ତା'ପରେ ସହେିସବୁ କ୍ଲେଶ ଓ ଅମଙ୍ଗଳର କାର୍ୟ୍ଯମାନ ସମାନଙ୍କେ ପାଇଁ ଘଟିବ। ସମାନେେ ବହକ୍ସ୍ଟ ସମସ୍ଯାର ସମ୍ମକ୍ସ୍ଟଖିନ ହବେେ। ସହେି ସମୟରେ ସହେି ଲୋକମାନେ ସହେି ଗୀତ ସ୍ମରଣ କରିବେ। ଏହି ଗୀତ ସମାନଙ୍କେ ବିରକ୍ସ୍ଟଦ୍ଧ ରେ ସାକ୍ଷୀରୂପେ କାର୍ୟ୍ଯ କରିବ। ମୁ ସମାନଙ୍କେୁ ପ୍ରତିଜ୍ଞା କରିଥିବା ଦେଶକକ୍ସ୍ଟ ଆଣିବା ପୂର୍ବରକ୍ସ୍ଟ ସମାନଙ୍କେର ପ୍ରକୃତି ଜାଣିଥିଲି।
Cross references
ସଦାପ୍ରଭୁ ଦେଖିଲେ ପୃଥିବୀର ଲୋକମାନେ ବହୁତ ମନ୍ଦ ଥିଲେ। ସଦାପ୍ରଭୁ ଦେଖିଲେ ଯେ, ଲୋକମାନେ ସର୍ବଦା କବଳେ ମନ୍ଦ ବିଷଯ ଚ଼ିନ୍ତା କରୁଛନ୍ତି।
ତହିଁରେ ସଦାପ୍ରଭୁ ସମାନଙ୍କେର ବଳିଦାନକୁ ଆଘ୍ରାଣ କଲେ ଏବଂ ନିଜେ ମନେ ମନେ ଚ଼ିନ୍ତା କଲେ, ପୃଥିବୀକି ଅଭିଶାପ ଦବୋ ନାହିଁ। ଯଦିଓ ବାଲ୍ଯାକାଳରୁ ମନୁଷ୍ଯର ମନର ଅଭିପ୍ରାଯ ଓ ପ୍ରବଣତା ମନ୍ଦ, ତଥାପି ଆଉ କବେେ ହେଲ ସମସ୍ତ ଜୀବଙ୍କୁ ବିନଷ୍ଟ କରିବି ନାହିଁ, ଯେପରି ମୁଁ ପୂର୍ବରୁ କଲି।
ତବେେ ତୁମ୍ଭମାନେେ ଧ୍ବଂସ ହବେ। ମୁ ତୁମ୍ଭମାନଙ୍କୁ ସତର୍କ କରାଇ ଦେଉଛି। ଯଦି ତୁମ୍ଭେ ସଦାପ୍ରଭୁଙ୍କଠାରୁ ବିମକ୍ସ୍ଟଖ ହବେ। ୟର୍ଦ୍ଦନର ସପୋରିସ୍ଥ ଭୂମିରେ ଯେଉଁଠାକକ୍ସ୍ଟ ତୁମ୍ଭମାନେେ ୟିବା ପାଇଁ ପ୍ରସ୍ତକ୍ସ୍ଟତ ସଠାେରେ ତୁମ୍ଭମାନେେ ବେଶିଦିନ ବଞ୍ଚିପାରିବ ନାହିଁ।
ଏହାପରେ ମାଶାେ ଯିହାଶୂେୟଙ୍କକ୍ସ୍ଟ ଡାକିଲେ। ସମସ୍ତ ଇଶ୍ରାୟେଲୀୟମାନଙ୍କ ସମ୍ମକ୍ସ୍ଟଖ ରେ ମାଶାେ ଯିହାଶୂେୟଙ୍କକ୍ସ୍ଟ କହିଲେ, ଶକ୍ତିଶାଳୀ ଓ ସାହାସୀ ହକ୍ସ୍ଟଅ। ତୁମ୍ଭେ ଏହି ଲୋକମାନଙ୍କୁ ସହେି ଦେଶକକ୍ସ୍ଟ ଆଗଇେ ନବେ ଯେଉଁ ଦେଶ ଦବୋ ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭର ପୂର୍ବପୁରୁଷମାନଙ୍କ ସହିତ ଚକ୍ସ୍ଟକ୍ତି କରିଥିଲେ। ସହେି ଦେଶ ତୁମ୍ଭମାନଙ୍କ ଅଧିକାର କରିବା ପାଇଁ ତୁମ୍ଭେ ଇଶ୍ରାୟେଲୀୟ ଲୋକମାନଙ୍କୁ ସାହାୟ୍ଯ କରିବ।
ତୁମ୍ଭେ ଜାଣ ଯେତବେେଳେ ମୁଁ ବସେ ଏବଂ ଯେତବେେଳେ ମୁଁ ଛିଡ଼ା ହୁଏ। ୟଦିଓ ତୁମ୍ଭେ ଦୂରରେ ଅଛ, ତୁମ୍ଭେ ମାରେ ମନକଥା ଜାଣ।
ଶଷେ ରେ କ'ଣ ଘଟିବ ଆମ୍ଭେ ଆଦ୍ଯରୁ କହିଥାଉଁ। ପୁଣି ଯାହା ଘଟି ନାହିଁ ତାହା ଆମ୍ଭେ ପ୍ରାଚୀନ କାଳରୁ ଜଣାଇଥାଉ ଓ କହୁ। ଆମ୍ଭର ଉଦ୍ଦେଶ୍ଯ ସାଧିତ ହବେ ଓ ଆମ୍ଭେ ନିଜର ସକଳ ମନୋରଥ ସିଦ୍ଧ କରିବୁ।
ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, ସେ ସମୟରେ ନାନା ଭାବନା ତୁମ୍ଭ ମନ ରେ ଆସିବ ଓ ତୁମ୍ଭେ ଗୋଟିଏ ଅନିଷ୍ଟ ସଂକଳ୍ପ କରିବ।
ଆମ୍ଭେ ଇଫ୍ରଯିମକୁ ଜାଣୁ ଓ ଇଶ୍ରାୟେଲ ଯାହାସବୁ କରିଛି ତାହା ମଧ୍ଯ ଜାଣୁ। ହେ ଇଫ୍ରଯିମ, ତୁମ୍ଭେ ବର୍ତ୍ତମାନଠାରୁ ତୁମ୍ଭେ ଗଣିକାପରି କାର୍ୟ୍ଯ କରୁଛ। ଇଶ୍ରାୟେଲ ପାପ ରେ କଳୁଷିତ।
ଆମ୍ଭେ ତୁମ୍ଭମାନଙ୍କୁ ମରୁଭୂମିରେ ଜାଣିଥିଲୁ-ଶୁଷ୍କ ଭୂମିରେ ତୁମ୍ଭମାନଙ୍କୁ ଜାଣିଥିଲୁ।
ହେ ଇଶ୍ରାୟେଲୀୟମାନେ, ତୁମ୍ଭମାନେେ ଦୀର୍ଘ ଗ୍ଭଳିଶ ବର୍ଷ ମରୁଭୂମିରେ ଥିଲା ବେଳେ ତୁମ୍ଭର ସବୋ ଓ ବଳିଦାନ ଆମ୍ଭକୁ ଦଇେଥିଲ କି?
କିନ୍ତୁ ଯୀଶୁ ସମାନଙ୍କେୁ ଭରସା କଲେ ନାହିଁ କାରଣ ସେ ସହେି ଲୋକମାନଙ୍କର ମନର ଭାବନା ଜାଣିଥିଲେ।
ତୁମ୍ଭମାନେେ ସମସ୍ତେ ଏସବୁ ଦିଖିଛ ଓ ଏସବୁ ଯେ ନିରାଟ ସତ୍ଯ ତାହା ଜାଣିଛ। ଏହି ଯୀଶୁଙ୍କୁ ଇଶ୍ବର ନିଶ୍ଚିତ ଯୋଜନା ଓ ପୂର୍ବ ଜ୍ଞାନ ଅନୁସାରେ ତୁମ୍ଭମାନଙ୍କୁ ସମର୍ପି ଦିଆ ଯାଇଥିଲା। କିନ୍ତୁ ତୁମ୍ଭମାନେେ ଦୁଷ୍ଟମାନଙ୍କ ସାହାୟ୍ଯ ରେ ତାହାଙ୍କୁ କୃଶ ରେ ଚ଼ଢ଼ଇେ କଣ୍ଟା ବାଡ଼ଇେ ହତ୍ଯା କରିଦଲେ।
ଏହି ଯେଉଁ ଲୋକମାନେ ଯୀଶୁଙ୍କ ବିରୁଦ୍ଧ ରେ ଏକତ୍ର ମନ୍ତ୍ରଣା କଲେ ସମାନେେ ତୁମ୍ଭର ଯୋଜନାକୁ ସଫଳ କଲେ। ତୁମ୍ଭର ଇଚ୍ଛା ଓ ଶକ୍ତି ଅନୁସାରେ ଏହା ଘଟିଲା।