ଯଥା ରୂବନେୀଯମାନଙ୍କ ନିମନ୍ତେ ପଦାଭୂମିସ୍ଥ ପ୍ରାନ୍ତର ରେ ବେତ୍ସର, ଗାଦୀଯମାନଙ୍କ ନିମନ୍ତେ ରାମାେତ୍ ଆଉ ମନଃଶୀଯମାନଙ୍କ ନିମନ୍ତେ ବାଶନ ରେ ଗୋଲନ୍
Cross references
ଏହାପରେ ଯିରୀହାେ ନିକଟସ୍ଥ ୟର୍ଦ୍ଦନ-ପୂର୍ବପାରି ରେ ରକ୍ସ୍ଟବନ୍େ ବଂଶର ସମଭୂମି ପ୍ରାନ୍ତର ରେ ବେତ୍ସର ଓ ଗଦ୍ବଂଶର ଗିଲିଯଦ ରେ ରାମାେତ୍ ମନଃଶି ବଂଶର ବାଶନର ଗୋଲନ୍ ନିରୂପଣ କଲେ।
ଗେର୍ଶୋନ୍ ପରିବାର ମଧ୍ଯ ଲବେୀୟ ପରିବାରବର୍ଗରକ୍ସ୍ଟ ଥିଲେ।
ଗାଦ ପରିବାରବର୍ଗ ସମାନଙ୍କେୁ ଗିଲିଯଦ ଅନ୍ତର୍ଗତ ରାମାେତ୍, ନିରାପଦ ନଗରୀ ଓ ତା' ପାଶର୍ବବର୍ତ୍ତୀ କ୍ଷେତ୍ର ଏବଂ ମହନୀଯ ଓ ତା'ର ପାଶର୍ବବର୍ତ୍ତୀ କ୍ଷେତ୍ର ଦେଲେ।
ବିନ୍-ଗବରରୋମାେତ୍-ଗିଲିଯଦର ଶାସକ ଥିଲେ। ମନଃଶିର ପୁତ୍ର ୟାଯୀରର ଗିଲିଯଦସ୍ଥିତ ସମସ୍ତ ଗ୍ରାମ ଓ ସହର ତାଙ୍କର ଅଧୀନ ଥିଲା। ବାଶନସ୍ଥ ଅର୍ ଗୋବ ଅଞ୍ଚଳ ରେ ଥିବା ପ୍ରାଚୀର ବେଷ୍ଟିତ ଓ ପିତ୍ତଳ ଅର୍ଗଳ ବିଶିଷ୍ଟ ଷାଠିଏ ବୃହତ୍ ନଗର ତାଙ୍କର ଅଧୀନ ଥିଲା।
ଏହି ସମୟରେ ଆହାବ୍ ତାଙ୍କର ଅଧିକାରୀମାନଙ୍କୁ କହିଲେ, ରାମାେତ୍ ଗିଲିଯଦ୍ ଆମ୍ଭମାନଙ୍କର ଅଟେ, ତୁମ୍ଭମାନେେ ଏହା ଜାଣ। କିନ୍ତୁ ଅରାମର ରାଜା ଏହା ଅଧିକାର କଲା। ତଥାପି ଆମ୍ଭମାନେେ ନୀରବ ରେ ବସି ରହିଛୁ, ଆମ୍ଭେ ଅରାମର ରାଜାଙ୍କଠାରୁ ତାହା ଫରୋଇ ନଇେ ନାହୁଁ।
ମରାରି ବଂଶର ପରିବାରବର୍ଗକୁ ବାର ଗୋଟି ନଗର ପ୍ରାପ୍ତ ହେଲା। ସମାନେେ ରୂବନ୍େ, ଗାଦ୍, ସବୁଲୂନର ଗୋଷ୍ଠୀଠାରୁ ସହେି ସମସ୍ତ ନଗର ପ୍ରାପ୍ତ ହେଲେ। ସମାନେେ ଗୁଳାବାଣ୍ଟ ଦ୍ବାରା ସହେି ନଗରସବୁ ପ୍ରାପ୍ତ କଲେ।
ଇଫ୍ରଯିମ୍ ଗୋଷ୍ଠୀ କହାତ୍ର କେତକେ ପରିବାର କିଛି ନଗରୀଗୁଡ଼ିକ ଦେଲେ।
ଗେର୍ଶୋନଙ୍କ ଗୋଷ୍ଠୀ ମନଃଶିଙ୍କ ଅର୍ଦ୍ଧକେ ଗୋଷ୍ଠୀଠାରୁ ଭୂମି ପାଇଲେ, ସମାନେେ ଗୋଲନର ନଗରସବୁ ବାଶନର ଓ ଅଷ୍ଟାରୋତ ନଗରସବୁ ଚାରଣ ଭୂମି ସହ ପାଇଲେ।
ମରାରି ପରିବାରବର୍ଗ ଗାଦ ଗୋଷ୍ଠୀଠାରୁ ଗିଲିଯଦସ୍ଥ ରାମାେତ୍, ହିଷବୋନ୍ ଓ ୟା ସେର୍ ସହରଗୁଡ଼ିକ ପ୍ରାପ୍ତ ହେଲେ।