Home Bibles ଦିତୀୟ ବିବରଣ 32:9 · ଓଡ଼ିଆ ବାଇବେଲ
ଦିତୀୟ ବିବରଣ 32:9 · ଓଡ଼ିଆ ବାଇବେଲ

ସଦାପ୍ରଭୁଙ୍କ ଅଂଶ ତାଙ୍କରି ଲୋକ, ୟାକକ୍ସ୍ଟବ ତାଙ୍କର ଅଧିକାରର ବାଣ୍ଟ।

Cross references

ଯାତ୍ରା ପୁସ୍ତକ 15:16

ସହେି ସମସ୍ତ ଲୋକମାନେ ଭୟଭୀତ ହବେେ। ତୁମ୍ଭ ବାହୁର ଶକ୍ତି ଦ୍ବାରା ସମାନେେ ପଥର ପରି ନିଶ୍ଚଳ ହବେେ, ଯେପର୍ୟ୍ଯନ୍ତ ତୁମ୍ଭର ଲୋକମାନେ, ଯେଉଁମାନଙ୍କୁ ତୁମ୍ଭେ ମୁକ୍ତ କଲ ଚାଲି ୟାଇନାହାନ୍ତି।

ଯାତ୍ରା ପୁସ୍ତକ 19:5

ତେଣୁ ସମାନଙ୍କେୁ ମାରେ ଆଜ୍ଞା ମାନିବା ପାଇଁ କୁହ। ସମାନଙ୍କେୁ ମାରେ ନିଯମ ପାଳନ କରିବାକୁ ଦିଅ। ଯଦି ତୁମ୍ଭେ ଏପରି କର, ତବେେ ତୁମ୍ଭମାନେେ ମାରେ ଆପଣାର ରତ୍ନଭଣ୍ଡାର ହାଇେ ରହିବ ଯେ ହତେୁ ସମଗ୍ର ପୃଥିବୀ ମାରେ।

ଦିତୀୟ ବିବରଣ 9:29

ତଥାପି ସମାନେେ ତ ତୁମ୍ଭମାନଙ୍କର ଲୋକ ଅଟନ୍ତି ଓ ତୁମ୍ଭର ଅଧିକାର ସମାନଙ୍କେ ଉପରେ ଅଛି। ତୁମ୍ଭେ ସମାନଙ୍କେୁ ଆପଣା ମହାଶକ୍ତି ଓ ବିସ୍ତାରିତ ବାହକ୍ସ୍ଟଦ୍ବାରା ବାହାର କରି ଆଣିଅଛ।

ଦିତୀୟ ବିବରଣ 26:18

ଏବଂ ସଦାପ୍ରଭୁ ଆଜି ତାଙ୍କ ପ୍ରତିଜ୍ଞା ଅନକ୍ସ୍ଟସା ରେ ଘାଷେଣା କରିଛନ୍ତି ଯେ, ତୁମ୍ଭେ ତାଙ୍କର ସଞ୍ଚିତ ଜାତି ହବେ ଓ ତାଙ୍କର ସମସ୍ତ ଆଜ୍ଞା ମାନିବା ଉଚିତ୍।

ଯିହୋଶୂୟ 24:17

ଆମ୍ଭମାନେେ ଜାଣକ୍ସ୍ଟ ସଦାପ୍ରଭୁ ପରମେଶ୍ବର ଆମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ମିଶରରକ୍ସ୍ଟ ଆଣିଥିଲେ। ଆମ୍ଭମାନେେ ସଠାେରେ କ୍ରିତଦାସ ଥିଲକ୍ସ୍ଟ। କିନ୍ତୁ ସଦାପ୍ରଭୁ ଆମ୍ଭମାନଙ୍କ ଆଖି ଆଗ ରେ ସଠାେରେ ଏକ ଅଦ୍ଭକ୍ସ୍ଟତ କାର୍ୟ୍ଯ କରିଛନ୍ତି। ସଦାପ୍ରଭୁ ପରମେଶ୍ବର ଆମ୍ଭମାନଙ୍କୁ ସେ ଦେଶରକ୍ସ୍ଟ ଆଣିଛନ୍ତି ଓ ଆମ୍ଭମାନେେ ଯେତବେେଳେ ଅନ୍ୟ ଦେଶକକ୍ସ୍ଟ ଗଲକ୍ସ୍ଟ, ଆମ୍ଭକକ୍ସ୍ଟ ବିପଦରକ୍ସ୍ଟ ସକ୍ସ୍ଟରକ୍ଷା ପ୍ରଦାନ କରିଛନ୍ତି।

ପ୍ରଥମ ଶାମୁୟେଲ 10:1

ଶାମକ୍ସ୍ଟଯଲେ ଏକ ସ୍ବତନ୍ତ୍ର ତୈଳପାତ୍ର ନଇେ ଶାଉଲଙ୍କ ମସ୍ତକରେ ତାହା ଢାଳିଲେ ଓ ତାଙ୍କୁ ଚକ୍ସ୍ଟମ୍ବନ କରି କହିଲେ, ସଦାପ୍ରଭୁ ତାଙ୍କ ଲୋକମାନଙ୍କର ନେତା ହବୋପାଇଁ ତୁମ୍ଭକୁ ଅଭିଷିକ୍ତ କରିଛନ୍ତି। ତୁମ୍ଭେ ତାଙ୍କର ଲୋକମାନଙ୍କୁ ନିମନ୍ତ୍ରଣ କରିବ। ତୁମ୍ଭେ ସମାନଙ୍କେର ଚତକ୍ସ୍ଟର୍ଦ୍ଦିଗର ଶତୃମାନଙ୍କଠାରକ୍ସ୍ଟ ରକ୍ଷା କରିବ। ସଦାପ୍ରଭୁ ତୁମ୍ଭକୁ ନେତା ହବୋପାଇଁ ଅଭିଷିକ୍ତ କରିଛନ୍ତି। ଏ ଚିହ୍ନ ଏହାର ସତ୍ଯତା ପ୍ରତିପାଦନ କରିବ।

ଦିତୀୟ ଶାମୁୟେଲ 20:19

ମୁ ଇଶ୍ରାୟେଲର ଶାନ୍ତ ଓ ବିଶ୍ବସ୍ତ ଲୋକମାନଙ୍କ ମଧ୍ଯରକ୍ସ୍ଟ ଜଣେ, ତୁମ୍ଭେ ଇଶ୍ରାୟେଲର ଗକ୍ସ୍ଟରକ୍ସ୍ଟତ୍ବପୂର୍ଣ୍ଣ ନଗରକକ୍ସ୍ଟ ଧ୍ବଂସ କରିବାକୁ ଖାଜେକ୍ସ୍ଟଛ। ଯାହା ସଦାପ୍ରଭୁଙ୍କର ଅଟେ, ତୁମ୍ଭେ କାହିଁକି ଧ୍ବଂସ କରିବାକୁ ଇଚ୍ଛା କରୁଛ?

ପ୍ରଥମ ରାଜାବଳୀ 8:51

ମନରେଖ ଯେ, ସମାନେେ ତୁମ୍ଭର ଲୋକ ଓ ତୁମ୍ଭେ ସମାନଙ୍କେୁ ମିଶରରୁ ବାହାର କରି ଆଣିଛ। ଏହା ଏପରି ସଦୃଶ୍ଯ ଯେ, ତୁମ୍ଭେ ସମାନଙ୍କେୁ ଗରମ ଚୁଲ୍ଲୀରୁ ଟାଣି ଆଣି ରକ୍ଷା କରିଛ।

ପ୍ରଥମ ରାଜାବଳୀ 8:53

କାରଣ ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିଶରରୁ ବାହାର କରି ଆଣିବା ସମୟରେ ଆପଣା ଦାସ ମାଶାଙ୍କେୁ କହିଥିଲ ଯେ, ଏହି ଲୋକମାନେ ତୁମ୍ଭର ବିଶଷେ ଲୋକ ବୋଲି ତୁମ୍ଭ ଅନ୍ୟ ସମସ୍ତ ଦେଶଠାରୁ ପୃଥକ୍ କରିଛ।

ଗୀତସଂହିତା 33:12

ଯେଉଁ ଲୋକମାନେ ସଦାପ୍ରଭୁଙ୍କୁ ମାନନ୍ତି ସମାନେେ ସମସ୍ତେ ଭାଗ୍ଯଶାଳୀ ଅଟନ୍ତି। କାରଣ ପରମେଶ୍ବର ସମାନଙ୍କେୁ ସ୍ବତନ୍ତ୍ର ଭାବରେ ବିବଚେନା କରନ୍ତି।

ଗୀତସଂହିତା 78:71

ସେ ଦାଉଦଙ୍କୁ ମଷେ ଓ ମଷେଶାବକ ଜଗିବା କାମରୁ ଆଣି, ତାଙ୍କୁ ଆପଣାର ଲୋକମାନଙ୍କୁ ଜଗିବାର ଦାଯିତ୍ବ ଦେଲେ। କାରଣ ଇଶ୍ରାୟେଲୀୟ ଓ ୟାକୁବର ଲୋକମାନେ, ପରମେଶ୍ବରଙ୍କର ସମ୍ପତ୍ତି ଥିଲେ।

ଗୀତସଂହିତା 106:5

ହେ ସଦାପ୍ରଭୁ, ତୁମ୍ଭେ ମାେତେ ତୁମ୍ଭର ମନୋନୀତ ଲୋକମାନଙ୍କର ଭଲ କାର୍ୟ୍ଯରେ ନିଯୋଜିତ ହବୋକୁ ଦିଅ। ତୁମ୍ଭ ନିର୍ଣ୍ଣିତ ଲୋକମାନଙ୍କ ସହିତ ଆନନ୍ଦ କରିବାକୁ ଦିଅ, ଯେଉଁମାନେ କି ତୁମ୍ଭ ସହିତ ଆସନ୍ତି।

ଗୀତସଂହିତା 135:4

ସଦାପ୍ରଭୁ ଆପଣା ନିମନ୍ତେ ୟାକୁବକୁ ମନୋନୀତ କଲେ। ସେ ନିଜର ଅତି ଆପଣା ଲୋକ ହବୋ ପାଇଁ ସେ ଇଶ୍ରାୟେଲକୁ ମନୋନୀତ କଲେ।

ଯିଶାଇୟ 19:25

ସଦାପ୍ରଭୁ ସର୍ବଶକ୍ତିମାନ ଏ ଦେଶଗୁଡ଼ିକୁ ଆଶୀର୍ବାଦ କରିବେ। ସେ କହିବେ, ହେ ମିଶରୀଯମାନେ, ତୁମ୍ଭମାନେେ ମାରେ ଲୋକ। ଅଶୂର ମୁଁ ତୁମ୍ଭକୁ ତିଆରି କରିଛି। ତୁମ୍ଭମାନେେ ସମସ୍ତେ ଆଶୀର୍ବାଦର ପାତ୍ର।'

ଯିଶାଇୟ 34:17

ପରମେଶ୍ବର ପୁଣି ସମାନଙ୍କେର ନିମନ୍ତେ ଗୁଲିବାଣ୍ଟ କରିଛନ୍ତି ଓ ତାଙ୍କର ହସ୍ତ ପରିମାପକ ରଜ୍ଜୁଦ୍ବାରା ତାହା ବିଭାଗ କରି ସମାନଙ୍କେୁ ଦଇେଅଛି। ସମାନେେ ତାହା ଚିରକାଳ ଅଧିକାର କରିବେ, ସମାନେେ ପୁରୁଷାନୁକ୍ରମେ ତହିଁ ମଧିଅରେ ବାସ କରିବେ।

ଯିଶାଇୟ 43:21

ସହେି ଲୋକମାନଙ୍କୁ ଆମ୍ଭର ପ୍ରଶଂସାଗାନ କରିବାକୁ ଆମ୍ଭେ ସୃଷ୍ଟି କରିଅଛୁ।

ଯିରିମିୟ 2:7

ପୁଣି ସଦାପ୍ରଭୁ କହନ୍ତି, ମୁଁ ତୁମ୍ଭମାନଙ୍କୁ ଏକ ଉର୍ବର ଦେଶକୁ ଆଣିଲି, ଯେଉଁଠା ରେ ତୁମ୍ଭମାନେେ ଅତି ଉତ୍ତମ ଖାଦ୍ୟ ଓ ଫଳ ଭୋଜନ କରିବ। ମାତ୍ର ତୁମ୍ଭମାନେେ ପ୍ରବେଶ କଲାପ ରେ ମାେ ଦେଶକୁ 'ଅଶୁଚି' ଓ ମାରେବିରୁଦ୍ଧାଚରଣ କର।

ଯିରିମିୟ 10:16

ମାତ୍ର ଯାକୁବଙ୍କର ପରମେଶ୍ବର ସମାନଙ୍କେ ପରି ନୁହଁନ୍ତି। କାରଣ ସେ ସମସ୍ତ ବସ୍ତୁର ନିର୍ମାଣକର୍ତ୍ତା ଓ ଇଶ୍ରାୟେଲର ଲୋକମାନେ ତାଙ୍କର ନିଜର ବୋଲି ଦାବୀ କରନ୍ତି। ପରମେଶ୍ବରଙ୍କ ନାମ ସୈନ୍ଯାଧିପତି ସଦାପ୍ରଭୁ।

ଯିରିମିୟ 51:19

କିନ୍ତୁ ଯାକୁବଙ୍କ ଭାଗ ସେ ସବୁପରି ନୁହଁନ୍ତି। କାରଣ ପରମେଶ୍ବର ସକଳ ବସ୍ତୁର ସୃଷ୍ଟିକର୍ତ୍ତା, ତାଙ୍କୁ କହେି ଗଢ଼ି ନାହାଁନ୍ତି। ଇଶ୍ରାୟେଲ ତାଙ୍କର ନିଜସ୍ବ ଅଧିକାର। ତାଙ୍କର ନାମ ସୈନ୍ଯାଧିପତି ସଦାପ୍ରଭୁ।

ମୀଖା 2:5

ତେଣୁ ଆମ୍ଭମାନେେ ଜମିସବୁ ମାପିବାକୁ କ୍ଷମ ହବେୁ ନାହିଁ ଏବଂ ସଦାପ୍ରଭୁଙ୍କ ଲୋକମାନଙ୍କ ମଧିଅରେ ବାଣ୍ଟି ପାରିବୁ ନାହିଁ।'

ଏଫିସୀୟଙ୍କ ପ୍ରତି ପତ୍ର 1:18

ମୁଁ ପ୍ରାର୍ଥନା କରୁଛି, ଯେପରି ତୁମ୍ଭମାନେେ ଈଶ୍ବରଙ୍କ ସମସ୍ତ ସତ୍ଯର ସମ୍ପୂର୍ଣ୍ଣ ବୋଧଶକ୍ତି ପାଇପାର, ଏଥିପାଇଁ ସେ ତୁମ୍ଭର ମନରୂପକ ଚକ୍ଷୁ ଖାଲିେ ଦିଅନ୍ତୁ। ତା'ପରେ ତୁମ୍ଭମାନେେ ବୁଝି ପାରିବ ଯେ, କେଉଁ ବିଷୟ ରେ ଭରସା ରଖିବା ପାଇଁ ପରମେଶ୍ବର ଆମ୍ଭମାନଙ୍କୁ ବାଛି ଥିଲେ। ତୁମ୍ଭମାନେେ ବୁଝି ପାରିବ ଯେ ପରମେଶ୍ବର ନିଜର ପବିତ୍ରୀକୃତ ଲୋକମାନଙ୍କୁ ଯେଉଁସବୁ ଆଶୀର୍ବାଦ ଦବୋ ପାଇଁ ପ୍ରତିଜ୍ଞା କରିଥିଲେ, ତାହା କେତେ ମହିମାମୟ ଓ ଐଶ୍ବର୍ୟ୍ଯପୂର୍ଣ୍ଣ ଅଟେ।

ପିତରଙ୍କ ପ୍ରଥମ ପତ୍ 2:9

କିନ୍ତୁ ତୁମ୍ଭମାନେେ ମନୋନୀତ ଲୋକ ଅଟ। ତୁମ୍ଭମାନେେ ରାଜାଙ୍କର ଯାଜକ। ତୁମ୍ଭମାନେେ ପବିତ୍ର ଜାତି ଅଟ। ତୁମ୍ଭମାନେେ ପରମେଶ୍ବରଙ୍କ ଲୋକ। ପରମେଶ୍ବର କରିଥିବା ଆଶ୍ଚର୍ୟ୍ଯ ଘଟଣାମାନ କହିବା ପାଇଁ ପରମେଶ୍ବର ତୁମ୍ଭକୁ ମନୋନୀତ କରିଛନ୍ତି। ସେ ଅନ୍ଧକାରରୁ ତୁମ୍ଭମାନଙ୍କୁ ତାହାଙ୍କର ଆଶ୍ଚର୍ୟ୍ଯ ଜନକ ଆଲୋକକୁ ଆଣିଛନ୍ତି।

Interlinear

Choose Theme