Home Bibles ଦିତୀୟ ବିବରଣ 31:26 · ଓଡ଼ିଆ ବାଇବେଲ
ଦିତୀୟ ବିବରଣ 31:26 · ଓଡ଼ିଆ ବାଇବେଲ

ଏହି ବ୍ଯବସ୍ଥା ପୁସ୍ତକ ନିଅ ଓ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ନିଯମ ସିନ୍ଦକ୍ସ୍ଟକ ଭିତ ରେ ରଖ। ତାହା ସଠାେରେ ତକ୍ସ୍ଟମ୍ଭ ବିରକ୍ସ୍ଟଦ୍ଧ ରେ ସାକ୍ଷୀରୂପେ ରହିବ।

Cross references

ଦିତୀୟ ବିବରଣ 31:19

ତେଣୁ ଏହି ସଙ୍ଗୀତ ଲେଖ, ଏବଂ ଇଶ୍ରାୟେଲ ଲୋକମାନଙ୍କୁ ଶିକ୍ଷା ଦିଅ। ତବେେ ଏହି ସଂଗୀତ ମାେ ପାଇଁ ଇଶ୍ରାୟେଲ ଲୋକମାନଙ୍କ ବିରକ୍ସ୍ଟଦ୍ଧ ରେ ସାକ୍ଷୀ ହବେ।

ପ୍ରଥମ ରାଜାବଳୀ 8:9

ସହେି ପବିତ୍ର ସିନ୍ଦୁକରେ କବଳେ ଦୁଇଟି ପ୍ରସ୍ତର ଫଳକ ଥିଲା। ହାରେବେ ନିକଟରେ ମାଶାେ ଏହି ଫଳକ ଦୁଇଟିକୁ ରଖିଥିଲେ ଯେତବେେଳେ ଇଶ୍ରାୟେଲ ସନ୍ତାନଗଣ ମିଶର ଦେଶରୁ ବାହାରି ଆସିଥିଲେ। ସେତବେେଳେ ସଦାପ୍ରଭୁ ଏହି ହାରେବେ ରେ ଇଶ୍ରାୟେଲୀୟଙ୍କ ପାଇଁ ନିଯମ କରିଥିଲେ।

ଦିତୀୟ ରାଜାବଳୀ 22:8

ସେତବେେଳେ ମହାୟାଜକ ହିଲକିଯ ଶାଫନ୍ ସମ୍ପାଦକଙ୍କୁ କହିଲା, ଏଠାକୁ ଦେଖ, ଆମ୍ଭେ ସଦାପ୍ରଭୁଙ୍କ ମନ୍ଦିରର ଏହି ବ୍ଯବସ୍ଥା ପୁସ୍ତକ ପାଇଅଛୁ। ତା'ପରେ ଶାଫନ୍ ସହେି ପୁସ୍ତକ ପାଠ କଲେ।

ଦିତୀୟ ରାଜାବଳୀ 22:13

ରାଜା ଯୋଶିୟଯ କହିଲେ, ତୁମ୍ଭମାନେେ ୟାଅ, ସଦାପ୍ରଭୁଙ୍କୁ ପଗ୍ଭର ମାେ ପାଇଁ, ଲୋକମାନଙ୍କ ପାଇଁ ଓ ସମଗ୍ର ଯିହୁଦା ପାଇଁ କ'ଣ କରୁବୁ। ଏହି ପୁସ୍ତକ ବିଷଯ ରେ ପଗ୍ଭର। ପରମେଶ୍ବର ଆମ୍ଭ ଉପରେ ଅତ୍ଯନ୍ତ କୋର୍ଧିତ ହାଇେଛନ୍ତି। କାରଣ ଏହି ପୁସ୍ତକରେ ଆମ୍ଭ ପାଇଁ ଯେପରି ଲଖାେ ଥିଲା, ଆମ୍ଭର ପୁର୍ବପୁରୁଷ ସଦାପ୍ରଭୁଙ୍କ ବାକ୍ଯ ପ୍ରତି ଧ୍ଯାନ୍ଯ ଦଇେ ନଥିଲେ।

ଦିତୀୟ ବଂଶାବଳୀ 34:14

ଲବେୀୟମାନେ ସଦାପ୍ରଭୁଙ୍କ ମନ୍ଦିର ରେ ଥିବା ଟଙ୍କାକୁ ବାହାର କରୁଥିଲେ। ଆଉ ସହେି ସମୟରେ ହିଲ୍କିଯ ଯାଜକ ମାଶାଙ୍କେ ଦ୍ବାରା ପ୍ରଦତ୍ତ ସଦାପ୍ରଭୁଙ୍କ ବ୍ଯବସ୍ଥା ନିଯମ ପୁସ୍ତକଟି ପାଇଲେ।

ରୋମୀୟଙ୍କ ପ୍ରତି ପତ୍ର 3:19

ବ୍ଯବସ୍ଥା ରେ ଯେଉଁ କଥାଗୁଡ଼ିକ କୁହା ଯାଇଛି, ତାହା ବ୍ଯବସ୍ଥାଧିନ ରହିଥିବା ଲୋକଙ୍କ ପାଇଁ ପ୍ରୟୋଜନ। ଏହି ବ୍ଯବସ୍ଥାଗୁଡ଼ିକ ସମସ୍ତ ଯିହୂଦୀ ଲୋକଙ୍କୁ ଆଳ ଦଖାଇବୋରୁ ଅଟକାଏ ଏବଂ ସମଗ୍ର ସଂସାରର ଲୋକମାନଙ୍କୁ ପରମେଶ୍ବରଙ୍କ ନ୍ଯାୟବିଚ଼ାରକୁ ଆଣେ।

ଗାଲାତୀୟଙ୍କ ପ୍ରତି ପତ୍ର 2:19

ମୁଁ ବ୍ଯବସ୍ଥା ପାଇଁ ଆଉ ବଞ୍ଚି ରହି ନାହିଁ। କାରଣ ବ୍ଯବସ୍ଥାସମାର ମୃତ୍ଯୁ ଘଟାଇଲା। କିନ୍ତୁ ମୁଁ ପରଲମଶ୍ବରଙ୍କ ପାଇଁ ଜୀବନଯାପନ କରୁଛି, ମୁଁ ଖ୍ରୀଷ୍ଟଙ୍କ ସହିତ କ୍ରୁଶ ଉପଲର ମୃତ୍ଯୁଲଭାଗ କରିସାରିଛି।

Interlinear

Choose Theme