Home Bibles ☰ Books ଦିତୀୟ ବିବରଣ 32:34 · ଓଡ଼ିଆ ବାଇବେଲ
ଦିତୀୟ ବିବରଣ 32:34 · ଓଡ଼ିଆ ବାଇବେଲ

ସଦାପ୍ରଭୁ କକ୍ସ୍ଟହନ୍ତି, 'ଆମ୍ଭେ ଏହାକକ୍ସ୍ଟ ସଞ୍ଚିତ ରଖିଛକ୍ସ୍ଟ। ଆମ୍ଭେ ଏହାକକ୍ସ୍ଟ କ'ଣ ଭଣ୍ତାର ରେ ସାଇତି ରଖି ନାହକ୍ସ୍ଟଁ।

Cross references

ଦିତୀୟ ବିବରଣ 29:28

ପକ୍ସ୍ଟଣି ସଦାପ୍ରଭୁ କୋର୍ଧ ରେ ଓ ପ୍ରଚଣ୍ତତା ରେ ଓ ମହା କୋପରେ ସମାନଙ୍କେ ଦେଶରକ୍ସ୍ଟ ସମାନଙ୍କେୁ ଉତ୍ପାଟନ କଲେ ଓ ସମାନଙ୍କେୁ ଅନ୍ୟ ଦେଶ ରେ ନିକ୍ଷପେ କଲେ, ଯେଉଁଠା ରେ ସମାନେେ ଆଜି ଅଛନ୍ତି।'

ଆୟୁବ ପୁସ୍ତକ 14:17

ତୁମ୍ଭେ ମାରେ ସମସ୍ତ ପାପକୁ ଏକ ଥଳି ରେ ବାନ୍ଧି ଦଇେ ନିଜର ମାହେର ଦଇେ ବାହାରକୁ ଫିଙ୍ଗି ଦବେ।

ଯିରିମିୟ 2:22

ଯଦିଓ ତୁମ୍ଭେ ସୋଢ଼ା ରେ ନିଜକୁ ଧୌତ କରିଅଛ ଓ ବହୁତ ସାବୁନ ବ୍ଯବହାର କରିଛ, ତଥାପି ତୁମ୍ଭର ଦୋଷ ଆମ୍ଭ ଦୃଷ୍ଟି ରେ କ୍ଷାରିତ ନ ହାଇେ ସହେିପରି ରହିଅଛି। ଏହା ପ୍ରଭୁ ସଦାପ୍ରଭୁ କହନ୍ତି।

ହୋଶେୟ 13:12

ଇଫ୍ରଯିମର ପାପସବୁ ଗୋଟିଏ ବିଡା ରେ ବନ୍ଧା ହାଇେଛି। ସଗେୁଡିକ ନିରାପଦ ଜାଗା ରେ ରଖାୟାଇଛି।

ରୋମୀୟଙ୍କ ପ୍ରତି ପତ୍ର 2:5

କିନ୍ତୁ ତୁମ୍ଭମାନେେ କଠିନ ଓ ଅନୁତାପବିହୀନ। ତୁମ୍ଭେ ବଦଳିବା ପାଇଁ ନାରାଜ। ସେଥିପାଇଁ ତୁମ୍ଭେ ନିଜର ଦଣ୍ଡକୁ ଅଧିକରୁ ଅଧିକ ବଢ଼ାଉଛ। ଯେଉଁ ଦିନ ପରମେଶ୍ବର ନିଜର କୋରଧ ଦଖାଇବେେ, ସହେି ଦିନ ତୁମ୍ଭେ ସହେି ଦଣ୍ଡ ପାଇବ। ସହେି ଦିନ ଲୋକେ ପରମେଶ୍ବରଙ୍କର ଠିକ୍ ନ୍ଯାୟବିଚ଼ାର ଦେଖିବେ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 4:5

ଅତଏବ, ଠିକ୍ ସମୟ ନ ଆସିବା ପର୍ୟ୍ଯନ୍ତ ଅର୍ଥାତ୍ ପୁନରାଗମନ ପର୍ୟ୍ଯନ୍ତ, କୌଣସି କଥାର ବିଚାର କରିବା ଅନୁଚିତ। ସେ ଅନ୍ଧକାର ରେ ରହିଥିବା ବିଷୟ ଗୁଡ଼ିକୁ ଲୋକମାନଙ୍କ ସମ୍ମୁଖକୁ ଆଣିବେ। ସେ ମଣିଷର ହୃଦୟ ଭିତ ରେ ଥିବା ଗୁପ୍ତ ଉଦ୍ଦେଶ୍ଯ ଗୁଡ଼ିକୁ ପ୍ରକାଶ କରିବେ। ସେତବେେଳେ ପରମେଶ୍ବର ପ୍ରେତ୍ୟକକଙ୍କୁ ଯାହାର ପ୍ରାପ୍ଯ ପ୍ରଶଂସା ତାହା ପ୍ରଦାନ କରିବେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 20:12

ମୁଁ ବଡ଼ଠାରୁ ସାନ ପର୍ୟ୍ଯନ୍ତ ମୃତବ୍ଯକ୍ତିଙ୍କୁ ସିଂହାସନ ସାମନା ରେ ଠିଆ ହବୋର ଦେଖିଲି। ଜୀବନ ପୁସ୍ତକ ଖାେଲାଥିଲା। ସଠାେରେ ଅନ୍ୟ ପୁସ୍ତକଗୁଡ଼ିକ ମଧ୍ଯ ଖାେଲାଥିଲା। ମୃତ ଲୋକମାନଙ୍କର ନିଜନିଜ କର୍ମ ଅନୁସାରେ ବିଚାର ହେଲା। ସହେି ପୁସ୍ତକଗୁଡ଼ିକରେ ଏସବୁ ବିଷୟ ଲଖାଯାେଇଥିଲା।

Interlinear

Choose Theme