Home Bibles ଦିତୀୟ ବିବରଣ 32:3 · ଓଡ଼ିଆ ବାଇବେଲ
ଦିତୀୟ ବିବରଣ 32:3 · ଓଡ଼ିଆ ବାଇବେଲ

ମୁ ସଦାପ୍ରଭୁ ନାମ ପ୍ରଗ୍ଭର କରିବି, ତୁମ୍ଭମାନେେ ଆମ୍ଭମାନଙ୍କ ପରମେଶ୍ବରଙ୍କ ପ୍ରତି ମହିମା ଆରୋପ କର।

Cross references

ଯାତ୍ରା ପୁସ୍ତକ 3:13

ଏହାପରେ ମାଶାେ ପରମେଶ୍ବରଙ୍କୁ କହିଲେ, ଯଦି ମୁଁ ଇଶ୍ରାୟେଲୀୟ ଲୋକମାନଙ୍କ ନିକଟକୁ ୟାଇ କ ହେ, 'ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କର ପରମେଶ୍ବର ମାେତେ ପଠାଇଛନ୍ତି,' ଏହାପରେ ଲୋକମାନେ ଯଦି ମାେତେ ପଚାରନ୍ତି, 'ତାଙ୍କର ନାମ କ'ଣ?' ମୁଁ ତାଙ୍କୁ କ'ଣ କହିବି?

ଯାତ୍ରା ପୁସ୍ତକ 6:3

ଆମ୍ଭେ ସଦାପ୍ରଭୁ, ଆମ୍ଭେ ଅବ୍ରହାମ, ଇସ୍ହାକ ଓ ଯାକୁବକୁ ଦର୍ଶନ ଦଇେଥିଲୁ। ସମାନେେ ଆମ୍ଭଙ୍କୁ ସର୍ବଶକ୍ତିମାନ ପରମେଶ୍ବର ବୋଲି କହିଥିଲେ। ସମାନେେ ଆମ୍ଭର ନାମ ସଦାପ୍ରଭୁ ବୋଲି ଜାଣି ନଥିଲେ।

ଯାତ୍ରା ପୁସ୍ତକ 20:24

ତୁମ୍ଭମାନେେ ମାଟି ରେ ଏକ ସ୍ବତନ୍ତ୍ର ୟଜ୍ଞବଦେୀ ମାେ ପାଇଁ ନିର୍ମାଣ କରିବ ଏବଂ ତୁମ୍ଭମାନଙ୍କ ମଷେ ଓ ଗୋରୁଗାଈରୁ ସଠାେରେ ହାମବେଳି, ମଙ୍ଗଳାର୍ଥକ ବଳି ଉତ୍ସର୍ଗ କର। ମୁଁ ତୁମ୍ଭମାନଙ୍କୁ ସବୁଠା ରେ ଆଶୀର୍ବାଦ କରିବା ପାଇଁ ଆସିବି ଯେଉଁଠା ରେ ତୁମ୍ଭମାନେେ ମାେତେ ସ୍ମରଣ କରିବ।

ଯାତ୍ରା ପୁସ୍ତକ 33:19

ଏହାପରେ ସଦାପ୍ରଭୁ ଉତ୍ତର ଦେଲେ, ମୁଁ ତୁମ୍ଭ ସମ୍ମୁଖ ରେ ଆପଣାର ସମସ୍ତ ଉତ୍ତମତା ଗମନ କରାଇବି, ତୁମ୍ଭ ସମ୍ମୁଖ ରେ ସଦାପ୍ରଭୁଙ୍କର ନାମ ଘାଷେଣା କରାଇବି। ମୁଁ ଯାହାକୁ ଅନୁଗ୍ରହ କରେ ତାହାକୁ ଅନୁଗ୍ରହ କରିବିଓ ଯାହାକୁ ଦୟାକରେ ତାହାକୁ ଦୟା କରିବି।

ଯାତ୍ରା ପୁସ୍ତକ 34:5

ସଦାପ୍ରଭୁ ମେଘ ରେ ତାଙ୍କ ନିକଟକୁ ଓହ୍ଲାଇ ଆସିଲେ। ସଠାେରେ ତାଙ୍କ ସହିତ ଠିଆ ହାଇେ ସଦାପ୍ରଭୁ ତାଙ୍କର ନାମ ୟିହୋବା ବୋଲି ଘାଷେଣା କଲେ।

ଦିତୀୟ ବିବରଣ 3:24

' ହେ ସଦାପ୍ରଭୁ, ତୁମ୍ଭେ ଆପଣା ଦାସ ନକଟ ରେ ଆପଣା ମହିମା ଓ ବଳବାନ ହସ୍ତ ପ୍ରକାଶ କରିବାକୁ ଆରମ୍ଭ କରିଅଛ। ତୁମ୍ଭର କ୍ରିଯା ତିଲ୍ଯ ଓ ତୁମ୍ଭର ପରାକ୍ରାନ୍ତ କର୍ମତିଲ୍ଯ ଯେ କରିପା ରେ, ସ୍ବର୍ଗ ରେ କି ମର୍ତ୍ତ ରେ ଏମନ୍ତ ପରମେଶ୍ବର ଆଉ କିଏ ଅଛି।'

ଦିତୀୟ ବିବରଣ 5:24

ସମାନେେ କହିଲେ, ଦେଖ, 'ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବର ଆମ୍ଭମାନଙ୍କ ନିକଟରେ ଆପଣା ପ୍ରତାପ ଓ ମହିମା ପ୍ରକାଶ କରିଅଛନ୍ତି। ଆଉ ଆମ୍ଭମାନେେ ଅଗ୍ନି ମଧ୍ଯରକ୍ସ୍ଟ ତାହାଙ୍କ ବାକ୍ଯ ଶକ୍ସ୍ଟଣିଅଛକ୍ସ୍ଟ। ଆମ୍ଭମାନେେ ଆଜି ଦେଖିଲକ୍ସ୍ଟ ପରମେଶ୍ବର ମନକ୍ସ୍ଟଷ୍ଯ ସହିତ କଥା କହିଲେ ହେଁ ସେ ବଞ୍ଚିପା ରେ।

ପ୍ରଥମ ବଂଶାବଳୀ 17:19

ହେ ସଦାପ୍ରଭୁ, ତୁମ୍ଭେ ମାେ' ନିମନ୍ତେ ଏହି ଆଶ୍ଚର୍ୟ୍ଯଜନକ କାର୍ୟ୍ଯଟି କରିଅଛ। ଆଉ, ତୁମ୍ଭେ ନିଜ ଇଚ୍ଛା ରେ ତାହା କରିଅଛ।

ପ୍ରଥମ ବଂଶାବଳୀ 29:10

ଏହାପରେ ଦାଉଦ ଏକତ୍ରୀତ ହାଇେଥିବା ସମସ୍ତ ଲୋକଙ୍କ ସାକ୍ଷାତ ରେ ସଦାପ୍ରଭୁଙ୍କର ପ୍ରଶଂସାଗାନ କଲେ। ଦାଉଦ କହିଲେ :

ପ୍ରଥମ ବଂଶାବଳୀ 29:11

ମହାନତା, ପରାକ୍ରମ, ମହିମା, ବିଜଯ ଓ ଗୌରବ ତୁମ୍ଭର ଅଟେ। କାହିଁକି ? କାରଣ ସ୍ବର୍ଗ ଓ ପୃଥିବୀସ୍ଥ ସମସ୍ତ ବିଷଯ ତୁମ୍ଭର ଅଟେ ; ହେ ସଦାପ୍ରଭୁ, ରାଜ୍ଯ ତୁମ୍ଭର ଅଟେ। ତୁମ୍ଭେ ହିଁ ସକଳ ବିଷଯର ମୁଖ୍ଯ ରୂପେ ପ୍ରଶଂସିତ ହାଇେଅଛ।

ପ୍ରଥମ ବଂଶାବଳୀ 29:13

ବର୍ତ୍ତମାନ, ହେ ଆମ୍ଭମାନଙ୍କର ପରମେଶ୍ବର, ଆମ୍ଭମାନେେ ତୁମ୍ଭର ଧନ୍ଯବାଦ କରୁଅଛୁ ଓ ତୁମ୍ଭ ଗୌରବୟୁକ୍ତ ନାମର ପ୍ରଶଂସା କରୁଅଛୁ।

ଗୀତସଂହିତା 29:1

ହେ ପରମେଶ୍ବରଙ୍କର ସନ୍ତାନଗଣ, ତାଙ୍କର ପ୍ରଶଂସା କର। ତାଙ୍କର ମହିମା ଓ ଶକ୍ତିର ପ୍ରଶଂସା କର।

ଗୀତସଂହିତା 89:16

ତୁମ୍ଭର ନାମ ସମାନଙ୍କେୁ ଦିନସାରା ଆନନ୍ଦ ପ୍ରଦାନ କରେ। ସମାନେେ ତୁମ୍ଭର ଧାର୍ମିକତାକୁ ପ୍ରଶଂସା କରନ୍ତି।

ଗୀତସଂହିତା 105:1

ସଦାପ୍ରଭୁଙ୍କୁ ଧନ୍ଯବାଦ ଦିଅ। ତାଙ୍କର ନାମକୁ ଡ଼ାକ। ଜାତିଗଣ ମଧ୍ୟରେ ତାଙ୍କର ଆଶ୍ଚର୍ୟ୍ଯ କ୍ରିଯାସକଳ ବିଷଯରେ କୁହ।

ଗୀତସଂହିତା 145:1

ସେ ରାଜନ୍, ମାରେ ପରମେଶ୍ବର, ମୁଁ ତୁମ୍ଭର ପ୍ରଶଂସା କରିବି। ମୁଁ ସଦାସର୍ବଦା ତୁମ୍ଭ ନାମର ଧନ୍ଯବାଦ କରିବି।

ଗୀତସଂହିତା 145:5

ତୁମ୍ଭ ଗୌରବ ଓ ମହିମା ଆଶ୍ଚର୍ୟ୍ଯପୂର୍ଣ୍ଣ। ମୁଁ ତୁମ୍ଭ ଅଦଦ୍ଭୂତ କର୍ମ ବିଷଯ ଧ୍ଯାନ କରିବି।

ଗୀତସଂହିତା 150:2

ପରମେଶ୍ବର କରିଥିବା ସମସ୍ତ ମହାନ୍ କାର୍ୟ୍ଯ ନିମନ୍ତେ ତାଙ୍କର ପ୍ରଶଂସା କର। ତାଙ୍କର ମହାନତା ପାଇଁ ତାଙ୍କୁ ପ୍ରଶଂସା କର।

ଯିରିମିୟ 10:6

ହେ ସଦାପ୍ରଭୁ, ତୁମ୍ଭେ ଅତି ମହାନ, ତୁମ୍ଭ ତୁଲ୍ଯ ଆଉ କହେି ନାହାଁନ୍ତି। ତୁମ୍ଭର ନାମ ମହତ୍ ଓ ପରାକ୍ରମଶାଳୀ।

ଯିରିମିୟ 23:6

ସହେି ଉତ୍ତମ ରାଜତ୍ବ କାଳ ରେ ଶାଖା 'ଉତ୍ପନ୍ନ' ହାଇେ ଯିହୁଦା ପରିତ୍ରାଣ ପାଇବ ଓ ଇଶ୍ରାୟେଲ ନିରାପଦ ରେ ବାସ କରିବ। ପୁଣି ସଦାପ୍ରଭୁ ଆମ୍ଭମାନଙ୍କର ଧର୍ମ, ଏହି ନାମ ରେ ସେ ବିଖ୍ଯାତ ହବେେ।

ମାଥିଉଲିଖିତ ସୁସମାଚାର 1:23

ଜଣେ କୁମାରୀ କନ୍ଯା ଗର୍ଭବତୀ ହାଇେ ପୁତ୍ର ସନ୍ତାନଟିଏ ଜନ୍ମ ଦବେ। ଲୋକେ ତାହାଙ୍କ ନାମ ଇମ୍ମାନୁଯଲେ ଦବେେ। (ଇମ୍ମାନୁଯଲରେ ଅର୍ଥ, ପରମେଶ୍ବର ଆମ୍ଭ ସହିତ ଅଛନ୍ତି।)

ଯୋହନଲିଖିତ ସୁସମାଚାର 17:6

ତୁମ୍ଭେ ପୃଥିବୀର କେତକେ ଲୋକଙ୍କୁ ମାେତେ ଦଲେ।

ଯୋହନଲିଖିତ ସୁସମାଚାର 17:26

ତୁମ୍ଭେ କିପରି ତାହା ମୁଁ ସମାନଙ୍କେଠା ରେ ପ୍ରକାଶ କରିଛି। ଏବଂ ପୁନର୍ବାର ସମାନଙ୍କେଠା ରେ ପ୍ରକାଶ କରିବି। ତାପରେ ମାେ ପ୍ରତି ତୁମ୍ଭର ଯେପରି ପ୍ ରମେ ରହିଛି, ସହେିପରି ପ୍ ରମେ ତାହାଙ୍କଠା ରେ ରହିବ ଓ ମୁଁ ସମାନଙ୍କେଠା ରେ ବାସ କରିବି।

ଏଫିସୀୟଙ୍କ ପ୍ରତି ପତ୍ର 1:19

ତୁମ୍ଭମାନେେ ଏହା ମଧ୍ଯ ବୁଝି ପାରିବ ଯେ, ଆମ୍ଭେ ଯେଉଁମାନେ ବିଶ୍ବାସ କରୁଛୁ, ଆମ୍ଭମାନଙ୍କ ନିମନ୍ତେ କାମ କରୁଥିବା ପରମେଶ୍ବରଙ୍କ ଶକ୍ତି କେତେ ମହାନ୍।

Interlinear

Choose Theme