Home Bibles ଦିତୀୟ ବିବରଣ 4:38 · ଓଡ଼ିଆ ବାଇବେଲ
ଦିତୀୟ ବିବରଣ 4:38 · ଓଡ଼ିଆ ବାଇବେଲ

ସେ ତକ୍ସ୍ଟମ୍ଭଠାରକ୍ସ୍ଟ ଅଧିକ ବଳବାନ ଓ ବହକ୍ସ୍ଟ ସଂଖ୍ଯକ, ଅନ୍ୟଦେଶୀଯମାନଙ୍କୁ ତୁମ୍ଭମାନଙ୍କ ଆଗରକ୍ସ୍ଟ ତଡି ଦଇେଛନ୍ତି। ସେ ସମାନଙ୍କେ ଦେଶ ରେ ତୁମ୍ଭମାନଙ୍କୁ ପ୍ରବେଶ କରାଇଲେ ଓ ତାହା ତୁମ୍ଭମାନଙ୍କୁ ଉତ୍ତରାଧିକାରୀ ସୂତ୍ର ରେ ଦେଲେ, ଯାହା ଆଜି ହାଇେଛି।

Cross references

ଯାତ୍ରା ପୁସ୍ତକ 23:27

ଯେତବେେଳେ ତୁମ୍ଭମାନେେ ତୁମ୍ଭମାନଙ୍କର ଶତୃମାନଙ୍କ ସହିତ ୟୁଦ୍ଧ କରିବ ସେ ସମୟରେ ମାରେ ମହାନ୍ ଶକ୍ତି ତୁମ୍ଭମାନଙ୍କର ସହାୟ ହବେ। ତୁମ୍ଭମାନେେ ତୁମ୍ଭର ସମସ୍ତ ଶତୃମାନଙ୍କୁ ୟୁଦ୍ଧ ରେ ପରାସ୍ତ କରିବ। ଯେଉଁମାନେ ତୁମ୍ଭ ସହିତ ୟୁଦ୍ଧ କରିବେ ସମାନେେ ଇତଃସ୍ତତ ହାଇେ ଦୌଡି ପଳାଇବେ।

ଦିତୀୟ ବିବରଣ 2:31

ସଦାପ୍ରଭୁ ମାେତେ କହିଲେ, 'ଆମ୍ଭେ ସିୟୋନ ଏବଂ ତାଙ୍କର ରାଜାଙ୍କକ୍ସ୍ଟ ସମର୍ପଣ କରିବା। ବର୍ତ୍ତମାନ ୟାଅ ସହେି ଦେଶକକ୍ସ୍ଟ ଅଧିକାର କର!'

ଦିତୀୟ ବିବରଣ 7:1

ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ ସହେି ଦେଶ ରେ ଯେତବେେଳେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତୁମ୍ଭକୁ ପ୍ରବେଶ କରାଇବେ ଓ ତକ୍ସ୍ଟମ୍ଭ ସାକ୍ଷାତରକ୍ସ୍ଟ ନାନା ଗୋଷ୍ଠୀଯ ଲୋକମାନଙ୍କୁ ହିତ୍ତୀଯ ଓ ଗିର୍ଗାଶୀଯ ଓ ଇ ମାରେୀଯ ଓ କିଣାନୀଯ ଓ ପରିଷୀଯ ଓ ହିଦ୍ଦୀଯ ଓ ୟିବକ୍ସ୍ଟଷୀଯ ତକ୍ସ୍ଟମ୍ଭଠାରକ୍ସ୍ଟ ମହାନ୍ ଓ ବଳବାନ୍ ଏହି ସାତ ଗୋଷ୍ଠୀଙ୍କକ୍ସ୍ଟ ଦୂର କରିବେ।

ଦିତୀୟ ବିବରଣ 8:18

ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶଓରଙ୍କୁ ସ୍ମରଣ କର। ଏହା କଥା ମନରେଖ ଯେ, ତୁମ୍ଭମାନଙ୍କୁ ସେ ଏପରି କରିବା ପାଇଁ ଶକ୍ତି ଦଇେଛନ୍ତି। ସଦାପ୍ରଭୁ କାହିଁକି ଏପରି କଲେ? କାରଣ ସେ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କ ସହିତ ପ୍ରତିଜ୍ଞା କରିଥିଲେ ଏପରି କରିବା ପାଇଁ ଯାହାସବୁ ସେ ଆଜି କରିଛନ୍ତି।

ଦିତୀୟ ବିବରଣ 9:1

ହେ ଇଶ୍ରାୟେଲର ଲୋକମାନେ, ଶକ୍ସ୍ଟଣ! ତୁମ୍ଭମାନେେ ଆଜି ୟର୍ଦ୍ଦନ ନଦୀ ପାର ହାଇେ ଯାଉଛ, ଜାତିମାନଙ୍କୁ ତଡିଦବୋ ପାଇଁ ଯାଉଅଛ ଯାହାକି ବୃହତ ଓ ତୁମ୍ଭମାନଙ୍କ ଅପେକ୍ଷା ଶକ୍ତିଶାଳୀ ଏବଂ ସମାନଙ୍କେର ବୃହତ ନଗରଗକ୍ସ୍ଟଡିକ ଏବଂ ସମାନଙ୍କେର ପ୍ରାଚୀରଗକ୍ସ୍ଟଡିକ ଆକାଶକକ୍ସ୍ଟ ଛକ୍ସ୍ଟଏଁ।

ଦିତୀୟ ବିବରଣ 11:23

ତବେେ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମକ୍ସ୍ଟଖରକ୍ସ୍ଟ ଏହିସବୁ ଗୋଷ୍ଠୀଯ ଲୋକମାନଙ୍କୁ ତଡି ଦବେେ, ଏବଂ ତୁମ୍ଭମାନେେ, ତୁମ୍ଭମାନଙ୍କ ଠାରକ୍ସ୍ଟ ଅଧିକ ବଳବାନ ଲୋକମାନଙ୍କୁ ପରାସ୍ତ କରିବ ଏବଂ ତାଙ୍କର ଦେଶକକ୍ସ୍ଟ ଅଧିକାର କରିବ।

ଯିହୋଶୂୟ 3:10

ଜୀବିତ ପରମେଶ୍ବର ଯେ ତୁମ୍ଭମାନଙ୍କ ସହିତ ଅଛନ୍ତି ଏହା ଦ୍ବାରା ତୁମ୍ଭମାନେେ ଜାଣି ପାରିବ। ସେ, କିଣାନୀଯ ହିତ୍ତୀଯ, ହିଦ୍ଦୀଯ ପରିସୀଯ, ଗିର୍ଗାଶୀଯ, ଇ ମାରେୀଯ ଓ ୟିବୂଷୀଯ ଲୋକମାନଙ୍କୁ ତୁମ୍ଭମାନଙ୍କ ସମ୍ମକ୍ସ୍ଟଖରକ୍ସ୍ଟ ସହେି ଭୂମିରକ୍ସ୍ଟ ନିଶ୍ଚିତ ତଡି ଦବେେ।

ଦିତୀୟ ବଂଶାବଳୀ 20:7

ତୁମ୍ଭେ ଆମ୍ଭମାନଙ୍କର ପରମେଶ୍ବର ଅଟ। ତୁମ୍ଭେ ଏହି ଦେଶର ଲୋକମାନଙ୍କୁ ବଳପୂର୍ବକ ତଡି ଦଲେ। ତୁମ୍ଭେ ଏହି କର୍ମ ତୁମ୍ଭର ଲୋକ ଇଶ୍ରାୟେଲର ସମ୍ମୁଖ ରେ କଲ। ତୁମ୍ଭେ ଅନନ୍ତକାଳ ନିମନ୍ତେ ଅବ୍ରହାମଙ୍କ ବଂଶଧରମାନଙ୍କୁ ଏହି ଦେଶ ଦଇେଅଛ। ଅବ୍ରହାମ ତୁମ୍ଭର ବନ୍ଧୁ ଥିଲେ।

ଦିତୀୟ ବଂଶାବଳୀ 20:11

କିନ୍ତୁ ଦେଖ, ସେଥିପାଇଁ ସମାନେେ ଆମ୍ଭମାନଙ୍କୁ କିପରି ପାରିଶ୍ରମିକ ଦେଉଛନ୍ତି। ସମାନେେ ଆମ୍ଭମାନଙ୍କୁ ତୁମ୍ଭ ଦେଶରୁ ବଳପୂର୍ବକ ବାହାର କରିଦବୋକୁ ଆସିଛନ୍ତି। ତୁମ୍ଭେ ଏହି ଦେଶ ଆମ୍ଭମାନଙ୍କୁ ଦଇେଥିଲା।

ଗୀତସଂହିତା 44:2

ହେ ପରମେଶ୍ବର, ତୁମ୍ଭର ଅସୀମ ଶକ୍ତି ବଳରେ ଏହି ରାଜ୍ଯକୁ ସମାନଙ୍କେଠାରୁ ଛଡ଼ାଇ ନଇେ ତାହା ଆମ୍ଭମାନଙ୍କୁ ଦଇେଅଛ। ତୁମ୍ଭେ ସହେି ବିଦେଶୀ ଲୋକମାନଙ୍କୁ ନିଶ୍ଚିହ୍ନ କରିଛ। ତୁମ୍ଭେ ସମାନଙ୍କେୁ ବିଦେଶ ଭୂମି ଛାଡ଼ିବାକୁ ବାଧ୍ଯ କରିଛ।

Interlinear

Choose Theme