସମାନେେ ସମାନଙ୍କେର ସମସ୍ତ ହୃଦଯ ଓ ସମସ୍ତ ଆତ୍ମା ସହିତ ସଦାପ୍ରଭୁ ପରମେଶ୍ବରଙ୍କର ସବୋ କରିବେ ବୋଲି ଏକ ଚୁକ୍ତି କଲେ। ସମାନଙ୍କେର ପୂର୍ବପୁରୁଷମାନେ ସହେି ପରମେଶ୍ବରଙ୍କର ହିଁ ସବୋ ଆରାଧନା କରୁଥିଲେ।
ତେଣୁ ଏହି ଲୋକମାନେ ସମସ୍ତେ ମିଶି ପରମେଶ୍ବରଙ୍କ ନିକଟରେ ଏକ ଶପଥ କଲେ। ସମାନେେ କହିଲେ, ଯଦି ଆମ୍ଭମାନେେ ଆମ୍ଭର ଶପଥ ନରଖୁ, ତବେେ ଆମ୍ଭମାନଙ୍କ ପାଇଁ ସବୁ ଅଘଟଣ ଘଟିବ। ପରମେଶ୍ବରଙ୍କ ବ୍ଯବସ୍ଥା ତାଙ୍କର ଦାସ ମାଶାଙ୍କେ ଦ୍ବାରା ଘାଷେଣା କରାଗଲା। ଏହି ସମସ୍ତ ଲୋକମାନେ ସାବଧାନ ସହକା ରେ ସଦାପ୍ରଭୁ ପରମେଶ୍ବରଙ୍କର ବ୍ଯବସ୍ଥା ଓ ନିଯମ ମାନିବା ପାଇଁ ଶପଥ କଲେ।