କାରଣ ତୁମ୍ଭମାନେେ ଉଭୟେ ସଠାେରେ ମାେ ବିରକ୍ସ୍ଟଦ୍ଧ ରେ ପାପକରି ଥିଲ। ସିନ୍ ପ୍ରାନ୍ତର ରେ କାଦେଶସ୍ଥ ମରିବା ଜଳ ନିକଟରେ ଥିଲ। ସଠାେରେ ତୁମ୍ଭେ ଇଶ୍ରାୟେଲ ଲୋକମାନଙ୍କ ସମ୍ମକ୍ସ୍ଟଖ ରେ ମାେ ବିରକ୍ସ୍ଟଦ୍ଧ ରେ ପାପ କରିଥିଲ। ମୁ ପବିତ୍ର ବୋଲି ତୁମ୍ଭେ ମାେତେ ସମ୍ମାନ କରି ନ ଥିଲ।
Cross references
ମାଶାେ ହାରୋଣଙ୍କୁ କହିଲେ, ସଦାପ୍ରଭୁ କୁହନ୍ତି, ' ଯେଉଁମାନେ ମାେ ନିକଟକୁ ଆସନ୍ତି, ସମାନେେ ଚିହ୍ନିବା ଉଚିତ୍ ଯେ, ମୁଁ ପବିତ୍ର କାରଣ ସବୁ ଲୋକଙ୍କ ସମ୍ମୁଖ ରେ ମୁଁ ଗୌରବାନ୍ବିତ ହବେି।' ତେଣୁ ହାରୋଣ ନିଜ ପୁତ୍ରମାନଙ୍କ ମୃତ୍ଯୁ କଥା ନ କହି ନୀରବ ରହିଲେ।
ଏହାପରେ ମାଶାେ ହସ୍ତ ଉତ୍ତୋଳନ କରି ଆପଣା ଆଶାବାଡି ରେ ସହେି ଶୈଳକୁ ଦୁଇଥର ଆଘାତ କଲେ। ଶୈଳରୁ ପ୍ରଚୁର ଜଳ ବାହାରିଲା। ତହୁଁ ମଣ୍ତଳୀ ଓ ସମାନଙ୍କେର ପଶୁଗଣ ଜଳପାନ କଲେ।
ଏଥି ରେ ସଦାପ୍ରଭୁ ମାଶାେ ଓ ହାରୋଣଙ୍କୁ କହିଲେ, ତୁମ୍ଭମାନେେ ଲୋକମାନଙ୍କ ସମ୍ମୁଖ ରେ ମାଠାେ ରେ ବିଶ୍ବାସ କଲ ନାହିଁ ଏବଂ ଲୋକମାନଙ୍କ ଆଗ ରେ ମାେତେ ପବିତ୍ର ରୂପେ ସମ୍ମାନ ଦେଲେ ନାହିଁ। ଏଣୁ ତୁମ୍ଭମାନେେ ଏହିସବୁ ଲୋକମାନଙ୍କୁ ସହେି ଦେଶ ଭିତରକୁ ନବେ ନାହିଁ, ଯାହା ମୁଁ ସମାନଙ୍କେୁ ଦଇେଛି।
ହାରୋଣର ଏହା ମୃତ୍ଯୁ ସମୟ ଓ ସେ ତା'ର ପୂର୍ବପୁରୁଷଙ୍କ ନିକଟକୁ ୟିବ। ମୁଁ ଇଶ୍ରାୟେଲର ଲୋକମାନଙ୍କୁ ଯେଉଁ ଦେଶ ଦଇେଅଛ, ସହେି ଦେଶ ରେ ସେ ପ୍ରବେଶ କରିବ ନାହିଁ। କାରଣ ତୁମ୍ଭେ ଉଭୟ ମିରୀବାଃ-ଜଳ ନିକଟରେ ମାେ ବିରୁଦ୍ଧ ରେ ବିଦ୍ରୋହ କଲ।
ମନେ ପକାଅ, ଯେତବେେଳେ ସୀନ ମରୁଭୂମିରେ ଲୋକମାନେ ଜଳ ପାଇଁ କୋର୍ଧିତ ହେଲେ, ତୁମ୍ଭେ ଓ ହାରୋଣ ମାରେ ଆଜ୍ଞା ଅମାନ୍ଯ କଲ। ତୁମ୍ଭମାନେେ ମାରେ ପବିତ୍ରତାକୁ ଲୋକଙ୍କ ସମ୍ମୁଖ ରେ ସମ୍ମାନ କଲ ନାହିଁ। (ଏହି ସୀନ୍ ମରୁଭୂମି କାଦେଶସ୍ଥ ମିରୀବାଃ-ଜଳ ମଧିଅରେ ଘଟଣା କ୍ରମେ ହବେ।)
ଏହାପରେ ମୁ ସଦାପ୍ରଭୁଙ୍କୁ ଅନକ୍ସ୍ଟ ରୋଧ କଲି।
ଯିହୁଦାରୁ ସହେି ପରମେଶ୍ବରଙ୍କ ଲୋକକୁ ଭବିଷ୍ଯଦ୍ବକ୍ତା କହିଲେ, ସଦାପ୍ରଭୁ କହନ୍ତି, ତୁମ୍ଭେ ସଦାପ୍ରଭୁଙ୍କ ବାକ୍ଯର ବିରୁଦ୍ଧାଚରଣ କରିଅଛ। ତୁମ୍ଭେ ଆଜ୍ଞା ପାଳନ କରିନାହଁ। ଯାହା ସଦାପ୍ରଭୁ ତୁମ୍ଭର ପରମେଶ୍ବର ତୁମ୍ଭକୁ ଆଜ୍ଞା ଦେଲେ।
ସର୍ବଶକ୍ତିମାନ ସଦାପ୍ରଭୁଙ୍କୁ ତୁମ୍ଭେ କବଳେ ଭୟ କର। ତାଙ୍କୁ ହିଁ କବଳେ ଭକ୍ତି କରିବ। ସହେି ହେଉଛନ୍ତି ଏକମାତ୍ର ଯାହାଙ୍କୁ ତୁମ୍ଭେ ଭୟକର।
ଏବେ ବିଚାରର ସମୟ ଆସିଛି। ତାହା ପରମେଶ୍ବରଙ୍କ ପରିବାରଠାରୁ ଆରମ୍ଭ ହବେ। ଯଦି ସହେି ବିଚାର ଆମ୍ଭଠାରୁ ଆରମ୍ଭ ହୁଏ, ତାହାହେଲେ ଯେଉଁମାନେ ପରମେଶ୍ବରଙ୍କ ସୁସମାଚାର ଗ୍ରହଣ କରି ନାହାଁନ୍ତି, ସମାନଙ୍କେର କି ଅବସ୍ଥା ହବେ ?