Home Bibles ଦିତୀୟ ବିବରଣ 29:8 · ଓଡ଼ିଆ ବାଇବେଲ
ଦିତୀୟ ବିବରଣ 29:8 · ଓଡ଼ିଆ ବାଇବେଲ

କିନ୍ତୁ ଆମ୍ଭେ ସହେି ଦେଶ ତାଙ୍କଠାରକ୍ସ୍ଟ ଛଡାଇ ଆଣି ରୂବନେ ବଂଶ ଓ ଗାଦ୍ ବଂଶ ଏବଂ ମନଃଶିର ଅର୍ଦ୍ଧ ବଂଶଧରଙ୍କକ୍ସ୍ଟ ଦଲେକ୍ସ୍ଟ।

Cross references

ଗଣନା ପୁସ୍ତକ 32:33

ତେଣୁ ମାଶାେ ଗାଦ ଗୋଷ୍ଠୀଗଣକୁ, ରୁବନେ ଗୋଷ୍ଠୀଗଣକୁ ଓ ଯୋଷଫେର ପୁତ୍ର ମନଃଶି ବଂଶର ଅର୍ଦ୍ଧକେକୁ ଇ ମାରେୀଯମାନଙ୍କ ରାଜା ସୀହାନରେ ରାଜ୍ଯ, ବାଶନର ରାଜା ଓଗର ରାଜ୍ଯ ଅର୍ଥାତ୍ ନିଜ ନିଜ ସୀମା ସହ ନାନା ନଗର ବିଶିଷ୍ଟ ଦେଶ, ଏହିରୂପେ ଚତୁର୍ଦ୍ଦିଗସ୍ଥ ଦେଶର ସମସ୍ତ ନଗର ଦେଲେ।

ଦିତୀୟ ବିବରଣ 3:12

ତେଣୁ ଆମ୍ଭମାନେେ ଅର୍ନୋନ ଉପତ୍ୟକା ନିକଟସ୍ଥ ଆରୋଯରଠାରକ୍ସ୍ଟ ସହେି ସମସ୍ତ ଦେଶ ନିଜର କରଗତ କଲକ୍ସ୍ଟ, ସେଥିରକ୍ସ୍ଟ ମୁ ଗିଲିଯଦର ପର୍ବତମଯ ଦେଶର ଅର୍ଦ୍ଧକେ ଓ ତାହାର ନଗରଗୁଡିକୁ ରକ୍ସ୍ଟବନେ ବଂଶକକ୍ସ୍ଟ ଓ ଗାଦ୍ ବଂଶକକ୍ସ୍ଟ ଦଲେି।

ଦିତୀୟ ବିବରଣ 5:32

ଏଥିପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବର ଯେପରି ଆଜ୍ଞା ଦଇେଛନ୍ତି, ସହେିପରି ଭାବରେ ପାଳନ କରିବାପାଇଁ ମନୋୟୋଗ କରିବେ। ତୁମ୍ଭମାନେେ ତହିଁର ଦକ୍ଷିଣା ରେ କି ବାମ ରେ ଫରେିବ ନାହିଁ।

ଦିତୀୟ ବିବରଣ 5:33

ଦେଖ, ଯେପରି ତୁମ୍ଭେ ସହେି ରାସ୍ତା ରେ ଚାଲି ଯେଉଁ ରାସ୍ତା ରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ଚାଲିବା ପାଇଁ ଆଦେଶ ଦଇେଛନ୍ତି, ଯେଉଁଥିପାଇଁ ତୁମ୍ଭମାନେେ ସହେି ଦେଶ ରେ ଦୀର୍ଘଦିନ ବଞ୍ଚିବ ଓ ତୁମ୍ଭେ ଯେଉଁ ଦେଶ ଅଧିକାର କରିବ, ସଠାେରେ ତୁମ୍ଭର ସର୍ବମଗଂଳ ହବେ।

ଯିହୋଶୂୟ 1:7

କିନ୍ତୁ ତୁମ୍ଭେ ବଳବାନ ଓ ସାହାସୀ ହକ୍ସ୍ଟଅ। ଅନ୍ୟ କଥା ମାନିବାକକ୍ସ୍ଟ ତୁମ୍ଭେ ନିଶ୍ଚିତ ମାରେ ଦାସ ମାଶାଙ୍କେର ଆଦେଶ ପାଳନ କରିବ। ଯଦି ତୁମ୍ଭେ ତାଙ୍କର ଉପଦେଶ ଠିକ୍ ଭାବରେ ପାଳନ କରିବ, ତବେେ ତୁମ୍ଭେ ଯେଉଁ କର୍ମ କରିବ ସେଥି ରେ ଉତ୍ତିର୍ଣ୍ଣ ହବେ।

ଯିହୋଶୂୟ 1:8

ସର୍ବଦା ଏହି ବ୍ଯବସ୍ଥା ପୁସ୍ତକ ତକ୍ସ୍ଟମ୍ଭ ସମ୍ମକ୍ସ୍ଟଖରକ୍ସ୍ଟ ବିଚଳିତ ନ ହେଉ। ଦିନ ରାତି ଏହି ନିଯମ ପୁସ୍ତକକକ୍ସ୍ଟ ପଠନ କର। ତବେେ ତୁମ୍ଭେ ନିଶ୍ଚିତ ହାଇପୋରିବ। ଏହି ନିଯମକକ୍ସ୍ଟ ପାଳନ କର, ଯାହା ଏହି ପୁସ୍ତକକରେ ଲଖାେ ହାଇେ ଅଛି। ଯଦି ତୁମ୍ଭେ ଏପରି କର, ତବେେ ତୁମ୍ଭେ ବକ୍ସ୍ଟଦ୍ଧିମାନ ଓ ପ୍ରେତ୍ୟକକ କାର୍ୟ୍ଯ ରେ କୃତକାର୍ୟ୍ଯ ହବେ, ଯାହା ତୁମ୍ଭେ କରିବ।

ପ୍ରଥମ ରାଜାବଳୀ 2:3

ବର୍ତ୍ତମାନ ତୁମ୍ଭେ ସାବଧାନତାର ସହ ଓ ବିଶ୍ବସ୍ତତାର ସହ ସଦାପ୍ରଭୁ ତୁମ୍ଭର ପରମେଶ୍ବରଙ୍କ ସମସ୍ତ ଆଦେଶ ପାଳନ କରିବାର ସମୟ। ତାଙ୍କର ସମସ୍ତ ବ୍ଯବସ୍ଥା ସମସ୍ତ ଆଜ୍ଞା, ନିଷ୍ପତ୍ତି ଓ ନିଯମକୁ ମାନି ଚଳ। ମାଶାଙ୍କେ ଲିଖିତ ସମସ୍ତ ନିଯମକୁ ପାଳନ କର। ତାହାହେଲତେୁମ୍ଭେ ସବୁ କ୍ଷେତ୍ର ରେ ସଫଳ ହବେ ଓ ଯେଉଁ ସ୍ଥାନକୁ ୟିବ କୁଶଳପ୍ରାପ୍ତ ହବେ।

Interlinear

Choose Theme