Home Bibles ☰ Books ଦିତୀୟ ବିବରଣ 31:10 · ଓଡ଼ିଆ ବାଇବେଲ
ଦିତୀୟ ବିବରଣ 31:10 · ଓଡ଼ିଆ ବାଇବେଲ

ଏହାପରେ ମାଶାେ ପ୍ରାଚୀନବର୍ଗମାନଙ୍କୁ କହିଲେ, ପ୍ରେତ୍ୟକକ ସାତବର୍ଷ ଶଷେ ରେ ଋଣ ଛାଡ ବର୍ଷର ନିରୂପିତ ସମୟରେ ପତ୍ରକକ୍ସ୍ଟଟୀର ପର୍ବ ରେ।

Cross references

ଲେବୀୟ ପୁସ୍ତକ 23:34

ତୁମ୍ଭେ ଇଶ୍ରାୟେଲର ସନ୍ତାନଗଣଙ୍କୁ କୁହ, ସପ୍ତମ ମାସର ପଞ୍ଚଦଶ ଦିନଠାରୁ ସାତଦିନ ୟାଏ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପତ୍ରକୁଟୀର ପର୍ବ ପାଳିତ ହବେ।

ଦିତୀୟ ବିବରଣ 15:1

ପ୍ରତି ସାତ ବର୍ଷର ଶଷେ ରେ, ତୁମ୍ଭମାନେେ ସମସ୍ତ ଋଣ ଛାଡ କରିଦବେ।

ଦିତୀୟ ବିବରଣ 15:9

ଏପରି କାହାକକ୍ସ୍ଟ ଋଣ ଦବୋକକ୍ସ୍ଟ ମନା କର ନାହିଁ, ଯେ ହତେକ୍ସ୍ଟ ଋଣ କ୍ଷମାର ବର୍ଷ ନିକଟବର୍ତ୍ତୀ ହାଇଗେଲାଣି ବୋଲି। ତୁମ୍ଭମାନଙ୍କ ମଧିଅରେ ଏପରି ମନ୍ଦ କଳ୍ପନା ରହିବା ଉଚିତ୍ ନକ୍ସ୍ଟହଁ। ସାବଧାନ ହକ୍ସ୍ଟଅ, ଗୋଟିଏ ନିଃଶ୍ବ ଲୋକ ପ୍ରତି କୃପଣ ହକ୍ସ୍ଟଅ ନାହିଁ! କାରଣ ଯଦି ସହେି ବ୍ଯକ୍ତି ତକ୍ସ୍ଟମ୍ଭ ପ୍ରତିକୂଳ ରେ ସଦାପ୍ରଭୁଙ୍କୁ ଡାକେ, ତବେେ ତୁମ୍ଭକୁ ପାପରେ ଦୋଷୀ ବୋଲି ବିବଚେନା କରାୟିବ।

Interlinear

Choose Theme