ଏହି ଚକ୍ସ୍ଟକ୍ତି ସହିତ ସଦାପ୍ରଭୁ ତୁମ୍ଭମାନଙ୍କୁ ତାଙ୍କର ସ୍ବତନ୍ତ୍ର ପବିତ୍ର ଲୋକ ଭାବରେ ଗ୍ରହଣ କରୁଛନ୍ତି। ଏବଂ ସେ ନିଜେ ତୁମ୍ଭମାନଙ୍କର ପରମେଶ୍ବର ହବେେ। ସେ ତୁମ୍ଭକୁ ଏହିକଥା କହିଥିଲେ। ସେ ତୁମ୍ଭର ପୁର୍ବପୁରୁଷଗଣଙ୍କ ସଙ୍ଗ ରେ ଏହି ଚକ୍ସ୍ଟକ୍ତି କରିଥିଲେ, ଅବ୍ରହାମ, ଇସହାକ୍ ଓ ୟାକକ୍ସ୍ଟବଙ୍କ ସହିତ।
Cross references
ମୁଁ ତୁମ୍ଭ ସହିତ ଏକ ଚୁକ୍ତି କରିବି। ସହେି ଚୁକ୍ତି ମଧ୍ଯ ତୁମ୍ଭର ବଂଶଧରମାନଙ୍କ ପାଇଁ ହବେ। ଏହି ଚୁକ୍ତି ଅନନ୍ତକାଳସ୍ଥାଯୀ ହବେ। ତହିଁରେ ମୁଁ ତୁମ୍ଭର ଓ ତୁମ୍ଭ ଭବିଷ୍ଯତ୍ ବଂଶଧରମାନଙ୍କର ପରମେଶ୍ବର ହବେି।
ତୁମ୍ଭେ ଏହି ଦେଶ ରେ ପ୍ରବାସ କର। ତହିଁରେ ମୁଁ ତୁମ୍ଭକୁ ସାହାୟ୍ଯ ଓ ଆଶୀର୍ବାଦ କରିବି। ପୁଣି ମୁଁ ତୁମ୍ଭକୁ ଓ ତୁମ୍ଭ ବଂଶକୁ ଏହି ସମସ୍ତ ଭୂମି ଦବେି। ତୁମ୍ଭ ପିତା ଅବ୍ରାହାମଙ୍କ ନିକଟରେ କରିଥବା ଶପଥ ମୁଁ ସଫଳ କରିବି।
ଏବଂ ଯାକୁବ ଦେଖିଲେ ସଦାପ୍ରଭୁ ସହେି ସିଢ଼ି ପାଖ ରେ ଛିଡ଼ା ହାଇେଛନ୍ତି। ସଦାପ୍ରଭୁ କହୁଥିଲେ, ଆମ୍ଭେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କର ପରମେଶ୍ବର, ମଧ୍ଯ ଇସ୍ହାକର ପରମେଶ୍ବର। ତୁମ୍ଭେ ଶାଇେଥିବା ଭୂମି ଆମ୍ଭେ ତୁମ୍ଭକୁ ଦବୋ। ଆମ୍ଭେ ଏହି ଜମି ତୁମ୍ଭକୁ ଓ ତୁମ୍ଭ ସନ୍ତାନମାନଙ୍କୁ ତାହା ଦବୋ।
ତୁମ୍ଭମାନେେ ମାରେ ଲୋକ ହବେ। ଏବଂ ମୁଁ ତୁମ୍ଭର ପରମେଶ୍ବର ହବେି। ମୁଁ ସଦାପ୍ରଭୁ ତୁମ୍ଭର ପରମେଶ୍ବର ଅଟେ। ଏବଂ ତୁମ୍ଭେ ଜାଣିବ ଯେ, ମୁଁ ତୁମ୍ଭମାନଙ୍କୁ ମିଶରୀଯମାନଙ୍କ ଦାଉରୁ ରକ୍ଷା କରିବି।
କାରଣ ତୁମ୍ଭେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ପବତ୍ର ଲୋକ ଅଟ। ପୃଥିବୀସ୍ଥ ସମସ୍ତ ଗୋଷ୍ଠୀରୁ ତୁମ୍ଭକୁ ଆପଣାର ସଞ୍ଚିତ ଧନ କରିବା ନିମନ୍ତେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତୁମ୍ଭକୁ ମନୋନୀତ କରିଅଛନ୍ତି।
ଏବଂ ସଦାପ୍ରଭୁ ଆଜି ତାଙ୍କ ପ୍ରତିଜ୍ଞା ଅନକ୍ସ୍ଟସା ରେ ଘାଷେଣା କରିଛନ୍ତି ଯେ, ତୁମ୍ଭେ ତାଙ୍କର ସଞ୍ଚିତ ଜାତି ହବେ ଓ ତାଙ୍କର ସମସ୍ତ ଆଜ୍ଞା ମାନିବା ଉଚିତ୍।
ସଦାପ୍ରଭୁ ତୁମ୍ଭକୁ ତାଙ୍କର ପବିତ୍ର ଲୋକ ଭାବେ ପ୍ରତିଷ୍ଠା କରିବେ, ଠିକ୍ ଯେପରି ସେ ପ୍ରତିଜ୍ଞା କରିଛନ୍ତି। ସେ ଠିକ୍ ସହେିପରି କରିବେ କାରଣ ତୁମ୍ଭମାନେେ ତାଙ୍କର ଆଦେଶ ମାନ ଓ ତାଙ୍କର ପଥରେ ଗ୍ଭଲ।
ସଦାପ୍ରଭୁ କହନ୍ତି, ଏପରି ଏକ ସମୟ ଆସୁଛି ଯେତବେେଳେ ଆମ୍ଭେ ଇଶ୍ରାୟେଲ ବଂଶ ଓ ଯିହୁଦା ବଂଶ ସହିତ ଏକ ନୂତନ ନିଯମ ସ୍ଥାପନ କରିବା।
ପୁଣି ଇଶ୍ରାୟେଲ ଓ ଯିହୁଦାର ଲୋକମାନେ ଆମ୍ଭର ହବେେ ଓ ଆମ୍ଭେ ସମାନଙ୍କେର ପରମେଶ୍ବର ହବୋ।
କିନ୍ତୁ ବାସ୍ତବିକ ସମାନେେ ଗୋଟିଏ ଅପେକ୍ଷାକୃତ ଭଲ ଦେଶ ପାଇଁ ଅପେକ୍ଷା କରୁେଥିଳେ, ଯାହାକି ଗୋଟିଏ ସ୍ବର୍ଗୀୟ ଦେଶ। ତେଣୁ ପରମେଶ୍ବର ସଙ୍କତେ କଲେ ନାହିଁ, ସମାନଙ୍କେର ପରମେଶ୍ବର ଭାବରେ ପରିଚିତ ହବୋ ପାଇଁ। ସହେି ଲୋକମାନଙ୍କ ଲାଗି ପରମେଶ୍ବର ଗୋଟିଏ ନଗର ତିଆରି କରି ରଖିଅଛନ୍ତି।